Friday, May 9, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ମନୋରଞ୍ଜନ

ବିବାହ ବନ୍ଧନରେ ବାନ୍ଧି ହେଲେ ଟେଲି ଅଭିନେତ୍ରୀ ସୁରଭୀ ଜ୍ୟେତି ଓ ଅଭିନେତା ସୁମିତ୍ ସୁରୀ

Ramesh Parida by Ramesh Parida
Oct 28, 2024, 09:31 pm GMT+0530
FacebookTwitterWhatsAppTelegram

ବିବାହ ବନ୍ଧନରେ ବାନ୍ଧି ହେଲେ ଟେଲି ଅଭିନେତ୍ରୀ ସୁରଭୀ ଜ୍ୟେତି ଓ ଅଭିନେତା ସୁମିତ୍ ସୁରୀ। ରବିବାର ଅକ୍ଟୋବର ୨୭ରେ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଜିମ୍ କର୍ବେଟରେ ଦୁହିଁଙ୍କର ସମସ୍ତ ରୀତିନୀତି ହୋଇଥିବା ବେଳେ ସେଠାରେ ଥିବା ଆହାନା ରିସର୍ଟରେ ଦୁହେଁ ବିବାହ କରିଛନ୍ତି। ସୁରଭୀ ବିବାହ ପରେ ଇନଷ୍ଟାରେ ଫଟୋ ସେୟାର କରି ବିବାହ କରିଥିବା ନେଇ ଜଣାଇଛନ୍ତି।

ଫଟୋରେ ଦେଖାଯାଇଛି ଯେ, ସୁରଭୀ ଲାଲ ରଙ୍ଗର ଲେହେଙ୍ଗା ପିନ୍ଧିଛନ୍ତି ଓ ସୁମିତ୍ ଏକ ଧଳା ରଙ୍ଗର କୂର୍ତ୍ତା ପିନ୍ଧିଥିବା ଦେଖିବାକୁ ମିଳିଛି। ବିବାହର ଫଟୋ ସେୟାର ହେବା ପରେ ଏବେ ଭାଇରାଲ ହେବାରେ ଲାଗିଛି।ଖବର ଅନୁଯାୟୀ, ଏହି ଦମ୍ପତି ପ୍ରଥମେ ମାର୍ଚ୍ଚ ୨୦୨୪ରେ ବିବାହ କରିବାକୁ ସ୍ଥିର କରିଥିଲେ। କିନ୍ତୁ ପରେ କିଛି କାରଣରୁ ସେମାନେ ବିବାହକୁ ସ୍ଥଗିତ ରଖିଥିଲେ। କିନ୍ତୁ ବର୍ତ୍ତମାନ ସୁରଭି ଏବଂ ସୁମିତ ୨୭ ଅକ୍ଟୋବର ୨୦୨୪ରେ ବିବାହ କରିଛନ୍ତି। କୁହାଯାଉଛି ଯେ, ସୁରଭୀ ପ୍ରଥମେ ରାଜସ୍ଥାନରେ ବିବାହ କରିବାକୁ ଚାହୁଁଥିଲେ ଏବଂ ଉଦୟପୁରର କିଛି ସ୍ଥାନ ମଧ୍ୟ ଦେଖିଥିଲେ। କିନ୍ତୁ ତାଙ୍କୁ କିଛି ପସନ୍ଦ ଆସିନଥିଲା।ଜାଣିବାକୁ ମିଳିଛି ଯେ, ସୁରଭୀ ଏବଂ ସୁମିତ ‘ହାନଜୀ ଦି ମ୍ୟାରେଜ୍ ମନ୍ତ୍ରା’ର ମ୍ୟୁଜିକ୍ ଭିଡିଓ ସୁଟ୍ ସମୟରେ ପରସ୍ପରକୁ ଭେଟିଥିଲେ। ଏହି ସମୟରେ ଦୁହେଁ ପରସ୍ପରକୁ ପସନ୍ଦ କରିବା ଆରମ୍ଭ କରିଥିଲେ। ରିପୋର୍ଟ ଅନୁଯାୟୀ ୨୦୧୯ଠାରୁ ଉଭୟ ଏକାଠି ଅଛନ୍ତି | ସୁମିତ ସୁରୀ ଜଣେ ଉଦୀୟମାନ ଅଭିନେତା ଯିଏ ‘ପ୍ୟାର କା ପଞ୍ଚନାମା ୨’ରେ ଅଭିନୟ କରିଥିଲେ।

Tags: INDIAnewsodisha
ShareTweetSendShare

RelatedNews

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ
Latest News

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ
ମନୋରଞ୍ଜନ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ
Entertainment

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ
Latest News

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.