Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜୀବନଶ yle ଳୀ

ରୁଷିଆ କ୍ୟାନସର ପାଇଁ ନିଜର ଏମଆରଏନଏ ଟିକା ବିକଶିତ କରିଛି

Ramesh Parida by Ramesh Parida
Dec 18, 2024, 04:13 pm GMT+0530
FacebookTwitterWhatsAppTelegram

କର୍କଟ ରୋଗ ବିରୋଧ ଲଢେଇରେ ସମଗ୍ର ବିଶ୍ବ ପାଇଁ ଏକ ନୂଆ ଆଶାର କରିଣ ସୃଷ୍ଟି ହୋଇଛି । ରୁଷିଆ କ୍ୟାନସର ପାଇଁ ନିଜର ଏମଆରଏନଏ ଟିକା ବିକଶିତ କରିଛି । ଯାହା 2025 ପ୍ରାରମ୍ଭରେ ଲଞ୍ଚ ହେବ । ଏହି ବୈପ୍ଳବିକ ଟିକାକୁ ରୋଗୀଙ୍କୁ ମାଗଣାରେ ଉପଲବ୍ଧ କରାଇବାକୁ ଘୋଷଣା କରାଯାଇଛି । ରୁଷ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର  ରେଡ଼ିଓଲୋଜି ରିସର୍ଚ୍ଚ ସେଣ୍ଟରର ଜେନେରାଲ ଡ଼ାଇରେକ୍ଟର ଆଣ୍ଟ୍ରେ କାପ୍ରିନ ଏହି ଘୋଷଣା କରିଛନ୍ତି ।

ରୁଷୀୟ ନ୍ୟୁଜ୍ ଏଜେନ୍ସି ଟାସ୍ ଅନୁଯାୟୀ, ଏହି ଟିକା କର୍କଟ ଚିକିତ୍ସାରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହୋଇପାରେ । ଗାମାଲେୟା ନ୍ୟାସନାଲ ରିସର୍ଚ୍ଚ ସେଣ୍ଟର ଫର ଏପିଡେମିଓଲୋଜି ଆଣ୍ଡ ମାଇକ୍ରୋବାୟୋଲୋଜିର ନିର୍ଦ୍ଦେଶକ ଆଲେକଜାଣ୍ଡର ଗିଣ୍ଟସବର୍ଗ କହିଛନ୍ତି ଟିକାର ପ୍ରି-କ୍ଲିନିକାଲ ପରୀକ୍ଷଣ ସମୟରେ ଏହା ଦେଖାଯାଇଛି ଯେ ଏହା ଟ୍ୟୁମର ବୃଦ୍ଧି ଏବଂ ମେଟାଷ୍ଟାସିସ୍ ବା କର୍କଟ ବ୍ୟାପିବା ରୋକିବାରେ ପ୍ରଭାବଶାଳୀ ।

ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମଧ୍ୟ ଚଳିତ ବର୍ଷ ପ୍ରାରମ୍ଭରେ କହିଥିଲେ ଆମେ ଏକ ନୂତନ ପିଢ଼ିର କର୍କଟ ଟିକା ଏବଂ ଇମ୍ୟୁନୋମୋଡୁଲେଟରୀ ଔଷଧର ବିକାଶର ଅତି ନିକଟରେ ପହଞ୍ଚିଛୁ । ରୁଷିଆର ଟିକା ବିଶେଷଜ୍ଞ ଗିଣ୍ଟସବର୍ଗ କହିଛନ୍ତି ଯେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା ଏଆଇ ସହାୟତାରେ ବ୍ୟକ୍ତିଗତ କ୍ୟାନସର ଟିକା ତିଆରି ପ୍ରକ୍ରିୟା ଘଣ୍ଟା ଘଣ୍ଟା ମଧ୍ୟରେ ଶେଷ ହୋଇପାରିବ । ବର୍ତ୍ତମାନ ସମୟରେ, ଏହି ପ୍ରକ୍ରିୟା ଲମ୍ବା ଏବଂ ଜଟିଳ, କାରଣ ଏଥିରେ ଗାଣିତିକ ପଦ୍ଧତି ବ୍ୟବହାର କରାଯାଏ । କିନ୍ତୁ ଏଆଇ ଏବଂ ନ୍ୟୁରାଲ ନେଟୱାର୍କ କମ୍ପ୍ୟୁଟିଂ ସାହାଯ୍ୟରେ ଏହାକୁ ମାତ୍ର ୩୦ ମିନିଟରୁ ୧ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ କରାଯାଇପାରିବ ।

କର୍କଟ ରୋଗର ଚିକିତ୍ସାରେ ଟିକା ରୋଗ ପ୍ରତିରୋଧକ ଶକ୍ତିକୁ କର୍କଟ କୋଷକୁ ଚିହ୍ନଟ କରି ନଷ୍ଟ କରିବାରେ ସାହାଯ୍ୟ କରିଥାଏ । ଥେରାପ୍ୟୁଟିକ୍ କ୍ୟାନସର ଟିକା ବିଶେଷ କରି ଟ୍ୟୁମର କୋଷରୁ ପ୍ରୋଟିନ୍ କିମ୍ବା ଆଣ୍ଟିଜେନକୁ ଟାର୍ଗେଟ କରି ଶରୀରର ପ୍ରାକୃତିକ ପ୍ରତିରକ୍ଷା ପ୍ରଣାଳୀକୁ ଟ୍ୟୁମରକୁ ଦୂର କରିବାରେ ସକ୍ଷମ କରିଥାଏ । ଏହାବ୍ୟତୀତ ଏଚପିଭି ଟିକା ଭଳି ପ୍ରତିଷେଧକ ଟିକା ଭୂତାଣୁ ସହ ଜଡିତ କର୍କଟ ରୋଗକୁ ରୋକିବାରେ ସାହାଯ୍ୟ କରିଥାଏ ।

 

Tags: INDIAnewsodisha
ShareTweetSendShare

RelatedNews

ଦହି ଓ ଗୁଡର ମିଶ୍ରଣ ଖାଇଲେ ମିଳିବ ଜବରଦସ୍ତ ଫାଇଦା
Latest News

ଦହି ଓ ଗୁଡର ମିଶ୍ରଣ ଖାଇଲେ ମିଳିବ ଜବରଦସ୍ତ ଫାଇଦା

ଅମୃତଭଣ୍ଡାରେ ଥିବା ଭିଟାମିନ ସ୍କିନକୁ ପୋଷଣ ଦିଏ
ଜୀବନଶ yle ଳୀ

ଅମୃତଭଣ୍ଡାରେ ଥିବା ଭିଟାମିନ ସ୍କିନକୁ ପୋଷଣ ଦିଏ

ଆମ୍ବ ତ୍ବଚାକୁ ସୁନ୍ଦର ରଖିବେରେ ସାହାଜ୍ଯ କରେ
ଜୀବନଶ yle ଳୀ

ଆମ୍ବ ତ୍ବଚାକୁ ସୁନ୍ଦର ରଖିବେରେ ସାହାଜ୍ଯ କରେ

ଦହିକୁ କିପରି ଖାଇଲେ ଶରୀର ପାଇଁ ଲାଭଦାୟକ ହେବ ?
ଜୀବନଶ yle ଳୀ

ଦହିକୁ କିପରି ଖାଇଲେ ଶରୀର ପାଇଁ ଲାଭଦାୟକ ହେବ ?

ହାଡକୁ ମଜବୁତ କରେ ଖଜୁର
ଜୀବନଶ yle ଳୀ

ହାଡକୁ ମଜବୁତ କରେ ଖଜୁର

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.