Sunday, May 11, 2025
No Result
View All Result
Odisha 365

Latest News

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଚାଷୀଙ୍କୁ ନବ ବର୍ଷର ଭେଟି , ଫସଲ ବୀମା ଯୋଜନା ଆବଣ୍ଟନକୁ ବୃଦ୍ଧି କଲେ ମୋଦି ସରକାର

Ramesh Parida by Ramesh Parida
Jan 2, 2025, 09:34 am GMT+0530
FacebookTwitterWhatsAppTelegram

ଅଦିନିଆ ବର୍ଷ ଭଳି ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କୁ ନଜରରେ ରଖି କେନ୍ଦ୍ର ସରକାର ବର୍ଷର ପ୍ରଥମ କ୍ୟାବିନେଟ ବୈଠକରେ ଦୁଇଟି ବଡ଼ ନିଷ୍ପତ୍ତି ନେଇଛନ୍ତି । ନୂଆବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବଣ୍ଟନକୁ 69,515 କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି । ଏହା ଦ୍ବାରା 4 କୋଟି ଚାଷୀ ଲାଭବାନ ହେବେ । ଏଥି ସହିତ ଡ଼ିଏପି ସାର ପାଇଁ 3,850 କୋଟି ଟଙ୍କାର ଏକ ପ୍ୟାକେଜକୁ ଅନୁମୋଦନ ପ୍ରଦାନ କରାଯାଇଛି । ଫଳରେ ଚାଷୀମାନେ 50 କେଜିଆ ଡ଼ିଏପି ସାରକୁ ପୂର୍ବଭଳି 1350 ଟଙ୍କାରେ କିଣିବାକୁ  ସକ୍ଷମ ହେବେ । ୨୦୧୪-୨୪ ମଧ୍ୟରେ ସାର ସବ୍‌ସିଡି ବାବଦରେ ସରକାର ୧୧.୯ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଯାଇଥିବା ସରକାର ସୂଚନା ଦେଇଛନ୍ତି।

କ୍ୟାବିନେଟ୍ ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଓ ପୁନର୍ଗଠିତ ପାଣିପାଗ ଆଧାରିତ ଫସଲ ବୀମା ଯୋଜନାକୁ ୨୦୨୫-୨୬ ପର୍ଯ୍ୟନ୍ତ ଜାରି ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା। ୨୦୨୧-୨୨ରୁ ୨୦୨୫-୨୬ ପର୍ଯ୍ୟନ୍ତ ଏହି ଯୋଜନା ଲାଗି ଆବଣ୍ଟନକୁ ୬୯,୫୧୫.୭୧ କୋଟି ଟଙ୍କା କରାଯାଇଛି। ଏହା ବ୍ୟତୀତ ୮୨୪.୭୭ କୋଟି ଟଙ୍କାର ସୂଚନା ଓ ପ୍ରଯୁକ୍ତି ପାଣ୍ଠି ଗଠନ କରାଯାଇଛି। ସେହି ପାଣ୍ଠିରେ ଥିବା ରାଶିକୁ ୟେସ୍‌ ଟେକ୍, ୱିଣ୍ଡ୍‌ସ ଭଳି ବିଭିନ୍ନ ପ୍ରକାର ସ୍କିମ୍‌ରେ ପ୍ରଯୁକ୍ତି ପାଇଁ ବ୍ୟବହାର କରାଯିବ। ପ୍ରଯୁକ୍ତିର ବ୍ୟବହାର ଦ୍ବାରା ସ୍ବଚ୍ଛତା, ଦାବି ହିସାବ ଓ ଫଇସଲାରେ ଉନ୍ନତି ଆସିପାରିବ ବୋଲି ମନ୍ତ୍ରୀ କହିଛନ୍ତି। ୟେସ୍‌ ଟେକ୍‌ ହେଉଛି ପ୍ରଯୁକ୍ତି ବ୍ୟବହାର ଜନିତ ଅମଳ ଆକଳନ ବ୍ୟବସ୍ଥା ଯେଉଁଥିରେ ରିମୋଟ୍‌ ସେନ୍‌ସିଂ ପ୍ରଯୁକ୍ତି ବ୍ୟବହାର କରାଯାଇଛି। ବର୍ତ୍ତମାନ ଓଡ଼ିଶା ସମେତ ୯ଟି ରାଜ୍ୟରେ ଏହାକୁ ଲାଗୁ କରାଯାଇଛି। ସେହିପରି, ୱିଣ୍ଡ୍‌ସ ହେଉଛି ପାଣିପାଗ ସୂଚନା ଓ ନେଟ୍‌ୱର୍କ ତଥ୍ୟ ବ୍ୟବସ୍ଥା ଯେଉଁଥିରେ ବ୍ଲକ୍ ସ୍ତରରେ ସ୍ବୟଂକ୍ରିୟ ପାଣିପାଗ କେନ୍ଦ୍ର ଓ ପଞ୍ଚାୟତ ସ୍ତରରେ ସ୍ବୟଂକ୍ରିୟ ବର୍ଷା ମାପକ ସ୍ଥାପନ କରିବା ଯୋଜନା ରହିଛି।

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.