Sunday, May 11, 2025
No Result
View All Result
Odisha 365

Latest News

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ପ୍ରବାସୀଙ୍କ ଉପସ୍ଥିତି ଓଡ଼ିଶା ପାଇଁ ଆଣିଛି ଖୁସି – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Ramesh Parida by Ramesh Parida
Jan 8, 2025, 11:59 am GMT+0530
FacebookTwitterWhatsAppTelegram

ଭୁବନେଶ୍ବର: ଆପଣମାନଙ୍କ ଉପସ୍ଥିତି ଓଡ଼ିଶା ପାଇଁ ଆଣିଛି ଖୁସି ।  ଭୁବନେଶ୍ଵର ପାଇଁ ଆଣିଛି ଖୁସିର ଲହରୀ | ଏହି ସମୟ ଆପଣମାନଙ୍କ ସ୍ମୃତିରେ ରହିବ | ଏହି କାର୍ଯ୍ୟକ୍ରମ ଆୟୋଜନ ଓଡ଼ିଶା ପାଇଁ ଗର୍ବର ବିଷୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଆପଣମାନେ ଆମର ସାଂସ୍କୃତିକ ଆମ୍ବାସଡର, ଆପଣମାନେ ଆମର ଗର୍ବ | ଆମର ବିଶ୍ବାସ ଏହି ଅନୁଭୂତିକୁ ବିଶ୍ଵ ଦରବାରରେ ଆପଣମାନେ ପହଞ୍ଚାଇବେ| ପ୍ରବାସୀଙ୍କୁ ସମ୍ବୋଧନ କରି କହିଛନ୍ତି ଏପରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ବିକଶିତ ଭାରତ ପାଇଁ ପ୍ରବାସୀ ଭାରତୀୟଙ୍କ ଅନେକ ଅବଦାନ ରହିଛି | କୋଣାର୍କ ସୂର୍ଯ୍ୟ ମନ୍ଦିର, ପୁରୀ ଶ୍ରୀ ମନ୍ଦିର ସହ ଓଡ଼ିଶାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରନ୍ତୁ ବୋଲି ପ୍ରବାସୀ ଅତିଥିମାନଙ୍କୁ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଜନତା ମଇଦାନରେ ପ୍ରବାସୀ ସମ୍ମିଳନୀ ପାଇଁ ଭବ୍ୟ ଆୟୋଜନ କରାଯାଇଛି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ ଆପଣମାନେ ଜାଣିଛନ୍ତି  ଆଇଟି ଏବଂ ସ୍କିଲ୍ ଡେଭେଲପମେଣ୍ଟ କ୍ଷେତ୍ରରେ ଓଡ଼ିଶା ଏବେ ଆଗକୁ ବଢୁଛି | ଟେକ୍ନୋଲଜି କ୍ଷେତ୍ରରେ ଆମେ ଆଗେଇଛୁ । ଏବେ ଅକ୍ଷୟ ଶକ୍ତି, ଶିକ୍ଷା ଓ ପର୍ଯ୍ୟଟନ କ୍ଷେତ୍ରରେ ଆମେ ବହୁତ କାମ କରୁଛୁ,କାରଣ ଏଥିରେ ଓଡ଼ିଶାରେ ବହୁତ ସମ୍ଭାବନା ଅଛି |

ଆପଣ ମାନଙ୍କ ଉପଲବ୍ଧି ଆମକୁ ଖୁସି ଦେଇଛି | ପୁରୀ, କୋଣାର୍କ, ଚିଲିକା ଭଳି ପର୍ଯ୍ୟଟନ ସ୍ଥଳୀ ବୁଲିବା ସହ, ଡାଲମା, ଛେନାପୋଡ଼, ରସଗୋଲା ଭଳି ଓଡ଼ିଆ ଖାଦ୍ୟର ଆନନ୍ଦ ନିଅନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ |

ଏହା ଦ୍ବାରା ଓଡ଼ିଶା ସହ ଆପଣ ମାନଙ୍କ ସମ୍ପର୍କ ଆହୁରି ମଜବୁତ ହେବ | ଏକାଠି କାମ କଲେ ଆମେ ଆହୁରି ସଶକ୍ତ ହେବା ଏବଂ ବିକଶିତ ଭାରତ ଗଠନ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ

ଆଜିଠୁ ଜନତା ମଇଦାନରେ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ସମ୍ମେଳନ। ଏହାକୁ ପ୍ରଦୀପ ପ୍ରଜ୍ବଳନ କରି  ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର, ବୈଦେଶିକ ବ୍ୟାପାର ରାଜ୍ୟ ମନ୍ତ୍ରୀ କୀର୍ତ୍ତିବର୍ଦ୍ଧନ ସିଂହ, କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ମନସୁଖ୍ ମାଣ୍ଡବ୍ୟ  ଉଦଘାଟନ କରିଛନ୍ତି।

ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରବାସୀ ଭାରତୀୟମାନଙ୍କୁ ସ୍ବାଗତ କରିଛନ୍ତି। ସେ କହିଛନ୍ତି, ସାରା ଓଡ଼ିଶାବାସୀଙ୍କ ତରଫରୁ ଓଡ଼ିଶା ଓ ମନ୍ଦିମାଳିନୀ ସହର ଭୁବନେଶ୍ବରକୁ ମୁଁ ସମସ୍ତଙ୍କୁ ସ୍ବାଗତ କରୁଛି। ଆପଣମାନେ ସାଂସ୍କୃତିକ ଆମ୍ବାସାଡର। ଆପଣମାନେ  ଆମର ଗର୍ବ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଆମ ଭିତରେ ଥିବା ଭାଇଚାରା ଅନନ୍ୟ, ଓଡ଼ିଶାର ସଂସ୍କୃତି ମହାନ୍। ଆଜି ଓଡ଼ିଶା ବିଶ୍ବରେ ଖଣି, ଇସ୍ପାତ, ଆଲୁମିନୟମ୍, ସ୍ବାସ୍ଥ୍ୟ ଓ କ୍ରୀଡ଼ା କ୍ଷେତ୍ରରେ ବେଶ ସୁନାମ ଅର୍ଜନ କରିଛନ୍ତି। ଶିକ୍ଷା, ପର୍ଯ୍ୟଟନ କ୍ଷେତ୍ରରେ ବି ବେଶ୍ ଜଣାଶୁଣା।

ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ସମ୍ମେଳନର ଆୟୋଜନ କରିଥିବାରୁ ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କୁ ଧନ୍ୟବାଦ ଜଣାଉଛି।

Tags: INDIAnewsodisha
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.