Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜାତୀୟ

ଯିଏ 24 ବର୍ଷରେ ପାଣି ଯୋଗାଇ ପାରିଲେ ନାହିଁ ସିଏ ପୁଣି କହିବେ ବିଜେପି ମିଛ କହୁଛି – ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Ramesh Parida by Ramesh Parida
Dec 26, 2024, 04:53 pm GMT+0530
FacebookTwitterWhatsAppTelegram

ନବୀନ ପଟ୍ଟନାୟକଙ୍କୁ କଟାକ୍ଷ । କଟାକ୍ଷ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । କହିଲେ ଏତେ ଦିନ ଶାସନରେ ରହିଲେ କିନ୍ତୁ ପାଣି ସମସ୍ତଙ୍କୁ ଯୋଗାଇପାରିଲେ ନାହିଁ । ନବୀନଙ୍କ ଭିଡ଼ିଓ ବାର୍ତାକୁ କଡ଼ା ଭାଷାରେ ସମାଲୋଚନା କରିଛି ବିଜେପି ।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  କହିଛନ୍ତି ତାଙ୍କୁ କିଏ ଲେଖା ଧରାଇ ଦେଇଥିବ ଓ ସେ ଅଜାଣତରେ ପଢି ଦେଇଥିବେ । ଯିଏ ନିଜ ବାପାଙ୍କ ଜନ୍ମମାଟିରେ 24 ବର୍ଷରେ ପାଣି ଯୋଗାଇ ପାରିଲେ ନାହିଁ ସିଏ ପୁଣି କହିବେ ବିଜେପି ମିଛ କହୁଛି ।

ବିଜେପି ମୁଖପାତ୍ର ବିରଞ୍ଚି ନାରାୟଣ ତ୍ରିପାଠୀ ନବୀନଙ୍କୁ କଟାକ୍ଷ କରି କହିଛନ୍ତି  ଚବିଶ ବର୍ଷ ଧରି ବୋଧେ ମିଛ ସ୍ଳୋଗାନ ତିଆରି କରୁଥିଲେ ବିଜେଡ଼ି ସେଥିପାଇଁ ପରାଜୟ ପରେ ନବୀନ ଏଭଳି କହୁଛନ୍ତି ।

ଓଡ଼ିଶାବାସୀ ବିଜେପିକୁ ବିପୁଳ ସମର୍ଥନ ଦେଇଛନ୍ତି । ଓଡ଼ିଶାବାସୀଙ୍କ ଠାରୁ ପ୍ରତ୍ୟାଖ୍ୟାତ ହେବା ପରେ କିଛି ତ ଲୋକଙ୍କୁ କହିବାକୁ ପଡ଼ିବ । ବିଜେପି ଯେଉଁ ପ୍ରତିଶ୍ରୁତି ଦେଇଥିଲା ତାକୁ ଅକ୍ଷରେ ଅକ୍ଷରେ ପାଳନ କରୁଛି ।

ଶହେ ବର୍ଷ ନୁହେଁ  ଆଗାମୀ ଶହେ ଦିନ ଦେଖନ୍ତୁ ନବୀନ । ବିଜେଡ଼ି  ନେତାମାନେ ବିଜେଡ଼ି ହାରିବାର ଦୁଇ ଶହ ଦିନ ହୋଇନାହିଁ । ସାଂସଦ ଏବଂ ନିର୍ବାଚିତ ପ୍ରତିନିଧିମାନେ ବିଜେପିରେ ମିଶୁଛନ୍ତି । ନୂଆ ସରକାରଙ୍କ ସଫଳତା ଦେଖିକି ବିଜେଡ଼ି ହତୋସାହିତ ହୋଇ ପଡ଼ିଛି । ସେଥିପାଇଁ ବିଳିବିଳେଇବା ଆରମ୍ଭ କରିଛି ।

ଏଣେ ବିଜେପି ମୁଖପାତ୍ର ବିରଞ୍ଚି ନାରାୟଣ ତ୍ରିପାଠୀ ନବୀନଙ୍କୁ କଟାକ୍ଷ କରି କହିଛନ୍ତି, ଚବିଶ ବର୍ଷ ଧରି ବୋଧେ ମିଛ ସ୍ଲୋଗାନ ତିଆରି କରୁଥିଲା ବିଜେଡି ସେଥିପାଇଁ ପରାଜୟ ପରେ ନବୀନ ଏଭଳି କହୁଛନ୍ତି। ଓଡ଼ିଶାବାସୀ ବିଜେପିକୁ ବିପୁଳ ସମର୍ଥନ ଦେଇଛନ୍ତି।

ଓଡିଶାବାସୀଙ୍କ ଠାରୁ ପ୍ରତ୍ୟାଖ୍ୟାତ ହେବା ପରେ କିଛି ତ ଲୋକମାନଙ୍କୁ କହିବାକୁ ପଡ଼ିବ। ବିଜେପି ଯେଉଁ ପ୍ରତିଶ୍ରୁତି ଦେଇଥିଲା, ତାକୁ ଅକ୍ଷରେ ଅକ୍ଷରେ ପାଳନ କରୁଛି।

ସେ ଆହୁରି କହିଛନ୍ତି, ଶହେ ବର୍ଷ ନୁହେଁ, ଆଗାମୀ ଶହେ ଦିନ ଦେଖନ୍ତୁ ନବୀନ। ବିଜେଡି ନେତାମାନେ ବିଜେଡି ହାରିବାର ଦୁଇ ଶହ ଦିନ ହୋଇନାହିଁ, ସାଂସଦ ଏବଂ ନିର୍ବାଚିତ ପ୍ରତିନିଧିମାନେ ବିଜେପିରେ ମିଶୁଛନ୍ତି। ନୂଆ ସରକାରଙ୍କ ସଫଳତା ଦେଖିକି ବିଜେଡି ହତୋତ୍ସାହିତ ହୋଇ ପଡିଛି। ସେଥିପାଇଁ ବିଳିବିଳେଇବା ଆରମ୍ଭ କରିଛି।

 

 

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.