Friday, May 9, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଓଡ଼ିଶାରେ 29 ରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ ହେବ

Ramesh Parida by Ramesh Parida
Oct 27, 2024, 06:38 pm GMT+0530
FacebookTwitterWhatsAppTelegram

ଓଡ଼ିଶାବାସୀଙ୍କୁ କେନ୍ଦ୍ର ସରକାର ଖୁବ୍‌ ଶୀଘ୍ର ଆୟୁଷ୍ମାନ ଭାରତ ଯୋଜନା ସହ ଯୋଡ଼ିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନକ ପରେ ଅର୍ଥାତ ଆସନ୍ତା ୨୯ ତାରିଖରେ ଓଡ଼ିଶାର ଲୋକଙ୍କ ପାଇଁ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ମୋଦୀ ଭର୍ଚୁଆଲ ମାଧ୍ୟମରେ ଏହାର ଶୁଭାରମ୍ଭ କରିବେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ରାଜ୍ୟର ଗରିବ ଜନତାଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ଚାଲୁ ରହିଛି। ସାଧାରଣ ନିର୍ବାଚନ ବେଳେ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ମଧ୍ୟ କ୍ଷମତାକୁ ଆସିଲେ ରାଜ୍ୟରେ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଯୋଜନା ଲାଗୁ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।
ପ୍ରଧାନମନ୍ତ୍ରୀ ମୋଦୀ  ଅକ୍ଟୋବର ୨୯ ତାରିଖରେ ଆୟୁଷ୍ମାନ ଭାରତ ଯୋଜନା ସମେତ ଓଡ଼ିଶାରେ ଅନ୍ୟ ପ୍ରକଳ୍ପର ଶୁଭାରମ୍ଭ କରିବେ। ଆୟୁର୍ବେଦିକ ଦିବସ ଅବସରରେ ସେ ଜଟଣୀରେ ଆୟୁର୍ବେଦ ଓ ନେଚରପାଥିର ବଡ଼ ହସ୍ପିଟାଲର ଉଦଘାଟନ କରିବେ। ଏହି ବୃହତ୍‌ ହସ୍‌ପିଟାଲ ୨୧ ଏକର ଜମିରେ ନିର୍ମାଣ ହୋଇଛି। ସେହିପରି ଗୋଠପାଟଣାରେ ସେଣ୍ଟ୍ରାଲ ଅକ୍ସ ଟେଷ୍ଟିଂ ୟୁନିଟ ହେବ। ବରଗଡ଼ରେ କ୍ରିଟିକାଲ ହେଲ୍ଥ କେୟାର ୟୁନିଟ ଉଦ୍‌ଘାଟନ ହେବ। ଓଡ଼ିଶା ସମେତ ଦେଶର ୭୦ ବର୍ଷରୁ ଅଧିକ ବୟସ୍କଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ।

Tags: INDIAnewsodisha
ShareTweetSendShare

RelatedNews

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍

ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ
Latest News

ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ

ସୁନିତା ୱିଲିୟମ୍ସଙ୍କ ଘରକୁ ଫେରିବେ: ଚାରିଆଡୁ ମକ୍ସଙ୍କୁ ମିଳୁଛି ଶୁଭେଚ୍ଛା
Latest News

ସୁନିତା ୱିଲିୟମ୍ସଙ୍କ ଘରକୁ ଫେରିବେ: ଚାରିଆଡୁ ମକ୍ସଙ୍କୁ ମିଳୁଛି ଶୁଭେଚ୍ଛା

ନିରାକାରପୁର ପୂରାତନ କ୍ଷେତ୍ରବାସୀ ଡିଏଭି କଲେଜର ସର୍ବାଙ୍ଗୀନ ବିକାଶ ଜରୁରୀ
Latest News

ନିରାକାରପୁର ପୂରାତନ କ୍ଷେତ୍ରବାସୀ ଡିଏଭି କଲେଜର ସର୍ବାଙ୍ଗୀନ ବିକାଶ ଜରୁରୀ

ଗୁଗୁଲ ମ୍ୟାପ ନେଲା  ଷ୍ଟେସନ ମାଷ୍ଟରକଙ୍କ ଜୀବନ
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଗୁଗୁଲ ମ୍ୟାପ ନେଲା ଷ୍ଟେସନ ମାଷ୍ଟରକଙ୍କ ଜୀବନ

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.