Thursday, May 8, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଅପରାଧ

ବିଳମ୍ବିତ ରାତିରେ ଗାେଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ

Ramesh Parida by Ramesh Parida
Nov 12, 2024, 04:39 pm GMT+0530
FacebookTwitterWhatsAppTelegram

ପୂର୍ବ ଶତ୍ରୁତାରୁ ଗୋଡ଼େଇ ହାଣିଲେ ସର୍ଜିକାଲ ବ୍ଲେଡ଼ରେ ଖଣ୍ଡିଆଖାବରେ ବି କରିଦେଲେ । ଘଟଣା ଘଟିଛି ରାଜଧାନୀର ବଡ଼ଗଡ଼ ଅଞ୍ଚଳରେ  । ଆହତଜଣକ ହେଉଛନ୍ତି ଗାଁର ଦୀପକ ପ୍ରଧାନ । ଗତକାଲି ରାତି ପ୍ରାୟ 11 ଟା ବେଳେ ଦୀପକ ନିଜ ଘରକୁ ଫେରୁଥିବା ବେଳେ କିଛି ମୁଖାପିନ୍ଧା ଦୁର୍ବୃତ୍ତ ଏକ ପଲସର ବାଇକରେ ଆସିବା ସହ ତାଙ୍କୁ ଗୋଇଠା  ମାରିଥିଲେ  । ଭାରସାମ୍ୟ ହରାଇ ପଡ଼ିଯିବା ପରେ ଛୁରୀ ଓ ସର୍ଜିକାଲ ବ୍ଲେଡ଼ ସାହାର୍ଯ୍ୟରେ  ପିଠି ହାତ ମୁହଁ କାଟି ପକାଇଥିଲେ ।

ରାତି ପ୍ରାୟ 11 ଟା ବେଳେ ଦୀପକ ନିଜ ଘରକୁ ଫେରୁଥିବା ବେଳେ କିଛି ମୁଖାପିନ୍ଧା  ଦୁବୃର୍ତ ଏକ ପଲସର ବାଇବରେ ଆସିବା ସହ ତାଙ୍କୁ ଗୋଇଠା ମାରିଥିଲେ । ଭାରସାମ୍ୟ ହରାଇ ପଡ଼ିଯିବା ପରେ ଛୁରୀ ଓ ସର୍ଜିକାଲ ବ୍ଲେଡ଼ ସାହାର୍ଯ୍ୟରେ ପିଠି ହାତ ମୁହଁ କାଟି ପକାଇଥିଲେ ।

ପୁଲିସରେ ଏ ନେଇ ଏତଲା ପରେ ଆଖପାଖ ସିସିଟିଭି ଚେକ ଚାଲିଛି । ଅଭିଯୁକ୍ତଙ୍କୁ ଧରିବା ପାଇଁ ଛାନଭିନ ଆରମ୍ଭ ହୋଇଛି । ବଡ଼କଥା ହେଉଛି ପଲାସପଲ୍ଲୀରେ ଶିବ ଶ୍ରୀଚନ୍ଦନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପଲିସର ହାତ ଖାଲି ଥିବେ ବେଳେ ପୁଣି ଏଭଳି ଘଟଣା କମିଶନରେଟ ପୋଲିସ ପାଇଁ କରିଛି ବଡ଼ ଚ୍ୟାଲେଞ୍ଜ ।

Tags: INDIAnewsodisha
ShareTweetSendShare

RelatedNews

ପତ୍ନୀଙ୍କୁ ହତ୍ୟା କରି ସୁଟକେସରେ ଭର୍ତ୍ତି କଲା ସ୍ବାମୀ
ଅପରାଧ

ପତ୍ନୀଙ୍କୁ ହତ୍ୟା କରି ସୁଟକେସରେ ଭର୍ତ୍ତି କଲା ସ୍ବାମୀ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା
ଅପରାଧ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା

ଜୁଲାଇ 3ରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ
ଅପରାଧ

ଜୁଲାଇ 3ରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ

କାହିଁକି ଗୋଟିଏ ପରିବାରର ତିନି ଜଣଙ୍କୁ ହତ୍ୟା କଲା ସାନପୁଅ ?
Latest News

କାହିଁକି ଗୋଟିଏ ପରିବାରର ତିନି ଜଣଙ୍କୁ ହତ୍ୟା କଲା ସାନପୁଅ ?

ବିଦେଶୀ ମହିଳାଙ୍କ ଜଙ୍ଘରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଟାଟୁ କୁଟେଇବାକୁ ନେଇ ଅସନ୍ତୋଷ
Latest News

ବିଦେଶୀ ମହିଳାଙ୍କ ଜଙ୍ଘରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଟାଟୁ କୁଟେଇବାକୁ ନେଇ ଅସନ୍ତୋଷ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.