Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଟ୍ରମ୍ପଙ୍କ ଶପଥ ଗ୍ରହଣ ପୂର୍ବରୁ ଆୟୋଜିତ ରାତ୍ରୀ ଭୋଜନରେ ସାମିଲ ହେଲେ ଅମ୍ବାନୀ ଦମ୍ପତ୍ତି

Ramesh Parida by Ramesh Parida
Jan 19, 2025, 08:29 pm GMT+0530
FacebookTwitterWhatsAppTelegram

ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡ଼ୋନାଲ୍ଟ ଟ୍ରମ୍ପଙ୍କ ଶପଥ ଗ୍ରହଣ ପୂର୍ବରୁ ଆୟୋଜିତ ରାତ୍ରୀ ଭୋଜନରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ  ଏବଂ ରିଲାଏନ୍ସ ଫାଉଣ୍ଡେସନ ଅଧ୍ୟକ୍ଷ ନୀତା ଅମ୍ବାନୀ ଯୋଗ ଦେଇଥିଲେ ।

ଅମ୍ବାନୀ ପରିବାର ଅନ୍ୟ ଭାରତୀୟ ଉଦ୍ୟୋଗୀଙ୍କ ସହ ରାତ୍ରି ଭୋଜନରେ ଉପସ୍ଥିତ ଥିଲେ, ଯେପରିକି ଏମ୩ଏମ ଡେଭଲପର୍ସର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ବଂଶଲ ଏବଂ ଟ୍ରାଇବେକା ଡେଭଲପର୍ସ ପ୍ରତିଷ୍ଠାତା କଳ୍ପେଶ ମେହେଟ୍ଟା । ଭାରତରେ ଟ୍ରମ୍ପ ଟାୱାର ସ୍ଥାପନରେ କଳ୍ପେଶ ମେହେଟ୍ଟା ପ୍ରମୁଖ ଅଂଶୀଦାର ଅଟନ୍ତି। ଇନଷ୍ଟାଗ୍ରାମରେ ସେୟାର କରାଯାଇଥିବା ଫଟୋରେ ମେହେଟ୍ଟା ମୁକେଶ ଏବଂ ନୀତା ଅମ୍ବାନୀଙ୍କ ସହ ପୋଜ ଦେଉଥିବାର ଦେଖିବାକୁ ମିଳିଛି ।

ଏହି ଅବସରରେ ମୁକେଶ ଅମ୍ବାନୀ କଳା ରଙ୍ଗର ସୁଟ୍ ପିନ୍ଧିଥିବା ବେଳେ ନୀତା ଅମ୍ବାନୀ ସିଲ୍କ ଶାଢ଼ି ସହ ଲମ୍ବା ଓଭରକୋଟ୍ ପିନ୍ଧିଥିଲେ। ଏହି କାର୍ଯ୍ୟକ୍ରମରେ ଆହୁରି ଅନେକ ବଡ଼ ବଡ଼ ଶିଳ୍ପପତି ମଧ୍ୟ ଯୋଗ ଦେଇଥିଲେ। ଆମାଜନର ପ୍ରତିଷ୍ଠାତା ଜେଫ୍ ବେଜୋସ୍ ଏବଂ ମେଟା ସିଇଓ ମାର୍କ ଜୁକରବର୍ଗ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ସେହିପରି ଟେସଲା ଓ ଟ୍ବିଟରର ମୁଖ୍ୟ ଏଲନ ମସ୍କ ମଧ୍ୟ ଏହି ଡିନରରେ ଉପସ୍ଥିତ ଥିଲେ ।

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.