Monday, June 2, 2025
No Result
View All Result
Odisha 365

Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜନୀତି

ଅତିଶୀଙ୍କ ବିରୋଧରେ ଆଗୁଆ ପ୍ରାର୍ଥୀ ଘୋଷଣା କରିପାରେ ବିଜେପି

Ramesh Parida by Ramesh Parida
Dec 24, 2024, 03:57 pm GMT+0530
FacebookTwitterWhatsAppTelegram

ଆସନ୍ତାବର୍ଷ ଦିଲ୍ଲୀରେ ପଡ଼ିବାକୁ ଯାଉଛି ବିଧାନସଭା ଭୋଟ । ଏନେଇ ବିଧିବଦ୍ଧ ଭାବେ ତାରିଖ ଘୋଷଣା ନହେଇଥିଲେ ବି ସରଗରମ ହେଇଛି ଦିଲ୍ଲୀ ରାଜନୀତି । ଗୋଟିଏ ପଟେ ଆମ ଆଦମୀ ପାର୍ଟି ସମସ୍ତ 70 ଟି ଯାକ ଆସନରେ ପ୍ରାର୍ଥୀ ଘୋଷଣା କରିଦେଇଥିବାବେଳେ ବିରୋଧୀ ବିଜେପି କିନ୍ତୁ ଏପର୍ଯ୍ୟନ୍ତ କୌଣସି ପ୍ରାର୍ଥୀଙ୍କ ନାଁ ଘୋଷଣା କରିନି । କୁହାଯାଉଛି ଚଳିତ ସପ୍ତାହରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ ସମିତିର ବୈଠକ ବସିବାକୁ ଅଛି । ଯେଉଁଠି କି ଦିଲ୍ଲୀ ରଣନୀତି ପ୍ରସ୍ତୁତ ହୋଇଥିବା ବ୍ଳୁ ପ୍ରିଣ୍ଟରେ ମୋଦୀ ଶାହାଙ୍କ ମୋହର ବାଜିବ  । ଆଉ ବିଜେପି ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିବ ।

ମିଳିଥିବା ସୂଚନା ମୁତାବକ, ଦିଲ୍ଲୀରେ ଏଥର କୌଣସି ବି ପ୍ରକାରେ ସତ୍ତା ହାସଲ କରିବା ଲକ୍ଷ୍ୟରେ ରହିଛି ଭାରତୀୟ ଜନତା ପାର୍ଟି । ଆଉ ଏଥିପାଇଁ ‘ମଧ୍ୟପ୍ରଦେଶ ଫର୍ମୁଲା’ରେ ରଣନୀତି ପ୍ରସ୍ତୁତ କରାଯାଉଛି । ଖାସ୍ କରି, ଆପର ମୁଖ୍ୟ ଚେହେରା ସାଜିଥିବା ଅରବିନ୍ଦ କେଜ୍ରିଓ୍ୱାଲ, ମୁଖ୍ୟମନ୍ତ୍ରୀ ଅତିଶୀ ଯେଉଁ ଯେଉଁ ସିଟରେ ପ୍ରାର୍ଥୀ ହେଇଛନ୍ତି, ସେହି ସିଟରେ ଆଗୁଆ ପ୍ରାର୍ଥୀ ଘୋଷଣା କରିପାରେ ଭାରତୀୟ ଜନତା ପାର୍ଟି । ଏମିତି କି, କିଛି ଲୋକସଭା ସାଂସଦଙ୍କୁ ମଧ୍ୟ ବିଧାନସଭା ନିର୍ବାଚନ ପାଇଁ ମୈଦାନକୁ ଓହ୍ଲାଇପାରେ ଦଳ ।

ରାଜନୈତିକ ମହଲରେ ହେଉଥିବା ଚର୍ଚ୍ଚା ମୁତାବକ, ଏଥର ଆପ୍ ସଂଯୋଜକ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ବିରୋଧରେ ବିଜେପି ନିଜର ପୂର୍ବ ସାଂସଦ ପ୍ରବେଶ ସାହିବ ସିଂହ ବର୍ମାଙ୍କୁ ମୈଦାନକୁ ଓହ୍ଲାଇପାରେ । ଯିଏ କି ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ସାହିବ ସିଂହ ବର୍ମାଙ୍କ ପୁଅ । ଏହାସହ ଦିଲ୍ଲୀ ବିଜେପି ଅଧ୍ୟକ୍ଷ ବୀରେନ୍ଦ୍ର ସଚଦେବା ମଧ୍ୟ ବିଧାନସଭା ନିର୍ବାଚନ ଲଢିପାରନ୍ତି । ଚର୍ଚ୍ଚା ଏହା ମଧ୍ୟ ହେଉଛି ଯେ, ଆପ୍ ଆଉ କଂଗ୍ରେସ ଛାଡି ଆସିଥିବା ନେତା କୈଲାଶ ଗେହଲଟ, ରାଜକୁମାର ଗୌତମ, ରାଜକୁମାର ଚୌହାନ ଏଭଂ ଅରବିନ୍ଦର ସିଂହ ଲବଲୀଙ୍କ ଭଳି ନେତାଙ୍କୁ ବିଜେପି ପ୍ରଥମ ପର୍ୟ୍ୟାୟରେ ହିଁ ଟିକେଟ୍ ଦେଇପାରେ ।

ସେପଟେ କୁହାଯାଉଛି ଯେ, ଆପ୍ ଆଉ କଂଗ୍ରେସର ଆଉ କିଛି ନେତା ଖୁବଶୀଘ୍ର ପଦ୍ମ ଧରିପାରନ୍ତି । ଆଉ ସେମାନଙ୍କୁ ଦଳ ଟିକେଟ୍ ମଧ୍ୟ ଦେଇପାରେ । ତେବେ ସମସ୍ତ ୭୦ଟି ଯାକ ସିଟକୁ ନେଇ ସର୍ଭେ କାମ କରିଛି ବିଜେପି, ଆଉ ସବୁ ସିଟରେ ତିନି ଜଣ ଲେଖାଏ ସମ୍ଭାବିତ ପ୍ରାର୍ଥୀଙ୍କ ତାଲିକା ଦିଆଯାଇଛି । ଯାହା ମଧ୍ୟରୁ ଜଣେ ନେତାଙ୍କ ନାମ ଫାଇନାଲ କରାଯିବା ସହ, ତାଙ୍କୁ ଟିକେଟ୍ ଦିଆଯିବ ।

ସୂଚନାଯୋଗ୍ୟ ଯେ, ଏଥର ମଧ୍ୟ ବିନା ମୁଖ୍ୟମନ୍ତ୍ରୀ ଚେହେରାରେ ଦିଲ୍ଲୀ ନିର୍ବାଚନକୁ ଓହ୍ଲାଇବ ବିଜେପି । ଏହି ଫର୍ମୁଲା ପୂର୍ବରୁ ମଧ୍ୟପ୍ରଦେଶ, ଛତିଶଗଡ ଆଉ ରାଜସ୍ଥାନରେ ଆପଣାଇଥିଲା ଦଳ । ତେବେ ଖୁବଶୀଘ୍ର ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରିପାରନ୍ତି ।

Tags: INDIAnewsodisha
ShareTweetSendShare

RelatedNews

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ
Latest News

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ
Latest News

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ପହଲଗାମ ପ୍ରସଙ୍ଗରେ କଂଗ୍ରେସ କଣ ନେବ ନିଷ୍ପତ୍ତି
Latest News

ପହଲଗାମ ପ୍ରସଙ୍ଗରେ କଂଗ୍ରେସ କଣ ନେବ ନିଷ୍ପତ୍ତି

APPର ବରିଷ୍ଠ ନେତା ଦୁର୍ଗେଶ ପାଠକଙ୍କ ଘରେ ସିବିଆଇ ଚଢାଉ
Latest News

APPର ବରିଷ୍ଠ ନେତା ଦୁର୍ଗେଶ ପାଠକଙ୍କ ଘରେ ସିବିଆଇ ଚଢାଉ

ନେତାଙ୍କୁ ନଡ୍ଡାଙ୍କ ଟିପ୍ସ
ରାଜନୀତି

ନେତାଙ୍କୁ ନଡ୍ଡାଙ୍କ ଟିପ୍ସ

Latest News

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.