Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ରାଜ୍ୟ

2030 ସୁଦ୍ଧା 7.5 ଗିଗାଓ୍ବାଟ ଅକ୍ଷୟ ଶକ୍ତି  ଉତ୍ପାଦନ କରିବ ଓଡ଼ିଶା

Ramesh Parida by Ramesh Parida
Dec 24, 2024, 04:29 pm GMT+0530
FacebookTwitterWhatsAppTelegram

2030 ସୁଦ୍ଧା 7.5 ଗିଗାଓ୍ବାଟ ଅକ୍ଷୟ ଶକ୍ତି  ଉତ୍ପାଦନ କରିବାକୁ ଓଡ଼ିଶା ଲକ୍ଷ୍ୟ ରଖିଛି ବୋଲି ଗ୍ରିଡ଼କୋ ଓ ଆଇଫରେଷ୍ଟ ର ମିଳିତ ସହଯୋଗରେ ଭୁବନେଶ୍ବରରେ ଆଜି ଆୟୋଜିତ ଓଡ଼ିଶା ସୌରଶକ୍ତି ନିବେଶକ ସମ୍ମିଳନୀରେ ମତପ୍ରକାଶ ପାଇଛି । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଲା ଓଡ଼ିଶା ସରକାର ଅକ୍ଷୟ ଶକ୍ତି ଉତ୍ପାଦନ ପାଇଁ ପ୍ରତିଶ୍ରୁତିବଦ୍ଧ । ଅକ୍ଷୟ ଶକ୍ତିରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟ ପରିଗଣିତ କରିବା ଦିଗରେ ଏକାଧିକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ନିବେଶକଙ୍କ ପାଇଁ  ଓଡ଼ିଶାର ଜଳବାୟୁ ଅନୁକୂଳ ହୋଇଥିବା ବେଳେ ଆବଶ୍ୟକ ସହାୟତା ଯୋଗାଇଦେବାକୁ ଆମେ ପ୍ରସ୍ତୁତ ରହିଛୁ । 2070 ସୁଦ୍ଧ ଅକ୍ଷୟ ଶକ୍ତି ଲକ୍ଷ୍ୟ ହାସଲ କରିବାକୁ ପ୍ରଧାନମନ୍ତ୍ରୀ ଯେଉଁ ଆହ୍ବାନ ଦେଇଛନ୍ତି; ତାହା ଆମକୁ ପ୍ରେରିତ କରିଛି ବୋଲି ସେ କହିଥିଲେ।

ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ କହିଥିଲେ ଯେ ଓଡ଼ିଶା ଶକ୍ତି କ୍ଷେତ୍ରରେ ଏକ ବିରାଟ ପରିବର୍ତ୍ତନ ଦିଗରେ ଆଗଉଛି। ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ସ୍ୱଚ୍ଛ ଓ ସୁଲଭ ଶକ୍ତି ଉତ୍ପାଦନକୁ ପ୍ରାଥମିକତା ଦିଆଯାଉ। ମୋଟ ୨,୯୩୮ ମେଗାୱାଟ୍‌ର ଅକ୍ଷୟ ଶକ୍ତିରୁ ୨୧% କେବଳ ସୌରଶକ୍ତିରୁ ମିଳୁଛି। ଯେଉଁଥିରେ ୫୦୮ ମେଗାୱାଟ ଗ୍ରାଉଣ୍ଡ-ମାଉଣ୍ଟେଡ୍‌, ୫୮ ମେଗାୱାଟ୍‌ ରୁଫ୍‌ଟପ୍ ଓ ୪୨ ମେଗାୱାଟ୍‌ କ୍ଷମତା ବିଶିଷ୍ଟ ଅଫ୍ ଗ୍ରିଡ ସୌରଶକ୍ତି ଅନ୍ତର୍ଭୁକ୍ତ। ୧,୩୪୩ ମେଗାୱାଟ୍‌ ଅକ୍ଷୟ ଶକ୍ତିରୁ ୨୮% କାର୍ଯ୍ୟର ଅଗ୍ରଗତି ଜାରି ରହିଛି। ସୁନ୍ଦରଗଡ଼ ଅନୁଗୁଳ , ବଲାଙ୍ଗୀର , ଝାରସୁଗୁଡ଼ା ଓ ଢେଙ୍କାନାଳ ଜିଲ୍ଲା ଏକ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଛି । ଇଣ୍ଡିଆନ୍ ରିନିୱେବଲ୍ ଏନର୍ଜି ଏଜେନ୍ସି ଲିମିଟେଡ୍(ଇରେଡା) ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ କୁମାର ଦାସ ଯୋଗଦେଇ କହିଲେ, ୨୦୩୦ ସୁଦ୍ଧା ୧୦ ଗିଗାଵାଟ୍‌ କ୍ଷମତା ହାସଲ କରିବାକୁ ରାଜ୍ୟ ସରକାର ଯେଉଁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ଇରେଡା ସେଥିରେ ନିଜର ପ୍ରତିବଦ୍ଧତା ଜଣାଉଛି। ସୌର, ଜଳ, ଇଥାନଲ ଓ ଅକ୍ଷୟ ଶକ୍ତି ଉତ୍ପାଦନ କ୍ଷେତ୍ରରେ ଓଡ଼ିଶାରେ ସବୁଜ ଶକ୍ତି ପ୍ରକଳ୍ପ ପାଇଁ ଇରେଡା ୩ ହଜାର କୋଟିରୁ ଅଧିକ ଟଙ୍କା ମଞ୍ଜୁର କରିସାରିଛି। ଏକ ଅଗ୍ରଣୀ ସୌର ଶକ୍ତି ଉତ୍ପାଦନକାରୀ ଓ ସୌର ଉପକରଣ ଉତ୍ପାଦନର ହବ୍ ଭାବେ ଉଭା ହେବାକୁ ଓଡ଼ିଶାରେ ସମ୍ଭାବନା ରହିଛି। ଇରେଡା ଦେଶରେ ୨.୦୮ ଲକ୍ଷ କୋଟିରୁ ଅଧିକ ମଞ୍ଜୁର କରିଛି। ଅକ୍ଷୟ ଶକ୍ତି ପ୍ରକଳ୍ପଗୁଡ଼ିକ ପାଇଁ ୧.୩୬ ଲକ୍ଷ କୋଟି ଟଙ୍କା ପ୍ରଦାନ କରିଛି। ଅକ୍ଷୟ ଶକ୍ତି ଋଣ ଅର୍ଥ ଯୋଗାଣ କ୍ଷେତ୍ରରେ ୧୦-୧୫% ଅବଦାନ ସହ ଭାରତର ସବୁଜ ଶକ୍ତି ଲକ୍ଷ୍ୟକୁ ଆଗକୁ ବଢ଼ାଇବାକୁ ଇରେଡା ପ୍ରତିବଦ୍ଧ ରହିଥିବା ସେ କହିଥିଲେ।

ଗ୍ରିଡକୋ ପରିଚାଳନା ନିର୍ଦ୍ଦେଶକ ତ୍ରିଲୋଚନ ପଣ୍ଡା କହିଲେ ଯେ ୨୦୨୫ରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଦୃଷ୍ଟିରୁ ଆଜିର ବୈଠକ ଗୁରୁତ୍ବପୂର୍ଣ୍ଣ। ବର୍ତ୍ତମାନ ରାଜ୍ୟରେ ୨୦୦ ଗିଗାୱାଟ୍‌ର ସମ୍ଭାବନା ରହିଛି। ଆଗାମୀ ଦିନରେ ଅକ୍ଷୟ ଶକ୍ତି କ୍ଷେତ୍ରରେ ଆହୁରି ଅଭିବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଥିବା ସେ କହିଥିଲେ। ‘ଆଇଫରେଷ୍ଟ’ ସିଇଓ ତଥା ସଭାପତି ଚନ୍ଦ୍ରଭୂଷଣ ଏକ ସବୁଜ ଅର୍ଥନୀତି ଗଠନ ଦିଗରେ ସବୁଜ ପରିବେଶର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ। ଆଗାମୀ ୫ ବର୍ଷ ମଧ୍ୟରେ ଅକ୍ଷୟ ଶକ୍ତିର ଚାହିଦା ବୃଦ୍ଧି ପାଇବ ବୋଲି କହିଛନ୍ତି। ଏହି ନିବେଶକ ସମ୍ମିଳନୀରେ ୧୫୦ରୁ ଅଧିକ ବାଣିଜ୍ୟ ଓ ଶିଳ୍ପ କ୍ଷେତ୍ରରୁ ଉପଭୋକ୍ତା, ୧୦୦ରୁ ଅଧିକ ସୌରଶକ୍ତି ଉତ୍ପାଦନକାରୀ ସଂସ୍ଥା, ୪୦୦ ଜଣ ଯୋଗଦେଇ ଓଡ଼ିଶାକୁ ସୌରଶକ୍ତିର ହବ୍‌ରେ ପରିଣତ କରିବାକୁ ସଙ୍କଳ୍ପବଦ୍ଧ ହୋଇଥିଲେ।

 

Tags: INDIAnewsodisha
ShareTweetSendShare

RelatedNews

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.