Monday, June 2, 2025
No Result
View All Result
Odisha 365

Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜନୀତି

ମୋ ବ୍ୟାଗ ଖାଲି ଆପଣଙ୍କ ବ୍ୟାଗରୁ ମିଳିଲା ଟଙ୍କା

Ramesh Parida by Ramesh Parida
Nov 19, 2024, 07:31 pm GMT+0530
FacebookTwitterWhatsAppTelegram

ନିର୍ବାଚନ ପ୍ରଚାର ପାଇଁ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ  ଉଦ୍ଧବ ଠାକର ୟାଭାଟମାଲର ଭାନି ବିମାନବନ୍ଦରରେ ପହଞ୍ଚିଥିବା ବେଳେ ନିର୍ବାଚନ ଆୟୋଗ ତାଙ୍କ ବ୍ୟାଗ ଖୋଜାଖୋଜି କରିଥିଲେ । ବ୍ୟାଗ ଯାଞ୍ଚ ପ୍ରସଙ୍ଗରେ ଉଦ୍ଧବ ଠାକର ଅସନ୍ତୋଷ ବ୍ୟକ୍ତ କରିବା ସହିତ ନିଜେ ଏହି ଘଟଣାର ଭିଡ଼ିଓ ସୋସିଆଲ ମିଡ଼ିଆରେ ସେୟାର କରିଛନ୍ତି । ସମ୍ପ୍ରତି ନେଭମ୍ବର 20 ରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ  2024 ଲାଗି ଭୋଟ ଗ୍ରହଣ ହେବାରୁ ଥିବାରୁ ସମସ୍ତ ପ୍ରସ୍ତୁତି  ସରିଥିବା ବେଳେ ବିଜେପି ନେତା ବିନୋଦ ତାବଡ଼େ ଟଙ୍କା ବାଣ୍ଟୁଥିବା ଅଭିଯୋଗ ହୋଇଛି । ସେ ଭୋଟର୍ସଙ୍କୁ ଟଙ୍କା ବାଣ୍ଟିବା ପାଇଁ ବ୍ୟାଗରେ 50 କୋଟି ଟଙ୍କା ନେଇ ହୋଟେଲରେ ପହଞ୍ଚିଥିବା ବିରୋଧୀ ମହାବିକାଶ ଅଘାଡ଼ି ଅଭିଯୋଗ କରିଛି । ଏହି ଘଟଣା ସାମ୍ନାକୁ ଆସିବା ପରେ ଉଦ୍ଧବ ଠାକରେ ପ୍ରତିକ୍ରିୟା ଦେଇଛନ୍ତି । ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ବିନୋଦ ତାବଡ଼େ ଭୋଟ ପୂର୍ବରୁ ଭୋଟର୍ସଙ୍କୁ ଟଙ୍କା ବାଣ୍ଟୁଥିବା ଅଭିଯୋଗକୁ ନେଇ କହିଛନ୍ତି ମୁଁ ମା ତୁଲଜା ଭବାନୀଙ୍କ ଦର୍ଶନ ପାଇଁ ଯାଉଥିବାର ବେଳେ ନିର୍ବାଚନ ଆୟୋଗରେ ଅଧିକାରୀମାନେ ମୋର ବ୍ୟାଗ ଯାଞ୍ଚ ସମୟରେ ମୋର ବ୍ୟାଗରୁ କିଛି ମିଳି ନଥିଲା । ଖବର ମିଳିଛି କି ବିଜେପି ନେତା ବିନୋଦ ତାବଡ଼େଙ୍କ ବ୍ୟାଗରୁ ବିପୁଳ ପରିମାଣରେ ଟଙ୍କା ମିଳିଛି । ମୁଁ ମା ତୁଳଜା ଭବାନୀଙ୍କୁ ପ୍ରାର୍ଥନା କରୁଛି କି ସମାଜରେ ଦୁର୍ନୀତି ବୃଦ୍ଧି କରୁଥିବା ସରକାରକୁ ରାଜ୍ୟର ଶେଷ କରି ଦିଅନ୍ତୁ ।

ସୂଚନାମୁତାବକ, ନିର୍ବାଚନ ଅଧିକାରୀମାନେ ଉଦ୍ଧବ ଠାକରେଙ୍କ ହେଲିକାପ୍ଟରର ଯାଞ୍ଚ କରିଥିଲେ । ଏହାପରେ ଅଧିକାରୀମାନେ ଉଦ୍ଧବଙ୍କ ବ୍ୟାଗ ଯାଞ୍ଚ କରିଥିଲେ । ଏହା ଦେଖି ରାଗି ଯାଇଥିଲେ ଠାକରେ ଏବଂ ଅଧିକାରୀଙ୍କୁ ରାଗିକି ପ୍ରଶ୍ନ ଉପରେ ପ୍ରଶ୍ନ କରିଥିଲେ ଏବଂ ଏହାର ଭିଡିଓ ନିଜେ କରିଥିଲେ । ଅଧିକାରୀଙ୍କୁ ଉଦ୍ଧବ ପ୍ରଶ୍ନ କରିଥିଲେ ,‘ ମୋ ପୂର୍ବରୁ କାହା କାହାର ବ୍ୟାଗ୍ ଚେକ କରିଛ? ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ, ଅଜିତ ପାୱାର, ମୋଦୀ ଏବଂ ଅମିତ୍ ଶାହଙ୍କର ବ୍ୟାଗ ଯାଞ୍ଚ କରାଯାଇଛି? ଠା‌କରେଙ୍କ ପ୍ରଶ୍ନର ଉତ୍ତର ଦେଇ ଅଧିକାରୀ କହିଥିଲେ, ‘ଯାଞ୍ଚ ଆରମ୍ଭ ହେବା ସମୟରେ ଆପଣ ନାମ ନେଇଥିବା କୌଣସି ବ୍ୟକ୍ତି ବି ଏଠାକୁ ଆସି ନାହାନ୍ତି। ଆସିଥିଲେ ନିଶ୍ଚୟ ସେମାନଙ୍କ ବ୍ୟାଗ ବି ଯାଞ୍ଚ ହାଇଥାଆନ୍ତି।’

Tags: INDIAnewsodisha
ShareTweetSendShare

RelatedNews

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ
Latest News

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ
Latest News

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ପହଲଗାମ ପ୍ରସଙ୍ଗରେ କଂଗ୍ରେସ କଣ ନେବ ନିଷ୍ପତ୍ତି
Latest News

ପହଲଗାମ ପ୍ରସଙ୍ଗରେ କଂଗ୍ରେସ କଣ ନେବ ନିଷ୍ପତ୍ତି

APPର ବରିଷ୍ଠ ନେତା ଦୁର୍ଗେଶ ପାଠକଙ୍କ ଘରେ ସିବିଆଇ ଚଢାଉ
Latest News

APPର ବରିଷ୍ଠ ନେତା ଦୁର୍ଗେଶ ପାଠକଙ୍କ ଘରେ ସିବିଆଇ ଚଢାଉ

ନେତାଙ୍କୁ ନଡ୍ଡାଙ୍କ ଟିପ୍ସ
ରାଜନୀତି

ନେତାଙ୍କୁ ନଡ୍ଡାଙ୍କ ଟିପ୍ସ

Latest News

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.