Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜାତୀୟ

ବାଙ୍ଗିରିପୋଷିରେ 3 ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି

Ramesh Parida by Ramesh Parida
Dec 7, 2024, 02:38 pm GMT+0530
FacebookTwitterWhatsAppTelegram

ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଆଜି ମୟୁରଭଞ୍ଜ ବାଙ୍ଗିରିପୋଷିରେ 3 ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ସେ ବାଙ୍ଗିରିପୋଷି ଗୋହୁମହିଷାଣି ବୁଡ଼ାମରା ନ୍ୟୁ ଜାମଶୋଳା ପ୍ରକଳ୍ପ ବାଦାମପାହାଡ଼ – କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହା ଖଣିବହୁଳ ଅନ୍ନୁନ୍ନତ ଅଞ୍ଚଳରେ ଶିଳ୍ପ ପର୍ଟ୍ୟଟନର ଅଭିବୃଦ୍ଧି ଘଟାଇବ ବୋଲି ଆଶା କରାଯାଉଛି ।

ବାଙ୍ଗିରିପୋଷିରେ ରେଳ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରପତି କହିଛନ୍ତି ଏହି 3 ଟି ରେଳ ପ୍ରକଳ୍ପ ଧାର୍ଯ୍ୟ ସମୟରେ ଶେଷ ହେବା ନେଇ ମୁଁ ଆଶାୟୀ । ଏହା ଦ୍ବାରା ବାଙ୍ଗିରିପୋଷି ରାଇରଙ୍ଗପୁର ସମେତ ମୟୁରଭଞ୍ଜରେ ଯୋଗାଯୋଗ ପାଇବାର ଆଶା ରହିଛି ।

ରାଷ୍ଟ୍ରପତି କହିଛନ୍ତି କେନ୍ଦ୍ର ସରକାରଙ୍କର ପୂର୍ବୋଦୟ ପରିକଳ୍ପନାର ସୁଫଳ ଏବେ ଓଡ଼ିଶାକୁ ମିଳୁଛି । ଜନଜାତିର ସୁବିଧା ପାଇଁ କେନ୍ଦ୍ର ସରକାର ଅନେକ ଯୋଜନା ଆଣିଛନ୍ତି । 90 ରୁ ଅଧିକ ବନଜାତ ଦ୍ରବ୍ୟ ପାଇଁ ଏମଏସପି ବ୍ୟବସ୍ଥା ହୋଇଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନମନ ଯୋଜନାରେ ଜନଜାତି ଫାଇଦା ପାଉଛନ୍ତି । ଏଇ ମାଟିର ଝିଅ ଭାବେ ମୁଁ ନିଜକୁ ଗୌରବାନ୍ବିତ ମନେ କରୁଛି । ଆପଣମାନଙ୍କ ଆଶୀର୍ବାଦ ପାଇଁ ମୁଁ ଦେଶର ଏହି ପଦବୀରେ ପହଞ୍ଚି ପାରିଛି ।

ଏଠାକାର ଗଳିକନ୍ଦିକୁ ଚିହ୍ନିଛି  ଏବଂ ଗୁଣ୍ଡୁଚି ମୂଷା ଭାବେ କାର୍ଯ୍ୟ କରି ଚାଲିଛି । ଯେଉଁଠି ରହିଥିଲେ ମଧ୍ୟ ଏହି ଅଞ୍ଚଳର ବିକାଶ କାର୍ଯ୍ୟ କରି ଚାଲିବି ବୋଲି ରାଷ୍ଟ୍ରପତି କହିଛନ୍ତି ।

 

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.