Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜାତୀୟ

ଅଷ୍ଟାଦଶ ଲୋକସଭାର  ଶୀତକାଳୀନ ଅଧିବେଶନ ଶେଷ

Ramesh Parida by Ramesh Parida
Dec 21, 2024, 10:50 am GMT+0530
FacebookTwitterWhatsAppTelegram

ଅଷ୍ଟାଦଶ ଲୋକସଭାର  ଶୀତକାଳୀନ ଅଧିବେଶନ ଶୁକ୍ରବାର ଶେଷ ହୋଇଛି । ନଭେମ୍ବର 25 ତାରିଖରୁ ଅଧିବେସନ ଆରମ୍ଭ ହୋଇଥିବା ବେଳେ ସମସଗ୍ର ଅଧିବେଶନରେ ପ୍ରବଳ ହଟ୍ଟଗୋଳ  ଓ ଅଶାନ୍ତ ପରିବେଶ ଦେଖିବାକୁ ମିଳିଥିଲା । ସମୁଦାୟ 20 ଟି କାର୍ଯ୍ୟ ଦିବସରେ ଉଭୟ ଗୃହ ପ୍ରାୟ 105 ଘଣ୍ଟା ଧରି ଚାଲିଥିଲା । ଅଧିବେସନ ସମୟରେ ଲୋକସଭାର ଉପାଦକତା 54% ଥିବା ବେଳେ ରାଜ୍ୟସଭାରେ ଉପାଦକତା 40% ଥିଲା  । ବାରମ୍ବାର ମୁଲତବୀ ଯୋଗୁଁ ଲୋକସଭାର 65 ଘଣ୍ଟା ବରବାଦ ହୋଇଥିବା ଏକ ଆକଳନରୁ ଜଣାପଡ଼ିଛି । ରାଜ୍ୟସଭା ଏହାର ନିର୍ଦ୍ଦାରିତ କାର୍ଯ୍ୟ ସମୟର ମାତ୍ର 40 ପ୍ରତିଶତ କାର୍ଯ୍ୟକ୍ଷମ ଥିବାରୁ ଏହାକୁ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିକୁ ଉଦେବଗ ପ୍ରକାଶ କରିଛନ୍ତି  । ବିରୋଧୀ ଦଳମାନେ ସଂସଦ ଅଚଳ କରିବା ବଦଳରେ  ନିର୍ଦ୍ଦାରିତ ନିୟମ ଅନୁଯାୟୀ ଦାବି ଉପସ୍ଥାପନ କରିବା ଉଚିତ ବୋଲି ସେ କହିଛନ୍ତି। ଆଦାନୀ ପ୍ରସଙ୍ଗ ନେଇ ହଙ୍ଗାମା ସହ ଅଧିବେଶନ ଆରମ୍ଭ ହୋଇଥିଲା।

ଏହାପରେ ବିରୋଧୀ ଦଳ  ସାଂସଦମାନେ ମଣିପୁର ଓ  ଚାଷୀଙ୍କ ପ୍ରସଙ୍ଗ ଉଠାଇଥିଲେ। ଅଧିବେଶନ ଶେଷ ବେଳକୁ ଆମ୍ବେଦକର ପ୍ରସଙ୍ଗରେ  ପ୍ରବଳ ହଟ୍ଟଗୋଳ ହୋଇଥିଲା। ଡିସେମ୍ବର ୧୯ ତାରିଖରେ  ଏହି ହଟ୍ଟଗୋଳ ସଂ‌ଘର୍ଷର ରୂପ ନେଇଥିଲା। ଏଥିରେ ବିଜେପିର ଦୁଇ ଜଣ ସାଂସଦ ଆହତ ହୋଇଛନ୍ତି ଏବଂ ଏଥିପାଇଁ  କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦାୟୀ କରାଯାଇଛି। ରାହୁଲ ଗାନ୍ଧୀଙ୍କ ବିରୋଧରେ ପୁଲିସରେ ଏତଲା ରୁଜୁ ହୋଇଛି।  ରାହୁଲ ସଂସଦ ପରିସରରେ ବରିଷ୍ଠ ବିଜେପି ସାଂସଦଙ୍କ ପ୍ରତି ଦେଖାଇଥିବା ‘ଗୁଣ୍ଡାଗିରି’ ଅତ୍ୟନ୍ତ ଦୁଭାଗ୍ୟଜନକ ବୋଲି କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀ କହିଛନ୍ତି ଯେ  ବିଜେପି ମିଥ୍ୟା ଏଫଆଇଆର୍‌ ଦେଇଛି ଏବଂ  ମୋ ଭାଇ (ରାହୁଲ) କାହାକୁ ଠେଲିନାହାନ୍ତି। ଆମ୍ବେଦକର ପ୍ରସଙ୍ଗରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ପରିସ୍ଥିତିରୁ ଧ୍ୟାନ ହଟାଇବା ପାଇଁ ଏଭଳି ସ୍ଥିତି ସୃଷ୍ଟି କରାଯାଇଛି ବୋଲି ପ୍ରିୟଙ୍କା କହିଛନ୍ତି।  ଆଜି ଲୋକସଭାରେ ପୂର୍ବାହ୍ନ ୧୧ଟାରେ ଗୃହକାର୍ଯ୍ୟ ଆରମ୍ଭ ହେବାର ମାତ୍ର କିଛି ସମୟ ପରେ ଲୋକସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା।   ମୁଲତବୀ ଘୋଷଣା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୃହରେ ଉପସ୍ଥିତ ଥିଲେ।

 

 

 

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.