Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜାତୀୟ

ମନମୋହନଙ୍କ ସମାଧି ପାଇଁ ସ୍ଥାନ ଦେବାକୁ ଦାବି

Ramesh Parida by Ramesh Parida
Dec 28, 2024, 08:12 am GMT+0530
FacebookTwitterWhatsAppTelegram

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କର ଗୁରୁବାର 92 ବର୍ଷ ବୟସରେ ଦେହାନ୍ତ ହୋଇଛି । ସେ ଦିଲ୍ଲୀ ଏମ୍ସରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ । ତେବେ ଆଜି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ସମାଧି ପାଇଁ ସ୍ଥାନ ଦେବାକୁ ଦାବି କରିଛନ୍ତି ।

ମଲ୍ଲିକାର୍ଜୁନ ଖଡ଼ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତଶାହାଙ୍କ ସହ ଫୋନରେ କଥାବାର୍ତା କରି ଓ ଚିଠି ଲେଖି ଅପିଲ କରିଛନ୍ତି ଯେ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର ଏବଂ ସ୍ମାରକ ସ୍ଥାପନ କରିବା ତାଙ୍କ ପାଇଁ ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ । ମନମୋହନ ସିଂଙ୍କ ଶେଷ ରୀତିନୀତି ଶନିବାର ଦିନ ଅନୁଷ୍ଠିତ ହେବ। ଏହାପୂର୍ବରୁ ତାଙ୍କର ଶେଷଦର୍ଶନ ପାଇଁ ଶନିବାର ସକାଳେ କଂଗ୍ରେସ କାର୍ଯ୍ୟାଳୟରେ ରଖାଯିବ। ମନମୋହନ ସିଂଙ୍କ ଗୁରୁବାର ଦେହାନ୍ତ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କଂଗ୍ରେସ ସଂସଦୀୟ ଦଳର ମୁଖ୍ୟ ସୋନିଆ ଗାନ୍ଧୀ, ଦଳର ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ, ରାହୁଲ ଗାନ୍ଧୀଙ୍କ ସମେତ ବହୁ ବିଶିଷ୍ଟ ନେତା ଶୁକ୍ରବାର ତାଙ୍କ ବାସଭବନରେ ପହଂଚି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଅନ୍ୟପଟେ ମନମୋହନଙ୍କ ଦେହାନ୍ତ ପରେ ଏକ ଭିଡିଓ ବାର୍ତ୍ତାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଥିଲେ  । ଡ. ସିଂହଙ୍କ ବିୟୋଗ ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ସେ କହିଥିଲେ । ଜୀବନର ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବା ଏକ ସାଧାରଣ ଉପଲବ୍ଧି ନୁହେଁ ଏବଂ ବିଭାଜନ ସମୟରେ ଭାରତ ଆସିବା ପରେ ଅନେକ କିଛି ହରାଇବା ସତ୍ତ୍ୱେ ଡ. ସିଂହ ଜଣେ ସଫଳ ବ୍ୟକ୍ତିତ୍ୱ ଥିଲେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ଡ. ସିଂହଙ୍କ ଜୀବନ ଭବିଷ୍ୟତ ପିଢ଼ିକୁ କିପରି ପ୍ରତିକୂଳ ପରିସ୍ଥିତିରୁ ଉପରକୁ ଉଠିବା ଏବଂ ସଫଳତାର ସୁଦୀର୍ଘ ଉଚ୍ଚତା ହାସଲ କରିହୁଏ ତାହା ଶିକ୍ଷା ଦେଉଛି ।

ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ ଯେ ଡ. ସିଂହଙ୍କୁ ସର୍ବଦା ଦୟାଳୁ ବ୍ୟକ୍ତି, ଶିକ୍ଷିତ ଅର୍ଥନୀତିଜ୍ଞ ତଥା ସଂସ୍କାର ପାଇଁ ଉତ୍ସର୍ଗୀକୃତ ନେତା ଭାବରେ ସ୍ମରଣ କରାଯିବ । ଏହି ଅବସରରେ ସେ ଅର୍ଥନୀତିଜ୍ଞ ଭାବରେ ବିଭିନ୍ନ ସ୍ତରରେ ଭାରତ ସରକାରଙ୍କ ପାଇଁ ଡ. ସିଂହଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ । ଚ୍ୟାଲେଞ୍ଜ ସମୟରେ ଭାରତର ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଭାବରେ ଡ. ସିଂହଙ୍କ ଭୂମିକାକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ ।

 

 

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.