Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜାତୀୟ

18 ମାସରେ 10 ଲକ୍ଷ ସ୍ଥାୟୀ ସରକାରୀ ଚାକିରି ଦିଆଯାଇଛି- ମୋଦୀ

Ramesh Parida by Ramesh Parida
Dec 24, 2024, 08:25 am GMT+0530
FacebookTwitterWhatsAppTelegram

ରୋଜଗାର ମେଳା ମାଧ୍ୟମରେ ବେକାର ଯୁବକଯୁବତୀମାନଙ୍କୁ ଚାକିରି ଦେବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରୟାସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି । ସୋମବାର ଏକ ରୋଜଗାର ମେଳାକୁ ଭର୍ଚୁଆଲ ମାଧ୍ୟମରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ତାଙ୍କ ସରକାର ଗତ 18 ମାସ ମଧ୍ୟରେ ପାଖାପାଖି 20 ଲକ୍ଷ ଲୋକଙ୍କୁ ସ୍ଥାୟୀ ସରକାରୀ ଚାକିରି ଦେଇ ଏକ ରେକର୍ଡ଼ ସୃଷ୍ଟି କରିଛନ୍ତି । ପୂର୍ବ ସରକାରଙ୍କ କାର୍ଯ୍ୟକାଳରେ ଯୁବକମାନଙ୍କୁ ସ୍ଥାୟୀ ସରକାରୀ ଚିକିରି ମିଳୁ ନ ଥିଲା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଦେଶର ବିଭିନ୍ନ ମନ୍ତ୍ରଣାଳୟ, ବିଭାଗ ଓ ଅନୁଷ୍ଠାନରେ ସରକାରୀ ଚାକିରି ଦେବା ପାଇଁ ଅଭିଯାନ ଚାଲିଛି। ଆଜି ମଧ୍ୟ ୭୧ ହଜାରରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। କୁଏତ ଗସ୍ତ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ମୁଁ ଗତକାଲି ବିଳମ୍ବିତ ରାତିରେ କୁଏତରୁ ଫେରିଛି। ସେଠାରେ ଭାରତର ଯୁବକ ଓ ପେସାଦାରମାନଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲି। ଏବେ ଏଠାକୁ ଆସିବା ପରେ ଦେଶର ଯୁବପିଢ଼ିଙ୍କ ସହ ଏହା ମୋର ପ୍ରଥମ କାର୍ଯ୍ୟକ୍ରମ। ଏହା ଏକ ଅତ୍ୟନ୍ତ ଆନନ୍ଦଦାୟକ ଅବସର ଯେ ଆଜି ଦେଶର ହଜାର ହଜାର ଯୁବକଙ୍କ ପାଇଁ ଜୀବନର ଏକ ନୂତନ ଆରମ୍ଭ ହେଉଛି। ତୁମର ଅନେକ ବର୍ଷର ସ୍ୱପ୍ନ ସାକାର ହୋଇଛି ଓ ଅନେକ ବର୍ଷର କଠିନ ପରିଶ୍ରମ ସଫଳ ହୋଇଛି ବୋଲି ମୋଦୀ କହିଥିଲେ। ପିଆଇବି ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ ସାରା ଦେଶରୁ ମନୋନୀତ ହୋଇଥିବା ଓ ନୂଆ ନିଯୁକ୍ତି ପାଇଥିବା ବ୍ୟକ୍ତିମାନେ ଗୃହ ମନ୍ତ୍ରଣାଳୟ, ଡାକ ବିଭାଗ, ଉଚ୍ଚଶିକ୍ଷା ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଆର୍ଥିକ ସେବା ବିଭାଗ ଆଦିରେ ଯୋଗ ଦେବେ। ସୋମବାର ଦେଶର ୪୫ଟି ସ୍ଥାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ କହିଛନ୍ତି ଯେ ନିଯୁକ୍ତି ପାଇଥିବା ୭୧ ହଜାର ଲୋକଙ୍କ ମଧ୍ୟରୁ ୨୯ ପ୍ରତିଶତ ଓବିସି ବର୍ଗର। ଉପା ତୁଳନାରେ ମୋଦୀ ସରକାରଙ୍କ ଅମଳରେ ପଛୁଆ ବର୍ଗର ନିଯୁକ୍ତି ୨୭ ପ୍ରତିଶତ ବୃଦ୍ଧି ପାଇଛି।

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.