Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡନାଭିସ୍‌

Ramesh Parida by Ramesh Parida
Dec 4, 2024, 05:57 pm GMT+0530
FacebookTwitterWhatsAppTelegram

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ଦେବେନ୍ଦ୍ର ଫଡନାଭିସ୍‌। ସେ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ବୁଧବାର ଦିନ ବିଜେପିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସହମତି ପ୍ରକାଶ ପାଇବା ପରେ ଫଡନାଭିସ୍‌ଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ବଛାଯାଇଛି। ତେବେ ଶିବସେନା ମୁଖ୍ୟ ଏକନାଥ ସିନ୍ଦେ ଏନସିପିର ଅଜିତ ପାୱାରଙ୍କ ସହ ଉପମୁଖ୍ୟମନ୍ତ୍ରୀ ହେବାର ସମ୍ଭାବନା ରହିଛି।

ବିଜେପି ଓ ମହାୟୁତି ବିଧାୟକ ଦଳ ବୈଠକ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ବିଜୟ ରୁପାନୀ ମୁମ୍ବାଇରେ ପହଞ୍ଚିଥିଲେ। ଏକନାଥ ସିନ୍ଦେ ଉପମୁଖ୍ୟମନ୍ତ୍ରୀ ପାଇଁ ରାଜି ହୋଇଥିବା କୁହାଯାଉଛି । ଏବେ ଚର୍ଚ୍ଚା ହେଉଛି ଯେ  ବିଜେପିକୁ ୨୧ରୁ ୨୨ ଓ ଶିବସେନାକୁ ୧୨ଟି ମନ୍ତ୍ରୀ ପଦ ମିଳିପାରେ । ସେହିପରି ଏନସିପିକୁ ୯ରୁ ୧୦ଟି ମନ୍ତ୍ରୀ ପଦ ମିଳିପାରେ । ମହାରାଷ୍ଟ୍ରରେ ଶପଥ ସମାରୋହ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଆସନ୍ତାକାଲି ଶପଥ ସମାରୋହ ଅନୁଷ୍ଠିତ ହେବ। କେବଳ ମୁଖ୍ୟମନ୍ତ୍ରୀ ଓ ତାଙ୍କର ଦୁଇ ଉପମୁଖ୍ୟମନ୍ତ୍ରୀ ଶପଥ ନେବେ ।

ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ପାଇଁ ମୁମ୍ବାଇର ଆଜାଦ ମଇଦାନରେ ଜୋରଦାର ପ୍ରସ୍ତୁତି ଚାଲିଛି। ଶପଥ ଗ୍ରହଣ କାର୍ଯ୍ୟକ୍ରମ ପରେ ବିଜେପି, ଶିବସେନା ଏବଂ ଏନ୍‌ସିପି ମଧ୍ୟରେ ବିଭାଗ ବଣ୍ଟନ ହେବ।  ଶିବସେନା ନେତା ସଂଜୟ ଶିରସତ କହିଛନ୍ତି, ମହାୟୁତି ମେଣ୍ଟରେ ସବୁକିଛି ଠିକ୍‌ ଅଛି ଏବଂ ଯୋଜନା ମୁତାବକ ଶପଥ ଗ୍ରହଣ ଉତ୍ସବ ହେବ।       ବି‌ଜେପିକୁ ଗୃହ ଏବଂ ରାଜସ୍ବ ସମେତ ୨୧-୨୨ ମନ୍ତ୍ରୀ ପଦ ମିଳିପାରେ।  ଶିବସେନାକୁ ସହରାଞ୍ଚଳ ବିକାଶ ସମେତ ୧୨ଟି ମନ୍ତ୍ରୀ ପଦ ମିଳିପାରେ।  ଅନ୍ୟପକ୍ଷେ ଏନ୍‌ସିପି ଦଳରୁ ୯ରୁ ୧୦ ଜଣ ମନ୍ତ୍ରୀ ହୋଇପାରନ୍ତି। ତେବେ ଏନ୍‌ସିପି ନେତା ଅଜିତ ପାୱାର ଆଜି ରାତିରେ କେତେକ ନୂଆ ଦାବି ରଖିଥିବା ଜଣାପଡ଼ିଛି। ଶିବସେନାକୁ ଯେତିକି ମନ୍ତ୍ରୀପଦ ମିଳିବ ତାଙ୍କ ଦଳକୁ ମଧ୍ୟ ସମାନ ପରିମାଣର ପଦ ଦେବାପାଇଁ ସେ ଦାବି କରିଛନ୍ତି।

Tags: BJPINDIAnewspolitics
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.