Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ମନୋରଞ୍ଜନ

ଅଲ୍ଲୁ ଅର୍ଜୁନଙ୍କ ଘରେ ଆକ୍ରମଣ

Ramesh Parida by Ramesh Parida
Dec 23, 2024, 08:25 am GMT+0530
FacebookTwitterWhatsAppTelegram

 

ହାଇଦ୍ରାବାଦ: ଗତ ଡିସେମ୍ବର ୪ ତାରିଖରେ ହାଇଦ୍ରାବାଦର ଏକ ସିନେମା ହଲ୍‌ରେ ଦଳାଚକଟା ଯୋଗୁଁ  ମହିଳାଙ୍କ ମୃତ୍ୟୁ ଘଟିବା ଘଟଣାକୁ ନେଇ କିଛି ସଂଗଠନ ବିରୋଧ କରୁଛନ୍ତି । ସେମାନେ ଏକ କୋଟି ଟଙ୍କା କ୍ଷତିପୂରଣ ଦେବାକୁ କହୁଛନ୍ତି ।

ଅଲ୍ଲୁ ଅର୍ଜୁନ  ନିକଟରେ ମୁକ୍ତିଲାଭ କରିଥିବା ତାଙ୍କର ଫିଲ୍ମ ‘ପୁଷ୍ପା ୨: ଦ ରୁଲ୍’ର ପ୍ରିମିୟର ପାଇଁ ଉକ୍ତ ହଲ୍‌କୁ ଆସିଥିବା ବେଳେ ଦଳାଚକଟା ହୋଇଥିଲ। ତେଲୁଗୁ ସୁପର୍‌ଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ହାଇଦ୍ରାବାଦ ସ୍ଥିତ ଜୁବିଲି ହିଲ୍ସ ବାସଭବନରେ ରବିବାର ଓସ୍‌ମାନିଆ ବିଶ୍ୱବିଦ୍ୟାଳୟର କେତେକ ସଦସ୍ୟ ଭଙ୍ଗାରୁଜା କରିବା ସହ ସମ୍ପତ୍ତି ନଷ୍ଟ କରିଛନ୍ତି।

ଏହି ଘଟଣାରେ ସମ୍ପୃକ୍ତ ଥିବା ୮ ଜଣଙ୍କୁ ଗିରଫ କରାଯାଇଛି। ପୁଲିସ ହସ୍ତକ୍ଷେପ କରି ବିଶ୍ୱବିଦ୍ୟାଳୟର ଯୁଗ୍ମ କ୍ରିୟାନୁଷ୍ଠାନ କମିଟି (ଜେଏସି)ର ୮ ଜଣ ସଦସ୍ୟଙ୍କୁ ଗିରଫ କରିବା ପରେ ସେମାନଙ୍କୁ ଜୁବିଲି ହିଲ୍ସ ଥାନାକୁ ନିଆଯାଇଥିଲା।

ଓସ୍‌ମାନିଆ ବିଶ୍ୱବିଦ୍ୟାଳୟ ଜେଏସିର ଏକ ଗୋଷ୍ଠୀ ଆଜି ଅପରାହ୍ନରେ ଅଭିନେତାଙ୍କ ଘରେ ବଳପୂର୍ବକ ପଶିବାକୁ ଚେଷ୍ଟା କରିଥିଲେ ଏବଂ ଭଙ୍ଗାରୁଜା ଆରମ୍ଭ କରିଥିଲେ। ନିକଟରେ ଅଲ୍ଲୁ ଅର୍ଜୁନଙ୍କ ଏକ ଫିଲ୍ମ ପ୍ରିମିୟରରେ ଦଳାଚକଟାରେ ପ୍ରାଣ ହରାଇଥିବା ୩୫ ବର୍ଷୀୟା ମହିଳାଙ୍କ ପରିବାରକୁ ସେମାନେ ୧ କୋଟି ଟଙ୍କା କ୍ଷତିପୂରଣ ଦାବି କରିଥିଲେ।

 

Tags: allu-arjunsHyderabadINDIAnewsOsmania Universityvandalized
ShareTweetSendShare

RelatedNews

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ
Latest News

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ
ମନୋରଞ୍ଜନ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ
Entertainment

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ
Latest News

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.