Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜାତୀୟ

ଜରୁରିକାଳୀନ ପରିସ୍ଥିତି ଲାଗୁକୁ ନେଇ କଂଗ୍ରେସକୁ ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Ramesh Parida by Ramesh Parida
Dec 15, 2024, 10:34 am GMT+0530
FacebookTwitterWhatsAppTelegram

୧୯୭୫ରେ ଜରୁରିକାଳୀନ ପରିସ୍ଥିତି ଲାଗୁକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସକୁ ସମାଲୋଚନା କରିଛନ୍ତି। ୨୫ ବର୍ଷ ପୂରିବା ବେଳେ ସମ୍ବିଧାନକୁ ଭାଙ୍ଗି ଦିଆଯାଇଥିଲା। ଜରୁରିକାଳୀନ ପରିସ୍ଥିତି ଲାଗୁ କରାଯାଇଥିଲା, ସମସ୍ତ ସାମ୍ବିଧାନିକ ଅଧିକାର ଛଡ଼ାଇ ନିଆଯାଇଥିଲା ଏବଂ ଦେଶକୁ ଜେଲରେ ପରିଣତ କରାଯାଇଥିଲା ବୋଲି ମୋଦୀ ଲୋକସଭାରେ ସମ୍ବିଧାନ ଗ୍ରହଣର ୭୫ ବର୍ଷ ପୂର୍ତ୍ତି ଉପରେ ଦୁଇଦିନିଆ ବିତର୍କରେ ଭାଗ ନେଇ କହିଛନ୍ତି।
ଦେଶରେ ଜରୁରିକାଳୀନ ସ୍ଥିତି ଲାଗୁ କରି ନାଗରିକଙ୍କ ସମସ୍ତ ଅଧିକାର ଛଡ଼ାଇ ନିଆଯାଇଥିଲା ଏବଂ ଗଣମାଧ୍ୟମ ଉପରେ କଟକଣା ଲଗାଯାଇଥିଲା। ଏହି ଦାଗକୁ କଂଗ୍ରେସ କେବେ ବି ଲିଭାଇପାରିବ ନାହିଁ। ଗାନ୍ଧୀ ପରିବାରକୁ ଟାର୍ଗେଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେମାନେ ସମ୍ବିଧାନକୁ ଆଘାତ ଦେବାରେ କୌଣସି ସୁଯୋଗ ହାତଛଡ଼ା କରିନାହାନ୍ତି। ଗୋଟିଏ କଂଗ୍ରେସ ପରିବାର ନିରବଚ୍ଛିନ୍ନ ଭାବେ ଭୁଲ୍‌ ଚିନ୍ତାଧାରା, ଭୁଲ୍‌ କାର୍ଯ୍ୟ ଓ ଭୁଲ୍‌ ନୀତି ଆପଣାଇଛି। ଗାନ୍ଧୀ ପରିବାରର ପ୍ରତ୍ୟେକ ପିଢ଼ି ସମ୍ବିଧାନକୁ ଆକ୍ରମଣ କରିଛନ୍ତି। ସମ୍ବିଧାନ ପରିବର୍ତ୍ତନର ମଞ୍ଜି ଜବାହରଲାଲ ନେହରୁ ବୁଣିଥିଲେ।

ଇନ୍ଦିରା ଗାନ୍ଧୀ ତାହାକୁ ଅନୁସରଣ କରିଥିଲେ। ଇନ୍ଦିରା ନ୍ୟାୟପାଳିକାର ଡେଣା କାଟି ଦେଇଥିଲେ। ଏପରିକି ରାଜୀବ ଗାନ୍ଧୀ ପ୍ରଧାନମନ୍ତ୍ରୀ ହେବା ପରେ ସମ୍ବିଧାନ ଉପରେ ଆକ୍ରମଣ ଅବ୍ୟାହତ ରଖିଥିଲେ। ଶାହା ବାନୋ ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ରାୟକୁ ଅକାମୀ କରିବା ପାଇଁ ସମ୍ବିଧାନ ଉପରେ ଆକ୍ରମଣ କରିଥିଲେ। ଉପା ସରକାର ଅମଳରେ ମନମୋହନ ସିଂହ ପ୍ରଧାନମନ୍ତ୍ରୀ ଥିବା ସମୟରେ ଜାତୀୟ ଉପଦେଷ୍ଟା ପରିଷଦକୁ ପ୍ରଧାନମନ୍ତ୍ରୀଙ୍କ ଉପରେ ରଖାଯାଇଥିଲା। ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଏହାର ଅଧ୍ୟକ୍ଷ ଥିବାରୁ ପ୍ରଧାନମନ୍ତ୍ରୀଙ୍କ ଉପରେ ଏହି ଅଣସାମ୍ବିଧାନିକ ସଂସ୍ଥାକୁ ଲଦି ଦିଆଯାଇଥିଲା। ରାହୁଲ ଗାନ୍ଧୀଙ୍କ ନାମ ନନେଇ ପ୍ରଧାନମନ୍ତ୍ରୀ କହିଥିଲେ ଜଣେ ଉଦ୍ଧତ ନେତା କ୍ୟାବିନେଟ୍ ନିଷ୍ପତ୍ତିକୁ ଚିରି ଦେଇଥିଲେ। କଂଗ୍ରେସ ଶାସନର ୬୦ ବର୍ଷରେ ସମ୍ବିଧାନକୁ ୭୫ ଥର ବଦଳାଯାଇଛି ବୋଲି‌ ମୋଦୀ କହିଛନ୍ତି।

ମୋଦୀ କହିଥିଲେ, ଭାରତର ଗଣତନ୍ତ୍ର, ଗଣତାନ୍ତ୍ରିକ ଅତୀତ ଅତ୍ୟନ୍ତ ସମୃଦ୍ଧ। ସେଥିପାଇଁ ଆଜି ଭାରତ ଗଣତନ୍ତ୍ରର ଜନନୀ ଭାବରେ ପରିଚିତ। ଆମେ କେବଳ ଏକ ବୃହତ୍ ଗଣତନ୍ତ୍ର ନୁହେଁ ବରଂ ଗଣତନ୍ତ୍ରର ମା’ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେ ସମ୍ବିଧାନ ନିର୍ମାତାଙ୍କୁ ପ୍ରଶଂସା କରି କହିଛନ୍ତି ଯେ ସେମାନେ ଦେଶର ମହାନ ପରମ୍ପରା, ସଂସ୍କୃତି ଓ ମହାନ ଐତିହ୍ୟରେ ବିଶ୍ୱାସ କରୁଥିଲେ। ସମ୍ବିଧାନ ଦ୍ୱାରା ମହିଳାମାନଙ୍କୁ ମତଦାନ ଅଧିକାର ଦିଆଯାଇଛି ବୋଲି ମୋଦୀ ଉଲ୍ଲେଖ କରି କହିଛନ୍ତି ଯେ ଦେଶ ଏବେ ମହିଳାଙ୍କ ନେତୃତ୍ୱାଧୀନ ବିକାଶ ଦେଖୁଛି। ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ପ୍ରଧାନମନ୍ତ୍ରୀ ୧୧ଟି ସଂକଳ୍ପର ଅବତାରଣା କରିଛନ୍ତି। ସେଗୁଡ଼ିକ ମଧ୍ୟରେ ରହିଛି ଉଭୟ ସରକାର ଏବଂ ନାଗରିକ ସେମାନଙ୍କ ଦାୟିତ୍ବ ଠିକ୍ ଭାବେ ପାଳନ କରିବା, ସବୁ ଅଞ୍ଚଳ ଏବଂ ସବୁ ସମାଜର ବିକାଶକୁ ଅଗ୍ରାଧିକାର ଦେବା (ସବ୍‌କା ସାଥ୍‌ ସବ୍‌କା ବିକାଶ, ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା) ଆଦି

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.