Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଭାରତୀୟ ଜନତା ପାର୍ଟିକୁ କୁକୁର ସହ ତୁଳନା

Ramesh Parida by Ramesh Parida
Nov 12, 2024, 05:06 pm GMT+0530
FacebookTwitterWhatsAppTelegram

ମହାରାଷ୍ଟ୍ରରେ ନିର୍ବାଚନ ପାଇଁ ପ୍ରଚାର ଚାଲିଛି । କଂଗ୍ରେସ -ବିଜେପି ନେତାମାନେ ପରସ୍ପରକୁ ଆକ୍ଷେପ ପ୍ରତ୍ୟାରୋପ କରୁଛନ୍ତି । ଏହାରି ଭିତରେ  କଂଗ୍ରେସ ରାଜ୍ୟ ମୁଖ୍ୟ ନାନା ପାଟୋଲ ବିବାଦୀୟ ବୟାନ ଦେଇଛନ୍ତି ।

ନାନା ପାଟୋଲ କହିଛନ୍ତି  ଭାରତୀୟ ଜନତା ପାର୍ଟି ହେଉଛି କୁକୁର । ଏହା କେବଳ ଭୁକିବ କିନ୍ତୁ କାମୁଡିବ ନାହିଁ । କୁକୁର ସହ  ତୁଳନା କରି ବିବାଦର ପରିସର ଭିତରକୁ ଆସିଛନ୍ତି ଏହି ବରିଷ୍ଠ ନେତା ।

ଓବିସି ସମ୍ପଦ୍ରାୟର ଲୋକଙ୍କୁ ଅପମାନିତ ବିଜେପି କରୁଛି ଏହି  ଅଭିଯୋଗ ଆଣି ସେ ବିଜେପିକୁ ଏଭଳି କହିଛନ୍ତି  । ଆକୋଲା ଠାରେ ଏକ ରାଲିକୁ ସମ୍ବୋଧିତ କରି ପାଟୋଲ କହିଛନ୍ତି ଯେ ବିଜେପିର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ନିଜକୁ ଇଶ୍ବର ବୋଲି ଭାବନ୍ତି । ସେ ଯାହା ଚାହିଁବେ ତାହା ହେବ କିନ୍ତୁ ସେପରି କିଛି ହେଉନାହିଁ ।

ଆକୋଲା ଜିଲ୍ଲାରେ ଓବିସି ଲୋକମାନେ  କୁକୁର ବୋଲି କହୁଥିବା ବିଜେପିକୁ ଭୋଟ ଦେବେ କି? ବର୍ତମାନ ବିଜେପିକୁ କୁକୁର କହିବାର ସମୟ ଆସିଛି । ବୋଲି ସେ ତାଙ୍କ ଭାଷଣରେ କହିଛନ୍ତି । ଯାହାକୁ ନେଇ ମହାରାଷ୍ଟ୍ର ରାଜନୀତି ସରଗରମ ହୋଇଛି । ବିଜେପି କର୍ମୀମାନେ ଓ ନେତାମାନେ ଏହି କଥାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ।

Tags: INDIAnewsodisha
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies