Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜାତୀୟ

ବିଜୁଳି ଚୋରି ନେଇ ସାଂସଦଙ୍କ ନାଁରେ ଏତଲା

Ramesh Parida by Ramesh Parida
Dec 19, 2024, 03:59 pm GMT+0530
FacebookTwitterWhatsAppTelegram

ସମାଜବାଦୀ ପାର୍ଟିର ସାଂସଦ ଜିଆଉର ରେହମାନଙ୍କ ପାଇଁ ପୁଣି ବଢ଼ିଲା ଅଡୁଆ । ବିଜୁଳି ଚୋରି ନେଇ ସାଂସଦଙ୍କ ନାଁରେ ଥାନାରେ ଏତଲା ଦେଇଛି ବିଜୁଳି ବିଭାଗ । ମିଟର ଟାମ୍ପରିଂ କରି ବର୍ଷେ ହେବ ବିଜୁଳି ଚୋରି କରୁଥିଲେ ସାଂସଦ । ଘଟଣା ଜଣାପଡ଼ିବା ପରେ ଆଜି ବିଦ୍ୟୁତ ବିଭାଗ ଟିମ୍‌ ସାଂସଦଙ୍କ ଘରେ ପହଁଚିଥିଲା । ଚଢ଼ାଉ ବେଳେ ଉତ୍ତେଜନା ପ୍ରକାଶ ପାଇବାର ଭୟ ଥିବାରୁ ପୋଲିସ ଫୋର୍ସ ସହ ପହଞ୍ଚିଥିଲେ ବିଦ୍ୟୁତ କର୍ମଚାରୀ । ସୁରକ୍ଷା ଦୃଷ୍ଟିରୁ ସାଂସଦଙ୍କ ଘର ନିକଟରେ ବ୍ୟାପକ ଫୋର୍ସ ମୁତୟନ କରାଯାଇଥିଲା । ପୂର୍ବରୁ ବିଦ୍ୟୁତ ବିଭାଗ ସାଂସଦଙ୍କ ଘରେ ଲାଗିଥିବା ପୁରୁଣା ମିଟରକୁ ହଟାଇ ତାକୁ ସିଲ୍ କରିଥିଲେ । ଏହାପରେ ଯାଞ୍ଚ ପାଇଁ ଲ୍ୟାବକୁ ପଠାଇଥିଲେ । ଯାଞ୍ଚରୁ ଜଣାପଡ଼ିଥିଲା ସାଂସଦଙ୍କ ଘରର ବିଜୁଳି ବିଲରେ ବର୍ଷ ବର୍ଷର ରିଡିଂ ଜିରୋ ଥିଲା । ଏହାପରେ ତାଙ୍କ ଘରର ବିଦ୍ୟୁତ୍ ମିଟରକୁ ଦୁଇ ଦିନ ତଳେ ବଦଳାଇ ନୂଆ ଲଗାଯାଇଥିଲା । କେବଳ ସେତିକି ନୁହେଁ ସାଂସଦଙ୍କ ଘରେ କେତେ ଇଲେକ୍ଟ୍ରୋନିକ୍ ଉପକରଣ ବ୍ୟବହାର କରାଯାଉଛି ତାହା ଜାଣିବା ପାଇଁ ବିଦ୍ୟୁତ୍ ବିଭାଗ ଟିମ୍ ସାଂସଦଙ୍କ ଘରେ ବ୍ୟବହୃତ ଇଲେକ୍ଟ୍ରୋନିକ୍ ଉପକରଣଗୁଡ଼ିକୁ ଯାଞ୍ଚ କରିଥିଲେ ।

ସାଂସଦଙ୍କ ଘରୁ ୧୬.୫ ୱାଟର ବିଦ୍ୟୁତ ଉପକରଣ ମିଳିଥିବା ଜଣାପଡ଼ିଛି । ଯେଉଁଥିରେ ରହିଛି ୮୩ଟି ବଲ୍‌, ୧୯ଟି ପଙ୍ଖା, ୩ଟି ଏସି । ତେବେ ଯାଞ୍ଚ ପାଇଁ ଯାଇଥିବା ପୋଲିସ କର୍ମଚାରୀ ଓ ବିଦ୍ୟୁତ ବିଭାଗ କର୍ମଚାରୀଙ୍କୁ ସାଂସଦଙ୍କ ବାପା ଧମକାଇଥିବା ଅଭିଯୋଗ ହୋଇଛି । ସରକାର ବଦଳିଲେ ସମସ୍ତଙ୍କ ହିସାବ ହେବ ବୋଲି ସରକାରୀ ଅଧିକାରୀଙ୍କୁ ଧମକ ଦେଇଥିଲେ ଜିୟାରଉର ରେହମାନଙ୍କ ବାପା । ଏହି ଘଟଣା ଏବେ ସାଂସଦଙ୍କ ପାଇଁ ଅଡୁଆ ବଢ଼ାଇଛି । ସମ୍ଭଲ ହିଂସା ମାମଲାରେ ଗତକାଲି ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଅପିଲ କରିଥିଲେ ସାଂସଦ ଜିଆଉର ରେହମାନ । ଏବେ ଆଉ ଏକ ମାମଲା ସାଂସଦ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି । ସେପଟେ ସମ୍ଭଲରେ ମସଜିଦ ଏବଂ ମଦ୍ରାସା ସମେତ ଅନେକ ଘରେ ବିଦ୍ୟୁତ୍ ଚୋରି ହେଉଥିବା ଜଣାପଡ଼ିଛି। ହିଂସାକାଣ୍ଡ ଘଟଣା ପରେ ପ୍ରଶାସନ ବିଦ୍ୟୁତ ଚୋରି ବିରୋଧରେ ଅଭିଯାନକୁ ଜୋରଦାର କରିଛି । ୩ ମାସ ମଧ୍ୟରେ ୧୨୫୦ ଏଫଆଇଆର ରୁଜୁ କରାଯାଇଛି । ଏହାସହ ୫ କୋଟି ୨୦ ଲକ୍ଷ ଟଙ୍କା ଜରିମାନା ଆଦାୟ କରାଯାଇଛି ।

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.