Monday, June 2, 2025
No Result
View All Result
Odisha 365

Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home କ୍ରୀଡା

ବିବାହ ବନ୍ଧନରେ ବାନ୍ଧିହେବେ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ

Ramesh Parida by Ramesh Parida
Dec 4, 2024, 03:09 pm GMT+0530
FacebookTwitterWhatsAppTelegram

ବିବାହ କରିବେ ଭାରତର ପ୍ରସିଦ୍ଧ ବ୍ୟାଡମିଣ୍ଟନ ଖେଳାଳି ତଥା ଦୁଇଥର ଅଲିମ୍ପିକ ପଦକ ବିଜେତା ପିଭି ସିନ୍ଧୁ। ଚଳିତ ମାସରେ ହେବ ଦୁହିଁଙ୍କ ବିବାହ। ଡିସେମ୍ବର ୨୨ରେ ରାଜସ୍ଥାନର ଉଦୟପୁରରେ ବିବାହ ହେବ ବୋଲି ଜଣାପଡ଼ିଛି। ସିନ୍ଧୁଙ୍କ ଭାବିସ୍ୱାମୀ ଭେଙ୍କଟ ଦତ୍ତା ସାଇ ଜଣେ ବରିଷ୍ଠ ଆଇଟି ପ୍ରଫେସନାଲ ଏବଂ ପୋଜିଡେକ୍ସ ଟେକ୍ନୋଲୋଜିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ। ପିଭି ସିନ୍ଧୁଙ୍କ ପିତା ପିଭି ରମନା କହିଛନ୍ତି ଯେ ଉଭୟ ପରିବାର ପରସ୍ପରକୁ ପୂର୍ବରୁ ଜାଣିଥିଲେ, କିନ୍ତୁ ବିବାହ ଏକ ମାସ ପୂର୍ବରୁ ସ୍ଥିର ହୋଇଥିଲା। ସିନ୍ଧୁ ଜାନୁଆରିରୁ ବ୍ୟାଡମିଣ୍ଟନ ପାଇଁ ବହୁତ ବ୍ୟସ୍ତ ରହିବେ। ତେଣୁ ଡିସେମ୍ବର ବିବାହ ପାଇଁ ସର୍ବୋତ୍ତମ ସମୟ ହୋଇଥିବାରୁ ଆମେ ଏହି ମାସରେ ବିବାହ କରାଇବାକୁ ସ୍ଥିର କଲୁ। ବିବାହ ଉଦୟପୁରରେ ୨୨ ଡିସେମ୍ବରରେ ହେବା ସହ ୨୪ଡିସେମ୍ବରରେ ହାଇଦ୍ରାବାଦରେ ବିବାହ ଭୋଜି ଦିଆଯିବ। ଏହା ପରେ ସିନ୍ଧୁ ନିଜ ଅଭ୍ୟାସ‌ରେ ଲାଗିପଡ଼ିବେ। କାରଣ ପରବର୍ତ୍ତୀ ସିଜିନ ତାଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ |

ଭେଙ୍କଟ ଦତ୍ତା ସାଇ ପୋଜିଡେକ୍ସ ଟେକ୍ନୋଲୋଜିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅଟନ୍ତି। ତାଙ୍କ ପିତା ଜି.ଟି. ଭେଙ୍କଟେଶ୍ବରା ରାଓ ଏହି କମ୍ପାନିର ପରିଚାଳନା ନିର୍ଦ୍ଦେଶକ ଭାବେ କାମ କରୁଛନ୍ତି। ପୂର୍ବରୁ ସେ ଭାରତୀୟ ରାଜସ୍ୱ ସେବା (ଆଇଆରଏସ)ରେ ଜଣେ ଅଧିକାରୀ ଭାବରେ କାର୍ଯ୍ୟ କରୁଥିଲେ। ଗତ ମାସରେ ପିଭି ସିନ୍ଧୁ ଏହି କମ୍ପାନିର ନୂତନ ଲୋଗୋ ଲଞ୍ଚ କରିଥିବା ଦେଖାଯାଇଥିଲା।

Tags: INDIAnewspv sindhusports
ShareTweetSendShare

RelatedNews

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା
Latest News

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ
Latest News

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା: ଯୁବପୀଢ଼ିଙ୍କ ପାଇଁ  ସ୍ବାବଲମ୍ବନର ନୂତନ ଅଧ୍ୟାୟ
Latest News

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା: ଯୁବପୀଢ଼ିଙ୍କ ପାଇଁ ସ୍ବାବଲମ୍ବନର ନୂତନ ଅଧ୍ୟାୟ

Latest News

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.