Monday, June 2, 2025
No Result
View All Result
Odisha 365

Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜନୀତି

ବିରୋଧୀଙ୍କ ଗୋଟେ ପରେ ଆଉ ଗୋଟେ ମିଥ୍ୟା ନାଟକ କରୁଛନ୍ତି: ମୋଦି

Ramesh Parida by Ramesh Parida
Nov 29, 2024, 05:46 pm GMT+0530
FacebookTwitterWhatsAppTelegram

ରାଜଧାନୀ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦି ପୁଣି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି । ମୋଦି କହିଛନ୍ତି ବିରୋଧୀମାନେ ଜନତାଙ୍କୁୁ ମିଛ କହି ବିଭ୍ରାନ୍ତି କରୁଛନ୍ତି । ଗୋଟିଏ ମିଛ ଧରାପଡ଼ିଲେ ପୁଣି ଆଉ ଗୋଟେ ମିଛକୁ ବଢ଼େଇ ଚଢ଼େଇ କହୁଛନ୍ତି । ବିରୋଧୀଙ୍କୁ ଆପଣମାନେ ଜବାବ ଦେବାକୁ ମୋଦି ଜନସାଧାରଣଙ୍କୁ କହିଛନ୍ତି ।ଏୟାରପୋର୍ଟରୁ ବାହାରି ପ୍ରଧାନମନ୍ତ୍ରୀ ମୋଦି ଆୟୋଜିତ କାର୍ଯ୍ୟକ୍ରମରେ ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଥିଲେ ।  ଓଡ଼ିଶାର ସବୁ ଭାଇ ଓ ଭଉଣୀଙ୍କୁ ମୋର ନମସ୍କାର ବୋଲି କହିଛନ୍ତି। ଆରମ୍ଭରୁ ଓଡ଼ିଶାବାସୀଙ୍କୁ ବିଜେପି ସରକାର କରାଇଥିବାରୁ ଧନ୍ୟବାଦ ଦେବା ସହ ଦିଲ୍ଲୀରେ ଆୟୋଜିତ ଓଡ଼ିଶା ପର୍ବର ପ୍ରଶଂସା କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶାର ବିକାଶ ପାଇଁ ଆମେ ଲଗାତାର କାମ କରୁଛୁ। ପୂର୍ବରୁ ମନ୍ତ୍ରି ପରିଷଦରେ ଓଡ଼ିଶାରୁ କେବେ ଏତେ ସଦସ୍ୟ ନଥିଲେ। ଓଡ଼ିଶା ଲୋକେ ହୃଦୟ ଖୋଲି ଆମକୁ ସମର୍ଥନ କରିଛନ୍ତି। ବିଦେଶକୁ ଗଲେ ଲଗାତାର ତୃତୀୟ ଥର ସରକାର ପାଇଁ ପ୍ରଶଂସା ପାଉଛୁ। ମହାରାଷ୍ଟ୍ର, ହରିୟାଣା ନିର୍ବାଚନ ଫଳ ବିଶ୍ବାସ ଭରିଛି, ଏଠି ବି ଦେଖୁଛି।

ଏହା ହେଉଛି ଆମ କାର୍ଯ୍ୟକର୍ତ୍ତାଙ୍କ ସାମର୍ଥ୍ୟ। ବିଜେପିର କାମକୁ ଦେଖି ଲୋକେ ଭୋଟ୍ ଦେଉଛନ୍ତି। ନିର୍ବାଚନ ପୂର୍ବରୁ ଓଡ଼ିଶାରେ ବିଜେପିର ଶକ୍ତିକୁ ନେଇ ପ୍ରଶ୍ନ କରୁଥିଲେ। ଓଡ଼ିଶା ଲୋକେ ଦିଲ୍ଲୀରେ ବିଜେପି କାମକୁ ଦେଖି ଭୋଟ୍ ଦେଲେ।

ନିକଟରେ ଓଡ଼ିଶାବାସୀ ସଫଳତାର ସହ ବାଲିଯାତ୍ରା କରିଛନ୍ତି। ଶହେରୁ ଊର୍ଦ୍ଧ୍ବ ବର୍ଷ ହେଲା ଦେଶରେ ଡିଜିପି ସମ୍ମିଳନୀ ହେଉଛି। ମାତ୍ର ଓଡ଼ିଶାରେ ପ୍ରଥମ ଥର ପାଇଁ ଡିଜିପି ସମ୍ମିଳନୀ ହେଉଛି। ଡିସେମ୍ବର ୪ରେ ନୌସେନା ଦିବସ ଓଡ଼ିଶାରେ ପାଳନ ହେବ। ଜାନୁଆରୀରେ ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ପାଳନ ହେବ। ସାରା ବିଶ୍ବରୁ ଲୋକ ଭୁବନେଶ୍ବରକୁ ଆସିବେ।

ବିରୋଧୀଙ୍କୁ ଟାର୍ଗେଟ କରି ମୋଦି କହିଛନ୍ତି, ଆମେ ଆମ ଲୋକତନ୍ତ୍ରକୁ ସଶକ୍ତ କରିବା, ମିଥ୍ୟାବାଦୀଙ୍କୁ ଜବାବ ଦେବା। କ୍ଷମତା ପାଇଁ ଷଡଯନ୍ତ୍ର ଚାଲିଛି। କ୍ଷମତାରୁ ଦୂରେଇ ରହିବା ପରେ ଏଭଳି ମିଛ କହୁଛନ୍ତି। ଦେଶକୁ ଲୁଟୁଥିବା ବ୍ୟକ୍ତିଙ୍କୁ ଲୋକେ ଏବେ ଜବାବ ଦେଇଛନ୍ତି। କ୍ଷମତାରୁ ହଟିବା ପରେ ଲୋକଙ୍କୁ ମିଛ କଥା କହି ଭ୍ରମିତ କରୁଛନ୍ତି। ଦେଶ ବିରୋଧରେ କିଛି ବ୍ୟକ୍ତି ଷଡ଼ଯନ୍ତ୍ର କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ShareTweetSendShare

RelatedNews

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ
Latest News

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ
Latest News

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ପହଲଗାମ ପ୍ରସଙ୍ଗରେ କଂଗ୍ରେସ କଣ ନେବ ନିଷ୍ପତ୍ତି
Latest News

ପହଲଗାମ ପ୍ରସଙ୍ଗରେ କଂଗ୍ରେସ କଣ ନେବ ନିଷ୍ପତ୍ତି

APPର ବରିଷ୍ଠ ନେତା ଦୁର୍ଗେଶ ପାଠକଙ୍କ ଘରେ ସିବିଆଇ ଚଢାଉ
Latest News

APPର ବରିଷ୍ଠ ନେତା ଦୁର୍ଗେଶ ପାଠକଙ୍କ ଘରେ ସିବିଆଇ ଚଢାଉ

ନେତାଙ୍କୁ ନଡ୍ଡାଙ୍କ ଟିପ୍ସ
ରାଜନୀତି

ନେତାଙ୍କୁ ନଡ୍ଡାଙ୍କ ଟିପ୍ସ

Latest News

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.