Sunday, May 11, 2025
No Result
View All Result
Odisha 365

Latest News

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଚନ୍ଦ୍ରବାବୁ ନାଇଡ଼ୁ ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ

Ramesh Parida by Ramesh Parida
Dec 31, 2024, 03:28 pm GMT+0530
FacebookTwitterWhatsAppTelegram

ଦେଶର 31 ମୁଖ୍ୟମନ୍ତ୍ରୀ ଙ୍କ ମଧ୍ୟରୁ ଆନ୍ଧପ୍ରଦେଶର ମୁଖ୍ୟମନ୍ତ୍ରୀ ତଥା ଟିଡ଼ିପି ନେତା ଏନ ଚନ୍ଦ୍ରବାବୁ ନାଇଡ଼ୁ ସବୁଠାରୁ ଧନୀ । ତାଙ୍କ ପଛକୁ ଧନ୍ୟ ମୁଖ୍ୟମନ୍ତ୍ରୀ ତାଲିକାରେ ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁ ଦ୍ବିତୀୟ ଏବଂ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ତୃତୀୟ ସ୍ଥାନରେ ରହିଛନ୍ତି        ।  ନାଇଡ଼ୁଙ୍କ ସମ୍ପତ୍ତି 931 କୋଟି ପେମା ଖଣ୍ଡୀଙ୍କ ସଂପତ୍ତି 332 କୋଟି ଏବଂ ସିଦ୍ଦରମୈୟାଙ୍କ ସଂପତ୍ତି 51 କୋଟି ରହିଛି । 31 ମୁଖ୍ୟମନ୍ତ୍ରୀଙ୍କ ହାରାହାରି ସଂପତ୍ତି 52.59 କୋଟି ରହିଥିବା ଜଣାଯାଇଛି । ଅନ୍ୟପକ୍ଷରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ଼୍ଡ଼ୀ ଙ୍କ ବିରୋଧରେ ସର୍ବାଧିକ ଅପରାଧିକ ମାମଲା ରହିଛି ।

ଆସୋସିଏସନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ଓ ନ୍ୟାସନାଲ୍‌ ଇଲେକ୍‌ସନ୍‌ ୱାଚ୍‌ (ଏନ୍‌ଇଡବ୍ଲୁ) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନେ ଦାଖଲ କରିଥିବା ନିର୍ବାଚନ ସତ୍ୟପାଠରେ ଦେଇଥିବା ସ୍ଥାବର ଓ ଅସ୍ଥାବର ସମ୍ପତ୍ତି, ଅପରାଧିକ ମାମଲା ଆଦିର ଅନୁଶୀଳନରୁ ଏହା ଜଣାଯାଇଛି।  ସମସ୍ତ ୩୧ ମୁଖ୍ୟମନ୍ତ୍ରୀଙ୍କ ମୋଟ ସମ୍ପତ୍ତିର ପରିମାଣ ୧୬୩୦ କୋଟି ଟଙ୍କା। ରିପୋର୍ଟ ଅନୁସାରେ, ଚନ୍ଦ୍ରବାବୁ ନାଇଡ଼ୁଙ୍କ ମୋଟ ୯୩୧ କୋଟି ଟଙ୍କାର ସମ୍ପତ୍ତି ରହିଛି। ତାଙ୍କ ବିରୋଧରେ ୧୦କୋଟି ଟଙ୍କାର ଋଣ ରହିଛି। କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ମୋଟ ସମ୍ପତ୍ତି ୫୧ କୋଟି ରହିଛି। ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ତାଙ୍କ ସ୍ଥାନ ତୃତୀୟରେ ରହିଛି। ସିଦ୍ଦରମୈୟାଙ୍କ ୨୩ କୋଟି ଟଙ୍କାର ଋଣ ରହିଛି। ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ୩୩୨ କୋଟି ଟଙ୍କା ଏବଂ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ତାଙ୍କ ସ୍ଥାନ ଦ୍ବିତୀୟରେ ରହିଛି। ତେବେ ତାଙ୍କର ୧୮୦ କୋଟି ଟଙ୍କାର ଋଣ ରହିଛି। ଧନୀ ମୁଖ୍ୟମନ୍ତ୍ରୀ ତାଲିକାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସବୁଠାରୁ ନିମ୍ନରେ ଅଛନ୍ତି। ତାଙ୍କର ମୋଟ ସମ୍ପତ୍ତିର ମୂଲ୍ୟ ୧୫ଲକ୍ଷ ରହିଛି। ଜମ୍ମୁ ଓ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବ୍‌ଦୁଲ୍ଲାଙ୍କ ମୋଟ ସମ୍ପତ୍ତି ୫୫ ଲକ୍ଷ ଥିବା ବେଳେ କେରଳ ମୁଖ୍ୟମନ୍ତ୍ରୀ ପିନରାୟୀ ବିଜୟନ୍‌ଙ୍କ ମୋଟ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ୧ କୋଟି ଟଙ୍କା ଅଟେ।

ଅପରାଧିକ ମାମଲା ପ୍ରସଙ୍ଗରେ ୩୧ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରୁ ୧୩ଜଣ ଅର୍ଥାତ୍‌ ୪୨ ପ୍ରତିଶତ ହିଁ ସେମାନଙ୍କ ବିରୋଧରେ ଥିବା ଅପରାଧିକ ମାମଲା ସମ୍ପର୍କରେ ଜଣାଇଛନ୍ତି। ୧୦ ଜଣ ମୁଖ୍ୟମନ୍ତ୍ରୀ ସେମାନଙ୍କ ବିରୋଧରେ ଅପହରଣ, ହତ୍ୟା ଉଦ୍ୟମ, ଅପରାଧିକ ଷଡ଼ଯନ୍ତ୍ର ଆଦି ସାଂଘାତିକ ଅପରାଧିକ ମାମଲା ରହିଥିବା ସତ୍ୟପାଠରେ ଉଲ୍ଲେଖ କରିଛନ୍ତି।  ତାଲିକାରେ ସର୍ବାଗ୍ରେ ରହିଥିବା ରେବନ୍ତ ରେଡ୍ଡୀଙ୍କ ବିରୋଧରେ ୭୨ଟି ବିଭିନ୍ନ ଅପରାଧିକ ମାମଲା ରହିଛି। ତାଙ୍କ ବିରୋଧରେ ଆଇପିସି ଧାରା ୫୦୬ରେ ୩୪ଟି ମାମଲା,  ୫୦୫ (୨)ରେ ୨୨ଟି ମାମଲା, ୫୦୫ରେ ୨ଟି ମାମଲା, ୪୨୦ରେ ଦୁଇଟି ମାମଲା, ୪୭୭ (କ)ରେ ଗୋଟିଏ ମାମଲା, ଆଇପିସି ଧାରା ୨୯୫(କ)ରେ ଗୋଟିଏ ମାମଲା ରହିଛି। ତାଙ୍କ ପଛକୁ ଦ୍ବିତୀୟ ସ୍ଥାନରେ ରହିଥିବା ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ତଥା ଡିଏମ୍‌କେ ନେତା ଷ୍ଟାଲିନ୍‌ଙ୍କ ବିରୋଧରେ ୪୭ଟି ମାମଲା ରହିଛି। ସେ ମଧ୍ୟରୁ ୧୧ଟି ମାମଲା ସାଂଘାତିକ ଅପରାଧ ଅଟେ।

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.