Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଆଜି ଇତିହାସ ରଚିବ ଇସ୍ରୋ , ଲଞ୍ଚ ହେବ ପ୍ରୋବା – 3 ସାଟେଲାଇଟ

Ramesh Parida by Ramesh Parida
Dec 5, 2024, 03:33 pm GMT+0530
FacebookTwitterWhatsAppTelegram

ବିଶ୍ବ ଦେଖିବ ଭାରତୀୟ ମହାକାଶ ଗବେଷଣା ସଂସ୍ଥାର ଦକ୍ଷତା । ଅପରାହ୍ନ ଶ୍ରୀହରିକୋଟା ସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁଲଞ୍ଚ ହେବ ୟୁରୋପୀୟ ସ୍ପେସ ଏଜେନ୍ସିର ପ୍ରୋବା – 3 ସାଟେଲାଇଟ  । ତ୍ରୁଟି ଯୋଗୁଁ ଗତକାଲି ଉତକ୍ଷେପଣ ସ୍ଥଗିତ ରଖାଯାଇଥିବା ବେଳେ ଆଜି 4 ଟା 12 ରେ ଏହାକୁ ଉତକ୍ଷେପଣ କରାଯିବ । ଭାରତର ସବୁଠୁ ଭସାଯୋଗ୍ୟ ପିଏସଏଲଭି ସି 59 ରକେଟ ଯୋଗେ ଏହି ସାଟେଲାଇଟକୁ ଲଞ୍ଚ କରାଯିବ । ସୁଚାରିପାରଖ ଖୁବ ଧୂଆଁଳିଆ ହୋଇଥିବାରୁ ଏହାକୁ ଖାଲି ଆଖିରେ ଦେଖିବା ଅସମ୍ଭବ  । ଏହା କେଉଁ ଉପାଦାନରେ ତିଆରି ହୋଇଛି ସାଟେଲାଇଟ୍‌ ମାଧ୍ୟମରେ ତାହା ଜାଣିବାକୁ ଚେଷ୍ଟା କରାଯାଉଛି । ସୂର୍ଯ୍ୟ ଚତୁଃପାର୍ଶ୍ୱରେ ଦୁଇ ପ୍ରକାର କୋରୋନା ଯଥା ହାଇ-କୋରୋନା ଓ ଲୋ-କୋରୋନା ରହିଛି ।  ଅନେକ ସାଟେଲାଇଟ୍‌ ଏହାର ଅଧ୍ୟୟନ କରୁଛନ୍ତି, କିନ୍ତୁ ଉଭୟ ପରସ୍ତ ମଧ୍ୟରେ ଥିବା କଳା ଅଂଶର ଅଧ୍ୟୟନ କରିବ ପ୍ରୋବା-୦୩ । ଏହା ସୌର ପବନ ଓ କୋରୋନାଲ ମାସ୍‌ ଇଜେକ୍ସନର ମଧ୍ୟ ଅଧ୍ୟୟନ କରିବ ।  ଏହି ସାଟେଲାଇଟ୍‌ ଯୋଗୁ ବୈଜ୍ଞାନିକମାନେ ମହାକାଶର ପାଣିପାଗ ଓ ପବନର ଅଧ୍ୟୟନ କରିପାରିବେ । ପ୍ରୋବା-୩କୁ ବିଶ୍ବର ପ୍ରଥମ ପ୍ରିସିସନ୍ ଫର୍ମେସନ୍ ଫ୍ଲାଇଂ ମିଶନ ବୋଲି କୁହାଯାଉଛି । ପ୍ରୋବା-୩ ସ୍ପେସକ୍ରାଫ୍ଟର ଦୁଇଟି ଅଂଶ ହେଉଛି- କରୋନାଗ୍ରାଫ୍ ଏବଂ ଅକଲ୍ଟର୍ । ଏହି ଦୁଇଟି ଅଂଶ ପରସ୍ପର ଠାରୁ ୧୫୦ ମିଟର ଦୂରତାରେ ନିଖୁଣ ସମନ୍ବୟ ରକ୍ଷା କରି ମହାକାଶରେ ବୁଲିବେ । ୩୧୦ କିଲୋ ଓଜନର କୋରୋନାଗ୍ରାଫ୍‌ ସ୍ପେସକ୍ରାଫ୍ଟ ସୂର୍ଯ୍ୟ ଆଡ଼କୁ ମୁହଁ କରି ରହିବ । ଏଥିରେ ଥିବା ଉପକରଣ ସୂର୍ଯ୍ୟର ବାହ୍ୟ ଓ ଆଭ୍ୟନ୍ତର କୋରୋନା ମଧ୍ୟରେ ଦୂରତାକୁ ଅଧ୍ୟୟନ କରିବ ।ଏହା ପୂର୍ବରୁ ୨୦୦୧ ରେ ପ୍ରୋବା-୧ ଓ ୨୦୦୯ ରେ ପ୍ରୋବା-୨ ଲଞ୍ଚ କରିଥିଲା ଇସ୍ରୋ ।

ମହାକାଶ ବିଜ୍ଞାନ କ୍ଷେତ୍ରରେ ପୁଣି ନୂଆ ଇତିହାସ ରଚିବ ଇସ୍ରୋ  । ଅପରାହ୍ନ୪ଟା ୧୨ରେ ଲଞ୍ଚ ହେବ ପ୍ରୋବା-୩ ସାଟେଲାଇଟ । ଶ୍ରୀହରିକୋଟା ସତୀଶ ଧାୱନ ମହାକାଶ କେନ୍ଦ୍ରରୁଲଞ୍ଚ କରାଯିବ  ।ପିଏସଏଲଭି-ସି୫୯  ରକେଟ ଯୋଗେ ଉତକ୍ଷେପଣ ହେବ । ସୂର୍ଯ୍ୟର କରୋନାବଳୟର ଅଧ୍ୟୟନ କରିବ ପ୍ରୋବା-୩ ସାଟେଲାଇଟ , ହାଇ-କୋରୋନା ଓ ଲୋ-କୋରୋନା ମଧ୍ୟରେ ଥିବା କଳା ଅଂଶର ଅଧ୍ୟୟନ କରିବ ,ସୌର ପବନ ଓ କୋରୋନାଲ ମାସ୍‌ ଇଜେକ୍ସନର ମଧ୍ୟ ଅଧ୍ୟୟନ କରିବ ପ୍ରୋବା-୩ ସ୍ପେସକ୍ରାଫ୍ଟର ଦୁଇଟି ଅଂଶ ରହିଛି , ସାଟେଲାଇଟର ଓଜନ ରହିଛି ୩୧୦ କିଲୋଗ୍ରାମ ୨୦୦୧ରେ ପ୍ରୋବା-୧ ଓ ୨୦୦୯ରେ ପ୍ରୋବା-୨ ଲଞ୍ଚ କରିଥିଲା ଇସ୍ରୋ ।

 

Tags: INDIAnewsodisha
ShareTweetSendShare

RelatedNews

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍

ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ
Latest News

ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ

ସୁନିତା ୱିଲିୟମ୍ସଙ୍କ ଘରକୁ ଫେରିବେ: ଚାରିଆଡୁ ମକ୍ସଙ୍କୁ ମିଳୁଛି ଶୁଭେଚ୍ଛା
Latest News

ସୁନିତା ୱିଲିୟମ୍ସଙ୍କ ଘରକୁ ଫେରିବେ: ଚାରିଆଡୁ ମକ୍ସଙ୍କୁ ମିଳୁଛି ଶୁଭେଚ୍ଛା

ନିରାକାରପୁର ପୂରାତନ କ୍ଷେତ୍ରବାସୀ ଡିଏଭି କଲେଜର ସର୍ବାଙ୍ଗୀନ ବିକାଶ ଜରୁରୀ
Latest News

ନିରାକାରପୁର ପୂରାତନ କ୍ଷେତ୍ରବାସୀ ଡିଏଭି କଲେଜର ସର୍ବାଙ୍ଗୀନ ବିକାଶ ଜରୁରୀ

ଗୁଗୁଲ ମ୍ୟାପ ନେଲା  ଷ୍ଟେସନ ମାଷ୍ଟରକଙ୍କ ଜୀବନ
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଗୁଗୁଲ ମ୍ୟାପ ନେଲା ଷ୍ଟେସନ ମାଷ୍ଟରକଙ୍କ ଜୀବନ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.