Tuesday, May 13, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆଧ୍ୟାତ୍ମିକ

ଅଦିନିଆ ରଥଯାତ୍ରା: ଜଗନ୍ନାଥ ସଂସ୍କୃତିକୁ ନଷ୍ଟ ହେବାକୁ ଦେବୁ ନାହିଁ : ଆଇନ ମନ୍ତ୍ରୀ

Ramesh Parida by Ramesh Parida
Nov 5, 2024, 02:55 pm GMT+0530
FacebookTwitterWhatsAppTelegram

ଅଦିନିଆ ରଥଯାତ୍ରାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଗଜପତି ଓ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିକୁ ସମର୍ଥନ କରିବେ ରାଜ୍ୟ ସରକାର । ଆମେ ଜଗନ୍ନାଥ ସଂସ୍କୃତିକୁ ନଷ୍ଟ ହେବାକୁ ଦେବୁ ନାହିଁ । ଶ୍ରୀ ଜଗନ୍ନାଥଙ୍କର ସ୍ବତନ୍ତ୍ର ନୀତିକାନ୍ତି ଓ ପରମ୍ପରା ରହିଛି । ମାତ୍ର ବିଶ୍ବର ଭିନ୍ନ ଭିନ୍ନ ସ୍ଥାନରେ ଅଦିନିଆ ରଥଯାତ୍ରା ଜଗନ୍ନାଥ ପ୍ରେମୀଙ୍କୁ ବାଧୁଚି ଯାହାକୁ ନେଇ ଉଦବେଗ ପ୍ରକାଶ ପାଇଛି । ଯେଉଁଭଳି ଭାବରେ ସ୍ନାନଯାତ୍ରାକୁ ଇସ୍କନ କର୍ତୁପକ୍ଷ ବନ୍ଦ କରିଛନ୍ତି ସେହିଭଳି ଅଦିନିଆ ରଥଯାତ୍ରାକୁ ବନ୍ଦ କରିବା ନେଇ ଆମେ ଆଲୋଚନା କରିବୁ । ନେଚେତ  ଗଜପତି ମହାରାଜା  ଓ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିକୁ ଆମେ ସମ୍ପୂର୍ଣ୍ଣ ସହଯୋଗ କରିବୁ।

ଏଣେ ମେଘନାଦ ପାଚେରୀକୁ ନେଇ ଆଇନ୍ ମନ୍ତ୍ରୀ ପ୍ରତିକ୍ରିୟା ରଖି କହିଛନ୍ତି, ପାଚେରୀରେ ଥିବା ଫାଟ ଅନେକ ଦିନର। ବିଭିନ୍ନ ସମୟରେ ବିଭିନ୍ନ ପ୍ରକାରର ଏଭିକ୍ସନ ସମୟରେ ଏହି ଫାଟ ହୋଇଛି। ଏ ନେଇ ଏଏସଆଇ କୁ ଚିଠି ଲେଖା ହୋଇଥିଲା । ତେବେ ସେ ଫାଟର ଗୋଟିଏ ପର୍ମାନେଟ୍  ମରାମତି ପାଇଁ ଏଏସଆଇ ପ୍ରକ୍ରିୟା ଆରମ୍ଭ କରିଛି। ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ଫାଟଗୁଡ଼ିକର  ପରମାନେଟ ରିପାଇରିଂ କରିବା ସହ ମନ୍ଦିରର ବିଭିନ୍ନ ସ୍ଥାନରୁ ଯେଉଁଠି ପାଣି ଗଳୁଚି ତାକୁ ନେଇ ମଧ୍ୟ  ଗୋଟିଏ ଯୋଜନା ପ୍ରସ୍ତୁତ ହୋଇଛି। ଖୁବ୍ ଶୀଘ୍ର ସେ ସବୁର କାମ ଖୁବ୍ ଶୀଘ୍ର ଶେଷ ହେବ।

ShareTweetSendShare

RelatedNews

ଖୋଲିଲା କେଦାରନାଥ ଧାମ
Latest News

ଖୋଲିଲା କେଦାରନାଥ ଧାମ

ପ୍ରାଚୀନ ଶୈବପୀଠ ଖୋର୍ଦ୍ଧା ଜିଲ୍ଲା ଟାଗିଂ ବ୍ଲକ ଡିଆସ୍ଥିତ ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ଅଶୋକାଷ୍ଟମୀ ରଥଯାତ୍ରା
Latest News

ପ୍ରାଚୀନ ଶୈବପୀଠ ଖୋର୍ଦ୍ଧା ଜିଲ୍ଲା ଟାଗିଂ ବ୍ଲକ ଡିଆସ୍ଥିତ ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ଅଶୋକାଷ୍ଟମୀ ରଥଯାତ୍ରା

ଆଜି ପବିତ୍ର ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ
ଆଧ୍ୟାତ୍ମିକ

ଆଜି ପବିତ୍ର ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ

Latest News

ରାମ ମନ୍ଦିର ଟ୍ରଷ୍ଟ ଗତ 5 ବର୍ଷ ମଧ୍ୟରେ ଦେଇଛି 400 କୋଟି ଟଙ୍କାର ଟିକସ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା
ଅପରାଧ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.