Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଆନ୍ତର୍ଜାତୀୟ

ପିଲଭିତ୍ ଏନାକଉଣ୍ଟରର ପ୍ରତିଶୋଧ ମହାକୁମ୍ଭରେ ନବୁ- ପନ୍ନୁଙ୍କ ଧମକ

Ramesh Parida by Ramesh Parida
Dec 24, 2024, 04:14 pm GMT+0530
FacebookTwitterWhatsAppTelegram

ଉତ୍ତରପ୍ରଦେଶ ପିଲିଭିତରେ ଗୋଟିଏ ଦିନ ପୂର୍ବରୁ 3 ଜଣ ଖାଲିସ୍ତାନୀ   ଆତଙ୍କବାଦୀଙ୍କ ଏନକାଉଣ୍ଟର ପରେ ଆମେରିକାରେ ଥିବା ଖାଲିସ୍ତାନୀ ଆତଙ୍କବାଦୀ ଗୁରୁପତଓ୍ବନ୍ତ ସିଂ ପନ୍ନୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ପ୍ରତିଶୋଧ ନେବେ ବୋଲି ଧମକ ଦେଇଛନ୍ତି । ପ୍ରୟାଗରାଜରେ ହେବାକୁ ଥିବା ମହାକୁମ୍ଭ ମେଳାରେ ପନ୍ନୁ ପ୍ରତିଶୋଧ ନେବାକୁ ଚେତାବନୀ ଦେଇଛନ୍ତି । ମୃତ ଆତଙ୍କବାଦୀଙ୍କ ପରିବାରକୁ ସେ 5 ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଘୋଷଣା କରିବା ସହିତ ଏକ ଅଲଗା ଖାଲିସ୍ତାନ ଗଠନ ପାଇଁ ଦାବି କରିଛନ୍ତି ।

ନିଷିଦ୍ଧ ସଂଗଠନ ଶିଖ୍ ଫର ଜଷ୍ଟିସ୍ (ଏସଏଫଜେ)ର ଗୁରୁପତୱନ୍ତ ସିଂ ପନ୍ନୁ ଏକ ଭିଡିଓ ରିଲିଜ୍ କରି ଏଭଳି ଧମକ ଦେଇଛନ୍ତି। ସେ ଖୋଲାଖୋଲି ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ମହାକୁମ୍ଭ ୨୦୨୫  ହିନ୍ଦୁତ୍ୱର ଶେଷ ମହାକୁମ୍ଭ ହେବ।

ପନ୍ନୁ ଭିଡ଼ିଓରେ ଧମକ ଦେଇ କହିଛନ୍ତି ମହାକୁମ୍ଭରେ 3 ଟି ତାରିଖରେ ପ୍ରତିଶୋଧ ନେବେ । ସେଥିମଧ୍ୟରୁ 14 ଜାନୁୟାରୀ 2025 ରେ ମକର ସଂକ୍ରାନ୍ତିରେ ପ୍ରଥମ ଶାହି ସ୍ନାନ 29 ଜାନୁୟାରୀ 2025ରେ ମୌନୀ ଅମାବାସ୍ୟାରେ ଦ୍ବିତୀୟ ଶାହି ସ୍ନାନ ଏବଂ 3 ଫବୃଆରୀ 2025ରେ ବସନ୍ତ ପଞ୍ଚମୀର ହେବାକୁ ତୃତୀୟ ଶାହି ସ୍ନାନରେ ସେ ପ୍ରତିଶୋଧ ନେବାକୁ ଧମକ ଦେଇଛି  ।

ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ ପଞ୍ଜାବରେ ଗ୍ରେନେଡ ଆକ୍ରମଣ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ୩ ଖାଲିସ୍ତାନୀ ଆତଙ୍କବାଦୀଙ୍କୁ ପିଲଭିତ୍‌ରେ ଏକ ଏନକାଉଣ୍ଟରରେ ହତ୍ୟା କରାଯାଇଥିଲା। ସୋମବାର ସକାଳେ ୟୁପି ପୁଲିସ ଏବଂ ପଞ୍ଜାବ ପୁଲିସର ମିଳିତ ଅପରେସନରେ ଏହି କାର୍ଯ୍ୟାନୁଷ୍ଠାନ ହୋଇଥିଲା। ଏହି ତିନି ଆତଙ୍କବାଦୀ ଖାଲିସ୍ତାନୀ କମାଣ୍ଡୋ ଫୋର୍ସର ସଦସ୍ୟ ଥିଲେ। ସେମାନଙ୍କଠାରୁ ଦୁଇଟି ଏକେ-୪୭ ସମେତ ଅନ୍ୟ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ସେମାନଙ୍କୁ ଗୁରଦାସପୁର ବାସିନ୍ଦା ଗୁରୁବିନ୍ଦର ସିଂ, ରବି ଏବଂ ଜସପ୍ରୀତ ବୋଲି ଚିହ୍ନଟ କରାଯାଇଛି।

ସୂଚନାଯୋଗ୍ୟ, ଜାତୀୟ ଅନୁସନ୍ଧାନକାରୀ ସଂସ୍ଥା ଖାଲିସ୍ତାନୀ ଆତଙ୍କବାଦୀ ଏବଂ ଗୁରୁପତୱନ୍ତ ସିଂ ପନ୍ନୁଙ୍କ ବିରୋଧରେ ଭାରତ ବିରୋଧୀ କାର୍ଯ୍ୟକଳାପରେ ୬ ଟି ମାମଲାର ତଦନ୍ତ କରୁଛି। ପନ୍ନୁ ଖାଲିସ୍ତାନ ସମର୍ଥକ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ଏବଂ ଭାରତ ସରକାରଙ୍କ ବିରୋଧରେ ଷଡଯନ୍ତ୍ର କରିଥିବା ଅଭିଯୋଗ ହୋଇଛି।

ଆମେରିକାରେ ରହୁଥିବା ପନ୍ନୁ ପ୍ରଥମେ ଭାରତୀୟ ସୁରକ୍ଷା ଏଜେନ୍ସିଙ୍କ ନଜରକୁ ଆସିଥିଲେ ଯେତେବେଳେ ସେ ଶିଖ ପ୍ରବାସୀମାନଙ୍କ ମଧ୍ୟରେ ‘ରେଫରେଣ୍ଡମ ୨୦୨୦’ ପ୍ରସଙ୍ଗ ଉଠାଇଥିଲେ। ସେହି ସମୟ ମଧ୍ୟରେ ପଞ୍ଜାବରେ ଖାଲିସ୍ତାନ ସମର୍ଥକ  ବୃଦ୍ଧି ପାଇଥିଲା।

 

 

Tags: INDIAnewsodisha
ShareTweetSendShare

RelatedNews

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ପାକିସ୍ତାନରେ ଭୂକମ୍ପର ଝଟକା
Latest News

ପାକିସ୍ତାନରେ ଭୂକମ୍ପର ଝଟକା

ଆଜି ବିଶ୍ୱ ଶ୍ରମିକ ଦିବସ
Latest News

ଆଜି ବିଶ୍ୱ ଶ୍ରମିକ ଦିବସ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ
Latest News

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.