Thursday, May 15, 2025
No Result
View All Result
Odisha 365

Latest News

ଭୋଲାନାଥ ପାଣ୍ଡେଙ୍କ ମୃତ୍ୟୁ: ୧୯୭୮ରେ ଇନ୍ଦିରା ଗାନ୍ଧୀଙ୍କ ମୁକ୍ତି ପାଇଁ ବିମାନ ଅପହରଣ କରିଥିବା କଂଗ୍ରେସ ନେତା

 ପାକିସ୍ତାନ ଭାରତଠାରୁ ଯୁଦ୍ଧରେ ହାରିବା ତାର ଅଭ୍ୟାସ

ନାରଦମୁନି ହିନ୍ଦୁ ଶାସ୍ତ୍ର ପୁରାଣର ଜଣେ ଗୁରୁତ୍ୱପୂର୍ଣ୍ଣ ଚରିତ୍ର

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଗୁଜରାଟର ପୋରବନ୍ଦର ବିମାନବନ୍ଦରରେ କୋଷ୍ଟଗାର୍ଡ଼ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ମୃତ

Ramesh Parida by Ramesh Parida
Jan 5, 2025, 02:57 pm GMT+0530
FacebookTwitterWhatsAppTelegram

ଗୁଜରାଟର ପୋରବନ୍ଦର ବିମାନବନ୍ଦରରେ କୋଷ୍ଟଗାର୍ଡ଼ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଛି । ଅଗ୍ନିଶମ ଏବଂ ଡ଼ାକ୍ତରୀ ଦଳ ଘଟଣାସ୍ଥଳରେପହଞ୍ଚିଛନ୍ତି । ଡ଼ିଏମ ଏବଂ ଏସପି ଘଟଣାସ୍ଥଳରେ ପହଞ୍ଚିଛନ୍ତି । ନ୍ୟୁଜ ଏଜେନ୍ସି ଏନଆଇର ରିପୋର୍ଟ ଅନୁଯାୟୀ ଭାରତୀୟ ତଟରକ୍ଷୀ ବାହିନୀର ଜଣେ ଅଧିକାରୀ କହିଛନ୍ତି ଯେ ଏକ ନିୟମିତ ତାଲିମ ବିମାନ ଉଡ଼ଶଣ ସମୟରେ ଗୁଜରାଟର ପୋରବନ୍ଦରରେ କୋଷ୍ଟଗାର୍ଡ଼ର ଏଲଏଚ ଧ୍ରୁଭ ହେଲିକପ୍ଟର ଦିର୍ଘଟଣାଗସ୍ତ ହୋଇଛି । ଭୂମିରେ ମାଡ଼ହେବ ମାତ୍ରେ ହେଲିପ୍ଟରରେ ନିଆଁ ଲାଗିଯାଇଥିଲା ।

ଏହାପୂର୍ବରୁ ୨ ସେପ୍ଟେମ୍ବର ୨୦୨୪ରେ ପୋରବନ୍ଦର ଉପକୂଳ ନିକଟ ଆରବ ସାଗରରେ ଭାରତୀୟ ତଟରକ୍ଷୀ ବାହିନୀର ଏକ ଉନ୍ନତ ହାଲୁକା ହେଲିକପ୍ଟର ଖସିପଡିଥିଲା। ଏହି ଦୁର୍ଘଟଣା ପରେ ଚାରିଜଣ କ୍ରୁ ସଦସ୍ୟଙ୍କ ମଧ୍ୟରୁ ଜଣେ ଉଦ୍ଧାର ହୋଇଥିଲେ।

ଖବର ଅନୁଯାୟୀ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି ପରେ ଏହି ଦୁର୍ଘଟଣା ଘଟିଛି। ବିମାନରେ ଦୁଇଜଣ ପାଇଲଟ୍ ଏବଂ ଅନ୍ୟ ତିନି ଜଣ ଥିଲେ। ପ୍ରାରମ୍ଭିକ ସୂଚନା ଅନୁଯାୟୀ ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି।

Tags: INDIAnewsodisha
ShareTweetSendShare

RelatedNews

ଭୋଲାନାଥ ପାଣ୍ଡେଙ୍କ ମୃତ୍ୟୁ: ୧୯୭୮ରେ ଇନ୍ଦିରା ଗାନ୍ଧୀଙ୍କ ମୁକ୍ତି ପାଇଁ ବିମାନ ଅପହରଣ କରିଥିବା କଂଗ୍ରେସ ନେତା
Latest News

ଭୋଲାନାଥ ପାଣ୍ଡେଙ୍କ ମୃତ୍ୟୁ: ୧୯୭୮ରେ ଇନ୍ଦିରା ଗାନ୍ଧୀଙ୍କ ମୁକ୍ତି ପାଇଁ ବିମାନ ଅପହରଣ କରିଥିବା କଂଗ୍ରେସ ନେତା

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

Latest News

ଭୋଲାନାଥ ପାଣ୍ଡେଙ୍କ ମୃତ୍ୟୁ: ୧୯୭୮ରେ ଇନ୍ଦିରା ଗାନ୍ଧୀଙ୍କ ମୁକ୍ତି ପାଇଁ ବିମାନ ଅପହରଣ କରିଥିବା କଂଗ୍ରେସ ନେତା

ଭୋଲାନାଥ ପାଣ୍ଡେଙ୍କ ମୃତ୍ୟୁ: ୧୯୭୮ରେ ଇନ୍ଦିରା ଗାନ୍ଧୀଙ୍କ ମୁକ୍ତି ପାଇଁ ବିମାନ ଅପହରଣ କରିଥିବା କଂଗ୍ରେସ ନେତା

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

 ପାକିସ୍ତାନ ଭାରତଠାରୁ ଯୁଦ୍ଧରେ ହାରିବା ତାର ଅଭ୍ୟାସ

ନାରଦମୁନି ହିନ୍ଦୁ ଶାସ୍ତ୍ର ପୁରାଣର ଜଣେ ଗୁରୁତ୍ୱପୂର୍ଣ୍ଣ ଚରିତ୍ର

ନାରଦମୁନି ହିନ୍ଦୁ ଶାସ୍ତ୍ର ପୁରାଣର ଜଣେ ଗୁରୁତ୍ୱପୂର୍ଣ୍ଣ ଚରିତ୍ର

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.