Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜାତୀୟ

ଆଜି ପଞ୍ଚଭୂତରେ ଲୀନ ହେବେ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ

Ramesh Parida by Ramesh Parida
Dec 28, 2024, 10:42 am GMT+0530
FacebookTwitterWhatsAppTelegram

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ହେବ ଶେଷକୃତ୍ୟ। ପଞ୍ଚଭୂତରେ ଲୀନ ହେବ ଡକ୍ଟର ମନମୋହନ ସିଂହ ମରଶରୀର । ଦିନ ୧୧ଟା ୪୫ ମିନିଟରେ ନିଗମବୋଧ ଘାଟରେ ହେବ ସ୍ବର୍ଗତ ମନମୋହନ ସିଂହ ଶେଷକୃତ୍ୟ। ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ କେନ୍ଦ୍ରମନ୍ତ୍ରୀ। ମନମୋହନ ସିଂହଙ୍କ ଶେଷକୃତ୍ୟ ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେବ। ସକାଳ ସାଢେ ୯ଟାରେ ଆରମ୍ଭ ହେବ ଶେଷ ଯାତ୍ରା । କଂଗ୍ରେସ ସାଧାରଣ ସମ୍ପାଦକ କେସି ବେଣୁଗୋପାଳ କହିଛନ୍ତି ଯେ ଶନିବାର ସକାଳ ୯ଟା୩୦ରେ ଦିଲ୍ଲୀ ସ୍ଥିତି ଏଆଇସିସି ମୁଖ୍ୟାଳୟରୁ ନିଗମବୋଧ ଘାଟ ପର୍ଯ୍ୟନ୍ତ ଶ୍ରୀ ସିଂହଙ୍କ ଅନ୍ତିମ ଯାତ୍ରା ବାହାରିବ। ପ୍ରଥମେ ମନମୋହନ ସିଂହଙ୍କ ବାସଭବନରୁ ନୂଆଦିଲ୍ଲୀ ସ୍ଥିତ କଂଗ୍ରେସ ମୁଖ୍ୟାଳୟ ଅଭିମୁଖେ ବାହାରିବ ପାର୍ଥିବ ଶରୀର । କଂଗ୍ରେସ ମୁଖ୍ୟାଳୟରେ ଅନ୍ତିମ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ଦଳୀୟ ନେତା, କର୍ମୀ ଓ ସାଧାରଣ ଜନତା। ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ଯାଦାର ସହ ସମ୍ପନ୍ନ ହେବ।

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଚିରଦିନ ପାଇଁ ମୌନ ହୋଇଯାଇଛନ୍ତି। ୯୨ ବର୍ଷରେ ଗୁରୁବାର ରାତିରେ ପ୍ରାଣ ହରାଇଥିବା ପ୍ରିୟ ଜନନେତାଙ୍କୁ ଦେଶବାସୀ ଝୁରୁଛନ୍ତି। ଗାଁଠୁ ସହର ଯାଏଁ ସବୁଠି ଶୋକ ପାଳନ କରାଯାଉଛି। ଦେଶର ଅର୍ଥନୀତିକୁ ସୁଧାରିଥିବା ଏହି ମହାନ ଅର୍ଥନୀତିଜ୍ଞଙ୍କ ତ୍ୟାଗକୁ ସମସ୍ତେ ମନେ ପକାଉଛନ୍ତି। ତାଙ୍କ ପରଲୋକରେ ଜାତୀୟ ପତାକାକୁ ଅର୍ଦ୍ଧନମିତ ରଖାଯାଇଛି। ବିଭିନ୍ନ ସରକାରୀ କାର୍ଯ୍ୟକ୍ରମକୁ ବାତିଲ କରିଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସମେତ କେନ୍ଦ୍ର କ୍ୟାବିନେଟର ଅନ୍ୟ ମନ୍ତ୍ରୀମାନେ ଶୁକ୍ରବାର ତାଙ୍କ ବାସଭବନରେ ପହଞ୍ଚି ଡ. ମନମୋହନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି। ଏହା ପୂର୍ବରୁ କେନ୍ଦ୍ର କ୍ୟାବିନେଟ ବୈଠକରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଶୋକ ପ୍ରସ୍ତାବ ପାରିତ କରାଯାଇଥିଲା।

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.