Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ମହାକୁମ୍ଭ ମେଳା: ୭,୦୦୦କୋଟି ଖର୍ଚ୍ଚ କରିଥିବା ୟୁପି ସରକାର ୨ଲକ୍ଷ କୋଟି ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ଅଭିବୃଦ୍ଧି ଆଣିବ ବୋଲି ଆାକଳନ

Ramesh Parida by Ramesh Parida
Jan 13, 2025, 04:42 pm GMT+0530
FacebookTwitterWhatsAppTelegram

ବିଶ୍ବର ସବୁଠାରୁ ବଡ଼ ଧାର୍ମିକ କାର୍ଯ୍ୟକ୍ରମ ମହାକୁମ୍ଭ ମେଳା ପାଇଁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଅଭୂତପୂର୍ବ ପ୍ରସ୍ତୁତି ହୋଇଛି । ଆଜିଠାରୁ ଫେବ୍ରୁଆରି 26 ପର୍ଯ୍ୟନ୍ତ ମହାକୁମ୍ଭ ମେଳା ଅନୁଷ୍ଠିତ ହେବା । ଶ୍ରଦ୍ଧାଳୁଙ୍କ ସମେତ ଆଜି 1 କୋଟିରୁ ଅଧିକ ଶ୍ରଦ୍ଧାଳୁ ଗଙ୍ଗ, ଯମୁନା ଓ ସରସ୍ବତୀଙ୍କ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି । ୧୨ବର୍ଷ ପରେ ଆୟୋଜିତ ହୋଇଥିବା ଏହି ମେଳାକୁ ପ୍ରାୟ ୪୦କୋଟି ଲୋକ ଆସିବେ ବୋଲି ଆକଳନ କରାଯାଉଛି, ଯାହା ଆମେରିକା ଓ ରୁଷର ଜନସଂଖ୍ୟାଠାରୁ ଅଧିକ। ସନ୍ଥ ଓ ଶ୍ରଦ୍ଧାଳୁଙ୍କ ରହଣି ପାଇଁ ୪ ହଜାର ହେକ୍ଟର ପରିମିତ ଅଞ୍ଚଳରେ ଅସ୍ଥାୟୀ ଶିବିର ସ୍ଥାପନ କରାଯାଇଛି। ରାଜ୍ୟ ସରକାର ଏହି ୪୫ଦିନିଆ ମେଗା କାର୍ଯ୍ୟକ୍ରମ ପାଇଁ ୭୦୦୦କୋଟି ଟଙ୍କା ବିନିଯୋଗ କରିଥିବା ଜଣାପଡ଼ିଛି।

ୟୁପି ସରକାର ଏହି ମେଳା ପାଇଁ ୭,୦୦୦କୋଟି ଖର୍ଚ୍ଚ କରିଥିବା ବେଳେ ମହାକୁମ୍ଭ ୨୦୨୫ ଉତ୍ତରପ୍ରଦେଶ ପାଇଁ ୨ଲକ୍ଷ କୋଟି ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ଅଭିବୃଦ୍ଧି ଆଣିବ ବୋଲି ଆକଳନ କରାଯାଇଛି। ଆକଳନ ଅନୁଯାୟୀ, ଯଦି ୪୦କୋଟି ପରିଦର୍ଶକଙ୍କ ମଧ୍ୟରୁ ପ୍ରତ୍ୟେକ ହାରାହାରି ୫,୦୦୦ ଟଙ୍କା ଖର୍ଚ୍ଚ କରନ୍ତି ତେବେ ଏହି କାର୍ଯ୍ୟକ୍ରମରୁ ୨ ଲକ୍ଷ କୋଟି ଟଙ୍କା ଆୟ ହୋଇପାରିବ।

ଉଲ୍ଲେଖଯୋଗ୍ୟ, ପ୍ରତି ୧୨ ବର୍ଷରେ  ଆୟୋଜିତ ହେଉଥିବା ଏହି ମେଳା କେବଳ ଏକ ଧାର୍ମିକ କାର୍ଯ୍ୟକ୍ରମ ନୁହେଁ ବରଂ ଭାରତର ପରମ୍ପରା ଓ ଆଧ୍ୟାତ୍ମିକ ଐତିହ୍ୟର ଏକ  ଦିବ୍ୟ  ଉତ୍ସବ ।  ବିଶ୍ୱାସ ରହିଛି ଯେ ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ସ୍ନାନ କଲେ ପୁଣ୍ୟ ପ୍ରାପ୍ତି ହୋଇଥାଏ ଏବଂ ମୋକ୍ଷ ମିଳିଥାଏ । ମହାକୁମ୍ଭ କେବଳ ପାପରୁ ମୁକ୍ତି ପାଇବାର ଏକ ଅବସର ନୁହେଁ, ବରଂ ଆତ୍ମା ଶୁଦ୍ଧି ଏବଂ ମୁକ୍ତି ପ୍ରାପ୍ତିର ଏକ ମାର୍ଗ ବୋଲି କୁହାଯାଏ।

Tags: INDIAnewsodisha
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.