Monday, June 2, 2025
No Result
View All Result
Odisha 365

Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଆମ ଆଦମୀ ପାର୍ଟି ଆଗାମୀ ନିର୍ବାଚନରେ କଂଗ୍ରେସ ସହ ମେଣ୍ଟ କରିବ ନାହିଁ

Ramesh Parida by Ramesh Parida
Dec 11, 2024, 03:25 pm GMT+0530
FacebookTwitterWhatsAppTelegram

ମଙ୍ଗଳବାର ଦିନ ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ପୁଣି ଥରେ ଦୋହରାଇଛନ୍ତି ଯେ ତାଙ୍କ ଦଳ ଆଗାମୀ ଦିଲ୍ଲୀ ବିଧାନସଭା ନିର୍ବାଚନରେ ଏକାକୀ ପ୍ରତିଦ୍ବନ୍ଦ୍ବିତା କରିବା ଏହା ସହିତ ସେ କଂଗ୍ରେସ ସହ ସମ୍ଭାବ୍ୟ ମେଣ୍ଟ ସମ୍ପର୍କରେ ଥିବା କଳ୍ପନା ଖଣ୍ଡନ କରି କହିଛନ୍ତି କି ତାଙ୍କ ଦଳ କୌଣସି ବି ମତେ ଆଗାମୀ ନିର୍ବାଚନରେ କଂଗ୍ରେସ ସହ ମେଣ୍ଟ କରିବ ନାହିଁ ।

କେଜ୍ରିଓ୍ବାଲ ପୂର୍ବରୁ ଏକ୍ସରେ ଏକ ପୋଷ୍ଟ କରି କହିଛନ୍ତି ଯେ ଆମ ଆଦମୀ ପାର୍ଟି ଦିଲ୍ଲୀରେ ନିଜର ଶକ୍ତି ଅନୁସାରେ ଏହି ନିର୍ବାଚନ ଏଢିବା କଂଗ୍ରେସ ସହ କୌଣସି ମେଣ୍ଟ ହେବାର ସମ୍ଭାବନା ନାହିଁ । କେଜ୍ରିଓ୍ବାଲଙ୍କ ବିବୃତିରେ  ଦର୍ଶାଯାଇଛି ଯେ ଦିଲ୍ଲୀ ନିର୍ବାଚନ ପାଇଁ କଂଗ୍ରେସ ସହ ଆସନ ବାଣ୍ଟିବାର ବୁଝାମଣା ଶେଷ ପର୍ଯ୍ୟାୟରେ ରହିଛି ।

ଚଳିତ ମାସ ଆରମ୍ଭରେ କେଜ୍ରିୱାଲ ସ୍ପଷ୍ଟ ଭାବରେ କହିଥିଲେ ଯେ ଦଳ କ୍ରମାଗତ ତୃତୀୟ ଥର ପାଇଁ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ କାହା ସହ ମେଣ୍ଟ କରିବ ନାହିଁ। ୨୦୧୫ ମସିହାରୁ ଦିଲ୍ଲୀରେ ଆପ୍‌ କ୍ଷମତାରେ ଅଛି। ଆଗକୁ ମଧ୍ୟ ଏକାକୀ ଲଢ଼ି ବିଜେପିର ଉଦ୍ୟମ ବିରୋଧରେ ଶାସକ ଦଳର ଶାସନ ପ୍ରମାଣପତ୍ର ପରୀକ୍ଷା କରିବ। ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ, ସହର-ରାଜ୍ୟରେ ଏହାର ପ୍ରଭାବ ବିସ୍ତାର କରିବାକୁ ବିଜେପିର ଉଦ୍ୟମ ବିରୁଦ୍ଧରେ ଶାସକ ଦଳର ଶାସନ ପ୍ରମାଣପତ୍ର ପରୀକ୍ଷା କରିବ। ୨୬ଟି ବିରୋଧୀ ଦଳର ମିଳିତ ମଞ୍ଚର ଇଣ୍ଡିଆ ବ୍ଲକ୍‌ ରାଜଧାନୀରେ ବିଜେପି ବିରୋଧୀ ଭୋଟ୍ ଏକତ୍ର କରିବାକୁ ଆଶା ରଖିଥିଲା, କିନ୍ତୁ କେଜ୍ରିୱାଲଙ୍କ ଆଭିମୁଖ୍ୟ ସବୁ କିଛି ଓଲଟ ପାଲଟ କରିଦେଇଛି।

Tags: INDIAnewsodisha
ShareTweetSendShare

RelatedNews

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା
Latest News

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ
Latest News

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା: ଯୁବପୀଢ଼ିଙ୍କ ପାଇଁ  ସ୍ବାବଲମ୍ବନର ନୂତନ ଅଧ୍ୟାୟ
Latest News

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା: ଯୁବପୀଢ଼ିଙ୍କ ପାଇଁ ସ୍ବାବଲମ୍ବନର ନୂତନ ଅଧ୍ୟାୟ

Latest News

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.