Saturday, May 10, 2025
No Result
View All Result
Odisha 365

Latest News

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଅପରାଧ

ପନ୍ନୁର ଧମକପୂର୍ଣ୍ଣ ଇ-ମେଲକୁ ନେଇ ତଦନ୍ତ ଆରମ୍ଭ

Ramesh Parida by Ramesh Parida
Nov 30, 2024, 06:29 pm GMT+0530
FacebookTwitterWhatsAppTelegram

ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ ଦେଇଥିବା ଧମକପୂର୍ଣ୍ଣ ର ତଦନ୍ତ ଚାଲିଛି । ସେ  ମେସେଜରେ ଓଡ଼ିଆରେ ଥମ୍ବନେଲ୍ ଦେଇଥିଲା । ଏହା କିପରି ସେ କଲା ତାକୁ ନେଇ ତଦନ୍ତ ଚାଲିଛି । କ୍ରାଇମବ୍ରାଞ୍ଚ ସାଇବର ସେଲ ପକ୍ଷରୁ ଏନେଇ ଅଧିକ ତଦନ୍ତ ପରେ କୁହାଯାଇପାରିବ ବୋଲି କୁହାଯାଇଛି । ଆତଙ୍କୀ ପନ୍ନୁ ଏହି ମେଲ୍ ପଠାଇଛି ନାଁ ଏହା ପଛରେ କିଏ ? କେଉଁଠୁ ମେଲଟି ଆସିଛି ? ଆଇପି ଆଡ୍ରେସ ନେଇ ଯାଞ୍ଚ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ।

ଓଡ଼ିଶାଗସ୍ତରେ ମୋଦି ଅଛନ୍ତି । ଡିଜିପି, ଆଇଜି ସମ୍ମିଳନୀ ଚାଲିଛି । ଏହାରି ଭିତରେ ଧମକପୂର୍ଣ୍ଣ ଇ-ମେଲ ଘଟଣା ଆସିଛି । ଏହାର  ଯାଞ୍ଚ କରିଛି କ୍ରାଇମବ୍ରାଞ୍ଚ ସାଇବର ସେଲ।

ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କ ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ମେଲ୍‌ର ତଦନ୍ତ କରୁଛି ।  ଓଡ଼ିଆ ଓ ଇଂଲିଶରେ ଆସିଥିବା ଦୁଇଟି ମେଲ୍‌କୁ ନିରୀକ୍ଷଣ କରିଛି କ୍ରାଇମବ୍ରାଞ୍ଚ ଟିମ୍।

ଆଜି ସକାଳ ୯ଟା ୪ ମିନିଟ୍‌ରେ ଆତଙ୍କୀ ପନ୍ନୁ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ଏକ ଧମକପୂର୍ଣ୍ଣ ମେଲ ପଠାଇଥିଲା। ଏହି ମେଲଟି ଦେଖିବା ପରେ ଅକ୍ଷୟ କମିଶନରେଟ ପୁଲିସକୁ ଜଣାଇଥିଲେ।

ଆତଙ୍କୀ ପନ୍ନୁ ପାଇଁ ଓଡ଼ିଶାରେ କିଏ କରୁଛି କାମ?, ପନ୍ନୁ ନାଁରେ ଆସିଥିବା ଇମେଲ୍ ପ୍ରକୃତରେ ସେ ପଠାଇଛି ନା ଆଉ କିଏ ପଠାଇଛି ? ରାଜ୍ୟରେ ଖଲିସ୍ତାନୀ ଆତଙ୍କୀଙ୍କ ସ୍ଲିପର ସେଲ ଚାଲିଛି କି?

ମେଲଟି କେଉଁଠି ଆସିଥିଲା, କ’ଣ ତାହା ଡିଟେଲ୍ସ ଜାଣିବା ପାଇଁ ଦେଖିବାକୁ ଆସିଥିଲୁ। ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ପରେ ମେଲଟି କେଉଁଠ ଆସିଥିଲା, ତାହା ଜଣାପଡ଼ିବ।

ShareTweetSendShare

RelatedNews

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

Latest News

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.