Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜନୀତି

24 ବର୍ଷର ରେକର୍ଡ଼ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ

Ramesh Parida by Ramesh Parida
Nov 23, 2024, 05:35 pm GMT+0530
FacebookTwitterWhatsAppTelegram

24 ବର୍ଷର ରେକର୍ଡ଼ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ପ୍ରଥମ ଥର ପାଇଁ ଏକ ଦଳ ରାଜ୍ୟରେ ପୁର୍ନବାର କ୍ଷମତାକୁ ଫେରୁଛି । ବର୍ତମାନ ପର୍ଯ୍ୟନ୍ତ ଟ୍ରଣ୍ଡରେ ହେମନ୍ତ ସୋରେନ ମେଣ୍ଟକୁ ସମ୍ପୂଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି  । ଝାଡ଼ଖଣ୍ଡର 81 ଟି ସିଟ ମଧ୍ୟରୁ ଇଣ୍ଡିଆ ମେଣ୍ଟ ଆଗରେ ରହିଛି  । ଏଥିମଧ୍ୟରୁ 10 ଟି ଆସନରେ ବିଜୟର ବ୍ୟବଧାନ 10 ହଜାରରୁ ଅଧିକ ଭୋଟ ରହିଛି ।

ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠୁଛି ଯେ ନିଜର ସମସ୍ତ ଶକ୍ତି ଲଗାଇବା ସତ୍ତ୍ବେ ଝାଡ଼ଖଣ୍ଡରେ ଭାଜପା କିପରି କ୍ଷମତାକୁ ଆସିପାରିଲା ନାହିଁ । ରାଜନୈତିକ ବିଶେଷ ଙ୍କନୁସାରେ ଭାରତୀୟ ଜନତା ପାର୍ଟିର କୌଣସି ଚେହେରା ତୃଣମୂଲ ସ୍ତରରେ ଦୃଢ ନ ଥିଲେ । ପାର୍ଟିରେ ସିଏମ ମୁହିଁରେ ଦୁଇଟି ଫଣ୍ଟ୍ରନର୍ସ ରହିଥିଲେ । କୌତୁହଳର ବିଷୟ ଉଭୟ ଟର୍ନକୋଟ ଥିଲେ । ବିଧାନସଭା ନିର୍ବାଚନ ପୂର୍ବରୁ ଚମ୍ପାଇ ଭାଜପାରେ ଯୋଗ ଦେଇଥିଲେ ।

ଆର୍କିସ ମାଇ ଇଣ୍ଡିଆର ଏକଜିଟ ପୋଲ ଅନୁଯାୟୀ ହେମନ୍ତଙ୍କ ଲୋକପ୍ରିୟତା ଝାଡ଼ଖଣ୍ଡର ଚମ୍ପାଇ ଏବଂ ବାବୁ ଲାଲଙ୍କ ତୁଳନାରେ ଦୁଇ ଗୁଣ ଅଧିକ ଥିଲା । ଏହି ସର୍ଭେରେ 41 ପ୍ରତିଶତ ଲୋକ ହେମନ୍ତଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ପସନ୍ଦ କରିଥିଲେ । ଏହାର ତୁଳନାରେ ଚମ୍ପାଇକୁ 7 ପ୍ରତିଶତ ଲୋକ ଏବଂ ମାରାଣ୍ଡିଙ୍କୁ 13 ପ୍ରତିଶତ ଲୋକ ପସନ୍ଦ କରିଥିଲେ ।

ଜୁଲାଇ 2024 ରେ ପଦ ଗ୍ରହଣ କରିବା ପରେ ହେମନ୍ତ ସୋରେନ ମହିଳା ଭୋଟ ବ୍ୟାଙ୍କ ଉପରେ ଧ୍ୟାନ ଦେଇଥିଲେ । ସୋରେନ ମହିଳାମାନଙ୍କ ପାଇଁ ମୈୟା ସମ୍ମାନ  ଯୋଜନା କାର୍ଯ୍ୟକାରୀ କରିଥିଲେ  । ଏହି ଯୋଜନା ଅଧୀନରେ ପ୍ରତ୍ୟେକ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ ମାସକୁ 1000 ଟଙ୍କା ଜମା କରାଯାଇଥିଲା  ।ହେମନ୍ତ ଝାଡ଼ଖଣ୍ଡର ଆଦିବାସୀ ପ୍ରାଧାନ୍ୟ ଅଞ୍ଚଳରେ ଏକପାଖିଆ ଭାବରେ ଜିତୁଥିବା ପରି ମନେହୁଏ । ସମଗ୍ର ନିର୍ବାଚନରେ ହେମନ୍ତ ଆଦିବାସୀ ଅସ୍ମିତା ପ୍ରସଙ୍ଗ ଉଠାଇଥିଲେ ।

Tags: INDIAnewsodisha
ShareTweetSendShare

RelatedNews

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ
Latest News

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ
Latest News

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ପହଲଗାମ ପ୍ରସଙ୍ଗରେ କଂଗ୍ରେସ କଣ ନେବ ନିଷ୍ପତ୍ତି
Latest News

ପହଲଗାମ ପ୍ରସଙ୍ଗରେ କଂଗ୍ରେସ କଣ ନେବ ନିଷ୍ପତ୍ତି

APPର ବରିଷ୍ଠ ନେତା ଦୁର୍ଗେଶ ପାଠକଙ୍କ ଘରେ ସିବିଆଇ ଚଢାଉ
Latest News

APPର ବରିଷ୍ଠ ନେତା ଦୁର୍ଗେଶ ପାଠକଙ୍କ ଘରେ ସିବିଆଇ ଚଢାଉ

ନେତାଙ୍କୁ ନଡ୍ଡାଙ୍କ ଟିପ୍ସ
ରାଜନୀତି

ନେତାଙ୍କୁ ନଡ୍ଡାଙ୍କ ଟିପ୍ସ

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.