Friday, May 9, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜାତୀୟ

ସଂସ୍କୃତି ଏବଂ ମୈଥିଲି ଭାଷାରେ ଭାରତର ସମ୍ବିଧାନ

Ramesh Parida by Ramesh Parida
Nov 26, 2024, 04:11 pm GMT+0530
FacebookTwitterWhatsAppTelegram

ସଂସ୍କୃତି ଏବଂ ମୈଥିଲି ଭାଷାରେ ମଧ୍ୟ ଏବେ ଭାରତର ସମ୍ବିଧାନ ଉପଲବ୍ଧ ହୋଇଛି । ସମ୍ବିଧାନର 75 ବର୍ଷ ପୁରଣ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି ଭାଷାରେ ସମ୍ବିଧାନର କପି ପ୍ରକାଶ ପାଇଛି ।

ଏହି ଉନ୍ନୋଚନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଭୟ ଗୃହର ବାଚସ୍ପତି ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଏବଂ ଅନ୍ୟ ପ୍ରମୁଖ ନେତା ଉପସ୍ଥିତ ଥିଲେ । ଏହି ଅବସରରେ ସମ୍ବିଧାନ ଦିବସ ପାଇଁ ଏକ ସ୍ବତନ୍ତ୍ର ଡ଼ାକ ଟିକଟ ଏବଂ ମୁଦ୍ରା ମଧ୍ୟ ଜାରି କରାଯାଇଛି ।

ରାଷ୍ଟ୍ରପତି ତାଙ୍କ ସମ୍ବିଧାନରେ କହିଛନ୍ତି ଯେ ସମ୍ବିଧାନ ହେଉଛି ଦେଶର ବିଦ୍ବାନ ଲୋକଙ୍କ ଉପହାର ଯାହା ଭାରତର ବିବିଧତାକୁ ସମ୍ମାନ ଦେଇଥାଏ । ବିଗତ 75 ବର୍ଷ ମଧ୍ୟରେ ଦେଶରେ ଅଗ୍ରଗତି ଏବଂ ମହିଳା ସଶକ୍ତିକରଣ ଦିଗରେ କରାଯାଇଥିବା କାର୍ଯ୍ୟ ଉପରେ ସେ ଆଲୋକପାତ କରିଥିଲେ  ।

ଏଥିସହ ମହିଳା ସାଂସଦଙ୍କ ଅବଦାନକୁ ପ୍ରଶଂସା କରିବାବେଳେ ସେ ସମ୍ବିଧାନର ଉଦ୍ଦେଶ୍ୟ ହାସଲ କରିବା ପାଇଁ କାର୍ଯ୍ୟନିର୍ବାହୀ, ନ୍ୟାୟପାଳିକା ଏବଂ ବିଧାନସଭାର ସାମୁହିକ ପ୍ରୟାସର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଗୋଟିଏ ମଞ୍ଚରେ ଶାସକ ଓ ବିରୋଧୀ ଦଳର ନେତାମାନେ ନଜର ଆସିଥିଲେ । ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାହୁଲ ଗାନ୍ଧୀ ମଲ୍ଲିକାର୍ଜୁନ ମଧ୍ୟ ଉପସ୍ଥିତ ଥିଲେ ।

ସମ୍ବିଧାନ ଦିବସରେ ଗୃହର ସାଧାରଣ ପ୍ରକ୍ରିୟା ସ୍ଥଗିତ ରଖାଯାଇଥିଲା ଏବଂ ଉଭୟ ଗୃହର ମିଳିତ ଅଧିବେଶନ ଡକାଯାଇଥିଲା। ଏହି ସମୟରେ ରାଷ୍ଟ୍ରପତି ସମସ୍ତ ସଦସ୍ୟଙ୍କୁ ସମ୍ବିଧାନର ମୁଖବନ୍ଧ ପଢ଼ାଇଥିଲେ। ୭୫ ତମ ସମ୍ବିଧାନ ଦିବସକୁ ସ୍ୱତନ୍ତ୍ର କରିବା ପାଇଁ ଏହି କାର୍ଯ୍ୟକ୍ରମ ଦେଶର ବିବିଧତା ଏବଂ ଏକତାର ପ୍ରତୀକ ପାଲଟି ଯାଇଥିବା ସେ କହିଥିଲେ।

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.