Friday, May 9, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜୀବନଶ yle ଳୀ

ନୂଆ ବର୍ଷରେ କାହା ବିରୋଧରେ ଅଭିଯୋଗ କରନ୍ତୁ ନାହିଁ

Ramesh Parida by Ramesh Parida
Jan 1, 2025, 08:25 am GMT+0530
FacebookTwitterWhatsAppTelegram

ଅଦ୍ୟ ଜାନୁଆରୀ ମାସ ୦୧ ତାରିଖ ୨୦୨୫ ମସିହା (ବୁଧବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ପୌଷ ମାସ- ଶୁକ୍ଳପକ୍ଷ
ତିଥି- ଦ୍ଵିତୀୟା ରାତ୍ରି ଘ ୦୨/୩୮ ଗତେ ତୃତୀୟା
ନକ୍ଷତ୍ର- ଉତ୍ତରାଷାଢ଼ା ରାତ୍ରି ଘ୧୨/୩୮ଗତେ ଶ୍ରବଣ।
ଚନ୍ଦ୍ର – ଧନୁ ପ୍ରାତଃ ଘ୦୬/୫୭ ଗତେ ମକର
ଯୋଗ- ଵ୍ୟାଘାତ
କରଣ – ବାଳବ
ସୌରମାସ- ଧନୁ ୧୭ ଦିନ

ସୁର୍ୟୋଦୟ-ପ୍ରାତଃ ଘ୦୬/୨୬/୨୧
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୫/୫୭

ମେଷ: ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରର ବାତାବରଣ ଭଲ ରହିବ। ଜୀବନସାଥୀ ଆପଣଙ୍କ ପସନ୍ଦର ପୋଷାକ ଦେବେ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ। ନୂଆ ବର୍ଷରେ କାହା ବିରୋଧରେ ଅଭିଯୋଗ କରନ୍ତୁ ନାହିଁ

ବୃଷ: ବେପାରରେ ଯଥେଷ୍ଟ ଲାଭ ହେବ। ଭାଇ ଭଉଣୀଙ୍କ ଠାରୁ କୌଣସି କାମରେ ସାହାଯ୍ୟ ନେଇ ପାରନ୍ତି। ଧନଲାଭର ଅବସର ପ୍ରାପ୍ତ ହେବ। ଜୀବନସାଥୀ ସାଥୀ ସହ ସମୟ ଅତିବାହିତ କରିବେ।

ମିଥୁନ: ଘରର ମାହୋଲ ସୁଖ ଶାନ୍ତି ଭରା ରହିବ। ପରିସ୍ଥିତି ସହିତ ଭଲଭାବେ ତାଳମେଳ ବନାଇ ନେବେ। ଆପଣଙ୍କର ସକାରାତ୍ମକ ବ୍ୟବହାର ଲୋକମାନଙ୍କୁ ପସନ୍ଦ ହେବ। ଯାନ ସାବଧାନତାର ସହ ଚଳାନ୍ତୁ। ‌ନୂଆ ବର୍ଷରେ କାହା ବିରୋଧରେ ଅଭିଯୋଗ କରନ୍ତୁ ନାହିଁ

କର୍କଟ: ଆପଣଙ୍କୁ ପରିଶ୍ରମ ଅନୁସାର ହି ଧନଲାଭ ହେବ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। କାରବାରରେ ଲାଗି ରହିଥିବା ବାଧା ବାପାଙ୍କ ସହଯୋଗରେ ସମାପ୍ତ ହୋଇଯିବ। ଛାତ୍ରୀଙ୍କ ଲାଗି ଦିନଟି ଭଲ।

ସିଂହ: ନୂଆ କାମ କରିବା ଲାଗି ଦିନଟି ଶୁଭ। ଅଚାନକ ଧନଲାଭ ହେବ। ପିଲାମାନେ କିଛି ନୂଆ କରିବାକୁ ଭାବିବେ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ସମୟ ବିତିବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ବହୁତ ଭଲ ରହିବ।

କନ୍ୟା: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଯାହା ଭାବି ନାହାନ୍ତି ସେହି କାମ ବି ପୂରା ହୋଇ ଯାଇପାରେ। ଆପଣଙ୍କ ମନର ଚିନ୍ତା ସମାପ୍ତ ହେବ। ରୁଷ୍ଟ ଥିବା ବନ୍ଧୁଙ୍କୁ ମନାଇବାରେ ସଫଳ ହେବେ। ନୂଆ ବର୍ଷରେ କାହା ବିରୋଧରେ ଅଭିଯୋଗ କରନ୍ତୁ ନାହିଁ

ତୁଳା: ପରିବାରରେ ତାଳମେଳ ବନାଇ ରଖନ୍ତୁ ସବୁ ଭଲ ହେବ। କୌଣସି କାମରେ ବନ୍ଧୁର ସାହାଯ୍ୟ ପାଇବେ।ବେପାରରେ ଲାଭ ହେବ। ଛାତ୍ରଛାତ୍ରୀ ପାଠପଢ଼ାରେ ଅଧିକ ସମୟ ଦେବା ଦରକାର।

ବିଛା: ବେପାରରେ ପ୍ରତିଦିନ ଅପେକ୍ଷା ଅଧିକ ଲାଭ ହେବ। ଚାକିରିଜୀବୀଙ୍କ ଲାଗି ଦିନଟି ଆରାମ ଦାୟକ ରହିବ।ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ପିଲା ମାଆ ସହିତ ଉଦ୍ୟାନକୁ ବୁଲି ଯିବେ।

ଧନୁ: କୌଣସି ବନ୍ଧୁ ମାଧ୍ୟମରେ ବେପାରରେ ଲାଭ ହେବ। ଚାକିରି ବଦଳାଇବାକୁ ଚାହୁଁଥିଲେ କିଛି ଦିନ ଅପେକ୍ଷା କରି ଯାଆନ୍ତୁ। ଗୃହିଣୀମାନେ ଘର କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ।

ମକର: ଚାକିରି ବୃତ୍ତି କ୍ଷେତ୍ରରେ ଟିକେ ସାବଧାନ ରହନ୍ତୁ। ସ୍ବାସ୍ଥ୍ୟ ଦୃଷ୍ଟିରୁ ଦିନଟି ଭଲ ରହିବ। ଆପଣ ନିଜର ଦିନଚର୍ଯ୍ୟା ପରିବର୍ତ୍ତନ କରିବେ। ଜୀବନ ପ୍ରତି ଆପଣଙ୍କର ଦୃଷ୍ଟିକୋଣ ସକାରାତ୍ମକ ରହିବ। ନୂଆ ବର୍ଷରେ କାହା ବିରୋଧରେ ଅଭିଯୋଗ କରନ୍ତୁ ନାହିଁ

କୁମ୍ଭ: ରାଜନୀତି ପ୍ରସଙ୍ଗରେ ଆପଣଙ୍କୁ ସଫଳତା ମିଳିବ। ଅନ୍ୟମାନଙ୍କୁ ସାହାଯ୍ୟ କରିବାର ମଉକା ହାତଛଡ଼ା କରନ୍ତୁ ନାହିଁ। କୌଣସି କାମ ତରବରିଆରେ କଲେ ଅସୁବିଧାରେ ସମ୍ମୁଖୀନ ହୋଇପାରନ୍ତି।

ମୀନ: ବେପାରରେ ଭାଗ୍ୟର ସହଯୋଗ ପାଇବେ। ଅନ୍ୟମାନଙ୍କ ମଧ୍ୟରେ ଆପଣଙ୍କର ପ୍ରଭାବ ବଢ଼ିବ। ସୋଫ୍ଟୱାର ଇଂଜିନିୟରିଂ ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। ଆପଣଙ୍କ କାମ ଦେଖି କତୃପକ୍ଷ ଖୁସି ହେବେ।

ShareTweetSendShare

RelatedNews

ଦହି ଓ ଗୁଡର ମିଶ୍ରଣ ଖାଇଲେ ମିଳିବ ଜବରଦସ୍ତ ଫାଇଦା
Latest News

ଦହି ଓ ଗୁଡର ମିଶ୍ରଣ ଖାଇଲେ ମିଳିବ ଜବରଦସ୍ତ ଫାଇଦା

ଅମୃତଭଣ୍ଡାରେ ଥିବା ଭିଟାମିନ ସ୍କିନକୁ ପୋଷଣ ଦିଏ
ଜୀବନଶ yle ଳୀ

ଅମୃତଭଣ୍ଡାରେ ଥିବା ଭିଟାମିନ ସ୍କିନକୁ ପୋଷଣ ଦିଏ

ଆମ୍ବ ତ୍ବଚାକୁ ସୁନ୍ଦର ରଖିବେରେ ସାହାଜ୍ଯ କରେ
ଜୀବନଶ yle ଳୀ

ଆମ୍ବ ତ୍ବଚାକୁ ସୁନ୍ଦର ରଖିବେରେ ସାହାଜ୍ଯ କରେ

ଦହିକୁ କିପରି ଖାଇଲେ ଶରୀର ପାଇଁ ଲାଭଦାୟକ ହେବ ?
ଜୀବନଶ yle ଳୀ

ଦହିକୁ କିପରି ଖାଇଲେ ଶରୀର ପାଇଁ ଲାଭଦାୟକ ହେବ ?

ହାଡକୁ ମଜବୁତ କରେ ଖଜୁର
ଜୀବନଶ yle ଳୀ

ହାଡକୁ ମଜବୁତ କରେ ଖଜୁର

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.