Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜାତୀୟ

ଅନାସ୍ଥା ନୋଟିସ ନେଇ ପ୍ରବଳ ହଟ୍ଟଗୋଳ ,ରାଜ୍ୟସଭା ମୁଲତବୀ

Ramesh Parida by Ramesh Parida
Dec 12, 2024, 10:10 am GMT+0530
FacebookTwitterWhatsAppTelegram

ନୂଆଦିଲ୍ଲୀ  ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ନୋଟିସ ନେଇ ଆଜି ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଛି । ପୂର୍ବାହ୍ନ 11 ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ଲଗାତାର ହଙ୍ଗାମା ଯୋଗୁଁ ଗୃହକୁ ମୁଲତବୀ ରଖାଯାଇଥିଲା । କେନ୍ଦ୍ରମନ୍ତ୍ରୀ କିରେନ ରିଜିକୁ ଏନେଇ ବିରୋଧୀ ଦଳମାନଙ୍କୁ କଡ଼ା ସମାଲୋଚନା କରିଛନ୍ତି । ବିରୋଧୀ ଦଳ ନେତାମାନେ ଉପରାଷ୍ଟ୍ରପତିଙ୍କ ବିରୋଧରେ ଭିତ୍ତିହୀନ ଅଭିଯୋଗ ଆଣି କେବଳ ଅନର୍ଥ ସୃଷ୍ଟି କରିବା ଏବଂ ଗୃହକାର୍ଯ୍ୟ କରାଇ ନଦେବାକୁ ଯୋଜନା କରିଛନ୍ତି ବୋଲି ରିଜିକୁ କହିଛନ୍ତି । ଏଥିସହ ବିଲିୟେୟାର ନିବେଶକ ଜର୍ଜ ସୋରେସଙ୍କ ସହ କଂଗ୍ରେସର କଣ ସମ୍ପୂକ୍ତି ରହିଛି ବୋଲି ସେ ପ୍ରଶ୍ନ କରିଛନ୍ତି । ରିଜିକୁ କହିଛନ୍ତି 72 ବର୍ଷ ମଧ୍ୟରେ ଜଣେ କୃଷକଙ୍କ ପୁଅ ଉପରାଷ୍ଟ୍ରପତି ହେଲେ । ସେ ସଂସଦ ଏବଂ ସମ୍ବିଧାନର ସମ୍ମାନ ରକ୍ଷା କରିଛନ୍ତି । ସାରା ଭାରତ ଦେଖୁଛି ଉପରାଷ୍ଟ୍ରପତି କିଭଳି ସଂସଦର ସମ୍ମାନ ରକ୍ଷା କରିଛନ୍ତି ।

ଆପଣମାନେ (ବିରୋଧୀ ଦଳ ସାଂସଦ) କେବଳ ଉପରାଷ୍ଟ୍ରପତିଙ୍କ ବିରୋଧରେ ଭିତ୍ତିହୀନ ଅଭିଯୋଗ କରୁଛନ୍ତି। ଯଦି ଆପଣମାନେ ଆସନକୁ ସମ୍ମାନ ଦେଇପାରୁନାହାନ୍ତି ତେବେ ଆପଣମାନଙ୍କର ସଂସଦ ସଦସ୍ୟ ହେବାର ଯୋଗ୍ୟତା ନାହିଁ। ରିଜିଜୁ କହିଛନ୍ତି, ଆମେ କେବଳ ସୋନିଆ ଗାନ୍ଧୀଙ୍କର ସୋରୋସଙ୍କ ସହ ସମ୍ପୃକ୍ତି ଥିବା କଥା କହୁନୁ,  ଅନ୍ତର୍ଜାତୀୟ ଗଣମାଧ୍ୟମ ମଧ୍ୟ ଏକଥା କହୁଛି। ଦେଶ ବିରୋଧରେ ଯିଏ କାର୍ଯ୍ୟ କରୁଛି ତା’ ସହ ସମ୍ପୃକ୍ତି ପାଇଁ ଆପଣମାନଙ୍କୁ ଲଜ୍ଜା ଲାଗିବା ଉଚିତ।‌ ସୋରୋସ ଭଳି ଆପଣ ମଧ୍ୟ ସମାନ ଭାଷା ବ୍ୟବହାର କରୁଛନ୍ତି। ଭାରତ ବିରୋଧୀ ଗୋଷ୍ଠୀ ସହ କାର୍ଯ୍ୟ କରୁଛନ୍ତି।  ମନ୍ତ୍ରୀ ରିଜିଜୁ କହିଛନ୍ତି, କଂଗ୍ରେସ କ୍ଷମା ମାଗିବା ଉଚିତ। ସୋରୋସ ଏବଂ କଂଗ୍ରେସ ମଧ୍ୟରେ ସମ୍ପର୍କ କ’ଣ । ଯଦି ଆପଣମାନେ ଉପରାଷ୍ଟ୍ରପତି  ପଦବି ଉପରେ ଆକ୍ରମଣ କରିବେ ଆମେ ଏହାକୁ ସୁରକ୍ଷା ଦେବୁ।  ଆପଣମାନଙ୍କୁ ଆମେ ସଫଳ ହେବାକୁ ଦେବୁନି। ଆପଣମାନେ ଗଣତନ୍ତ୍ରର ହତ୍ୟା କରିଛନ୍ତି ବୋଲି ରିଜିଜୁ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ରାଜ୍ୟସଭାରେ ଗୃହକାର୍ଯ୍ୟ ଆରମ୍ଭ ହେଉ ହେଉ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ବିରୋଧୀଙ୍କ ଉପରେ ବର୍ଷିଥିଲେ।  ଫଳରେ ଜୋରଦାର ହୋହଲ୍ଲା ହୋଇଥିଲା ଏବଂ ଗୃହ ଅପରାହ୍ନ ପର୍ଯ୍ୟନ୍ତ  ମୁଲତବୀ ରଖାଯାଇଥିଲା।  ପୁଣିଥରେ ଗୃହକାର୍ଯ୍ୟ ଆରମ୍ଭ ହେବାପରେ  ମଧ୍ୟ ସମାନ ସ୍ଥିତି ଲାଗି ରହିବାରୁ କୌଣସି କାର୍ଯ୍ୟ ହୋଇପାରି ନଥିଲା।

 

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.