Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜାତୀୟ

ସାରା ବିଶ୍ବରେ ଧୁମ ଧୁମଧାମରେ ପାଳିତ ହେଉଛି ଖ୍ରୀଷ୍ଟମାସ

Ramesh Parida by Ramesh Parida
Dec 25, 2024, 04:44 pm GMT+0530
FacebookTwitterWhatsAppTelegram

ଡ଼ିସେମ୍ବର 25 ତାରିଖକୁ ସାରା ବିଶ୍ବ ଖ୍ରୀଷ୍ଟମାସ ବା ବଡ଼ଦିନ ଭାବେ ପାଳନ କରାଯାଏ । ଖ୍ରୀଷ୍ଟ ଧର୍ମରେ ଏହି ଦିନକୁ ସବୁଠାରୁ ପବିତ୍ର ମନେ କରାଯାଇଥାଏ । ଖ୍ରୀଷ୍ଟଡ଼ର୍ମର ପ୍ରବର୍ତକ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଏହି ଦିନ ଧରାବତରଣ କରିଥିଲେ ବୋଲି ମାନ୍ୟତା ରହିଛି  । ଦୟା , କ୍ଷମା କରୁଣାର ଅବତାର ଥିଲେ ପ୍ରଭୁ ଯୀଶୁ । ମାନବ ସମାଜକୁ ଦିଗଦର୍ଶନ ଦେବା ଲାଗି ପରମେଶ୍ବରଙ୍କ ନିର୍ଦେଶରେ ସେ ଧରାବତରଣ କରିଥିଲେ । ସମାଜର ମଙ୍ଗଳ ପାଇଁ ସେ ହସିହସି ପ୍ରାଣବଳି ଦେଇଥିଲେ । ପ୍ରଭୁ ଯୀଶୁ ମାନବସମାଜକୁ ପ୍ରେମ ଏବଂ ମାନବିକତା ଶିକ୍ଷା ଦେଇଥିଲେ ।

 

ସେ ଜଗତର ଲୋକଙ୍କୁ ପ୍ରେମ ଏବଂ ଭାଇଚାରା ସହିତ ବଞ୍ଚିବାକୁ ବାର୍ତା ଦେଇଥିଲେ । ଏହି ଦିନଟିକୁ ଇରୋପୀୟ ରାଷ୍ଟ୍ରରେ ଖୁବ ଜାକଜମକରେ ପାଳନ କରାଯାଉଥିଲାବେଳେ ଆଜିକାଲି ପ୍ରାୟତଃ ସବୁସ୍ଥାନରେ ଏହି ଦିବସ ପାଳନ କରାଯାଉଛି । ବଡ଼ଦିନ ପାଳନ ଅବସରରେ ଚର୍ଚ୍ଚଗୁଡ଼ିକୁ ବିଭିନ୍ନ ରଙ୍ଗବେରଙ୍ଗର ଆଲୋକମାଳା ତାରକାରେ  ସଜ୍ଜିତ କରାଯାଇ କ୍ୟାରୋଲ ସଙ୍ଗୀତ ଗାନ ସମୂହ ପ୍ରାର୍ଥନା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଆୟୋଜନ କରାଯାଏ । ଖ୍ରୀଷ୍ଟ ଧର୍ମର ଲୋକେ ବଡ଼ଦିନ ଉପଲକ୍ଷେ ନିଜ ଘରକୁ ଆଲୋକମାଳା ଓ ଫୁଲରେ ସଜାଇବା ସହ ନୂତନ ପୋଷାକ ପରିଧାନ କରିଥାନ୍ତି। ଏହି ଅବସରରେ ବିଭିନ୍ନ ପ୍ରକାରର ସୁସ୍ବାଦୁ ବ୍ୟଞ୍ଜନ ମଧ୍ୟ ପ୍ରସ୍ତୁତ କରାଯାଇଥାଏ।

ବଡ଼ଦିନରେ କେକ୍‌ର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ସମସ୍ତେ ମିଳିତ ହୋଇ କେକ୍‌ କାଟିବା ସହ ପରସ୍ପରକୁ ଏହାକୁ ଖୁଆଇ ଏହି ଦିନର ଶୁଭ କାମନା ଜଣାଇଥାନ୍ତି। ଛକ ଛକରେ ଲାଇଟ୍‌ ଲଗାଇ ଖ୍ରୀଷ୍ଟମାସ୍‌ ଗଛ ସଜାଇ ଥା’ନ୍ତି ଖ୍ରୀଷ୍ଟଧର୍ମାବଲମ୍ବୀ ଲୋକେ। ଏହି ଅବସରରେ ଲୋକେ ପରସ୍ପରକୁ ଉପହାର ଦେଇ ଶୁଭକାମନା ଜଣାଇଥାନ୍ତି। ଏହି ଦିନର ସବୁଠାରୁ ଆକର୍ଷଣୀୟ ବିଷୟ ହେଉଛି ଖ୍ରୀଷ୍ଟମାସ୍‌ ଟ୍ରି ଓ ସାନ୍ତାକ୍ଲଜ୍। ପ୍ରଥମେ ଲଣ୍ଡନରେ ଏହି ଖ୍ରୀଷ୍ଟମାସ୍‌ ଟ୍ରି ପରମ୍ପରା ଆରମ୍ଭ ହୋଇଥିଲା। ପିଲାଙ୍କ ଆୟୁଷ ବଢ଼ିବା ନିମନ୍ତେ ଏହି ଗଛ ସଜ୍ଜାଯାଉଥିବା କୁହାଯାଏ।

ଖ୍ରୀଷ୍ଟମାସ୍‌ ପର୍ବଟି ମୁଖ୍ୟତଃ ଛୋଟ ପିଲାମାନଙ୍କ ପାଇଁ ଅଧିକ ଆନନ୍ଦ ଓ ଉଲ୍ଲାସ ଆଣି ଦେଇଥାଏ। ଏହି ଦିନରେ ପିଲାମାନଙ୍କୁ ତାଙ୍କ ପସନ୍ଦର ଖାଦ୍ୟଦ୍ରବ୍ୟ ଖାଇବାକୁ ମିଳିବା ସହ ବହୁ ଉପହାର ମଧ୍ୟ ମିଳିଥାଏ। ମାନ୍ୟତା ଅନୁଯାୟୀ, ସାନ୍ତାକ୍ଲଜ୍‌ ସ୍ୱର୍ଗରୁ ଆସି ସଭିଁଙ୍କ ପାଇଁ ଉପହାର ସହ ଖୁସି ଦେଇଯାଆନ୍ତି। ତେଣୁ ଏହି ଦିନରେ କିଛି ବ୍ୟକ୍ତି ସାନ୍ତାକ୍ଲଜ୍‌ ବେଶରେ ସଜେଇ ହୋଇ ପିଲାମାନଙ୍କୁ ଉପହାର ପ୍ରଦାନ କରିଥାଆନ୍ତି।

 

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.