Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ବ୍ୟବସାୟ

ମୁଣ୍ଡପିଛା ଆୟରେ ଓଡ଼ିଶା 15 ତମ ସ୍ଥାନରେ ରହିଛି

Ramesh Parida by Ramesh Parida
Dec 16, 2024, 03:37 pm GMT+0530
FacebookTwitterWhatsAppTelegram

ଦେଶରେ ମୁଣ୍ଡପିଛା ଆୟ 2019 – 20 ତୁଳନାରେ 41 ପ୍ରତିଶତ ବୃଦ୍ଧି ପାଇଁ  2023 – 24 ରେ 2,11,725ଟଙ୍କା ହୋଇଛି । ଏହାର ପ୍ରଭାବରେ ବିଭିନ୍ନ ରାଜ୍ୟରେ ମୁଣ୍ଡପିଛା ଆୟ ମଧ୍ୟ ବଢିଛି । କିଛି ରାଜ୍ୟ ଏ କ୍ଷେତ୍ରରେ ଚମତ୍କାର ପ୍ରଦର୍ଶନ କରିଛନ୍ତି । ମୁଣ୍ଡପିଛା ଆାୟ ବଢାଇବାରେ ସବୁ ରାଜ୍ୟକୁ ପଛରେ ପକାଇ ଦେଇଛି ଛୋଟ ରାଜ୍ୟ ସିକିମ । ତାହାର ମୁଣ୍ଡପିଛା ଆାୟ 7 ଲକ୍ଷ 7 ହଜାର 281 ଟଙ୍କା ରହିଛି । ତାଲିକାର ଦ୍ବିତୀୟ ସ୍ଥାନରେ ଥିବା ତେଲେଙ୍ଗାନାରେ ମୁଣ୍ଡପିଛା ଆୟ ସିକିମ ତଳୁନାରେ ପାଖାପାଖି ଅଧା କମ । ମୁଣ୍ଡପିଛା ଆୟ କ୍ଷେତ୍ରରେ 1,83 767 ଟଙ୍କା ସହ ଓଡ଼ିଶା 15 ତମ ସ୍ଥାନରେ ରହିଛି । ରାଜ୍ୟରେ ମୁଣ୍ଡପିଛା ଆୟ ଜାତୀୟ ହାରଠାରୁ କମ ରହିଛି । ବିହାରର ମୁଣ୍ଡପିଛା ଆୟ ସର୍ବନିମ୍ନ 66828 ଟଙ୍କା ରହିଛି ।

ଅର୍ଥ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ ମୁଣ୍ଡପିଛା ଆୟ କ୍ଷେତ୍ରରେ ପ୍ରଥମ ପାଞ୍ଚଟି ସ୍ଥାନରେ ରହିଛନ୍ତି ସିକିମ୍, ତେଲେଙ୍ଗାନା, କର୍ଣ୍ଣାଟକ (୩,୬୮,୦୮୫ ଟଙ୍କା), ହରିୟାଣା (୩,୬୧,୯୯୩ ଟଙ୍କା) ଓ ତାମିଲନାଡୁ (୩,୫୩,୪୮୩ ଟଙ୍କା)। ଶ୍ରେଷ୍ଠ ୧୦ଟି ରାଜ୍ୟ ଭିତରେ ଏମାନଙ୍କ ପଛକୁ ରହିଛନ୍ତି ମହାରାଷ୍ଟ୍ର (୩,୧୮୫୬୦ ଟଙ୍କା), କେରଳ (୩,୧୭,୭୨୩ ଟଙ୍କା), ଉତ୍ତରାଖଣ୍ଡ (୩,୯୫,୭୯୧ ଟଙ୍କା), ହିମାଚଳ ପ୍ରଦେଶ (୨୭୬,୯୪୩ ଟଙ୍କା) ଓ ଆନ୍ଧ୍ରପ୍ରଦେଶ (୨୭୦୨୯୫ ଟଙ୍କା)।

ଦେଶର ୧୧ଟି ରାଜ୍ୟର ମୁଣ୍ଡପିଛା ଆୟ ଜାତୀୟ ହାରଠାରୁ ଅଧିକ ରହିଛି। ଆସାମ, ତ୍ରିପୁରା‌, ରାଜସ୍ଥାନ, ଓଡ଼ିଶା, ପଶ୍ଚିମବଙ୍ଗ, ଛତିଶଗଡ଼, ମଧ୍ୟପ୍ରଦେଶ, ମେଘାଳୟ, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ ଓ ବିହାରର ମୁଣ୍ଡପିଛା ଆୟ ଜାତୀୟ ହାରଠାରୁ କମ୍ ରହିଛି।  ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ଆକଳନ ଅନୁସାରେ ୨୦୨୪ ଅକ୍ଟୋବର ସୁଦ୍ଧା ମୁଣ୍ଡପିଛା ଆୟ କ୍ଷେତ୍ରରେ ଭାରତର ସ୍ଥାନ ୧୪୨ ରହିଛି। କ୍ରୟ ଶକ୍ତି ସମାନତା ଅନୁସାରେ ଏହା ୧୨୫ତମ ସ୍ଥାନରେ ରହିଛି। ଗତ ଅକ୍ଟୋବରରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଥିଲେ ଯେ ମୁଣ୍ଡପିଛା ଆୟ ୨୩୭୦ ଡଲାରରେ ପହଞ୍ଚିବାକୁ ଭାରତକୁ ୭୫ ବର୍ଷ ସମୟ ଲାଗିଥିଲା। କିନ୍ତୁ ତାହା ଆଉ ୨୦୦୦ ଡଲାର ବଢ଼ିବା ଲାଗି ମାତ୍ର ୫ ବର୍ଷ ସମୟ ଲାଗିଛି। ଆସନ୍ତା ପାଞ୍ଚ ବର୍ଷ ଭିତରେ ଦେଶର ମୁଣ୍ଡପିଛା ଆୟ ଦ୍ବିଗୁଣିତ ହେବ ବୋଲି ସେ ଆଶାବାଦୀ ରହିଛନ୍ତି।

Tags: INDIAnewsodisha
ShareTweetSendShare

RelatedNews

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ
Latest News

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ
Business

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ
Latest News

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ

LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ
ଜାତୀୟ

LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.