Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଆଜି ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ନେବେ ଡ଼ୋନାଲ୍ଟ ଟ୍ରମ୍ପ

Ramesh Parida by Ramesh Parida
Jan 20, 2025, 10:11 am GMT+0530
FacebookTwitterWhatsAppTelegram

ଆଜି ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ନେବେ ଡ଼ୋନାଲ୍ଟ ଟ୍ରମ୍ପ । ଶପଥ ନେବା ପୂର୍ବରୁ ଟ୍ରମ୍ପ କହିଛନ୍ତି ଯେ ତୃତୀୟ ବିଶ୍ବଯୁଦ୍ଧ କୁ ରୋକିବା ପାଇଁ ସେ ଶପଥ ଗ୍ରହଣ କରିବେ । ଆମେରିକାର 47 ତମ ରାଷ୍ଟ୍ରପତି ଭାବେ ସେ ଶପଥ ଗ୍ରହଣ କରିବେ ଏହା ତାଙ୍କର ଦ୍ବିତୀୟ ଟର୍ମା ଗକତାଲି ସନ୍ଧ୍ୟାରେ ଓ୍ବଶିଂଟନ ଡ଼ିସିରେ ଏକ ରାଲିକୁ ସମ୍ବାଧିତ କରି ସେ ଗତ ବର୍ଷ ନିର୍ବାଚନ ପ୍ରଚାର ସମୟରେ ଦେଇଥିବେ ପ୍ରତିଶ୍ରୁତି ପୂରଣ କରିବାର ସଙ୍କେତ ଦେଇ ଏହି ମନ୍ତବ୍ୟ ଦେଇଛନ୍ତି । ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶପଥ ନେବାକୁ ଯାଉଛନ୍ତି, ଆଉ ଏହା ପୂର୍ବରୁ ଓ୍ୱାସିଂଟନ୍ ଡିସିରେ ଟ୍ରମ୍ପଙ୍କୁ ଭେଟିଛନ୍ତି ମୁକେଶ ଆଉ ନୀତା ଅମ୍ବାନୀ ।

ତେବେ ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବ ସମାରୋହରେ ଯୋଗ ଦେବାକୁ ଆମେରିକା ଯାଇଛନ୍ତି ମୁକେଶ ଆଉ ନୀତା ଅମ୍ବାନୀ । ଯେଉଁଥିରେ ତାଙ୍କୁ ଏକ ରାତ୍ରି ଭୋଜନରେ ସାମିଲ ହେବାକୁ ପ୍ରଥମେ ନିମନ୍ତ୍ରଣ କରାଯାଇଥିଲା । ମିଳିଥିବା ସୂଚନା ମୁତାବକ, ଏକ କ୍ୟାଣ୍ଡେଲ ଲାଇଟ୍ ଡିନରରେ ଭାରତର ଏହି ଧନୀ ଦମ୍ପତ୍ତି ସାମିଲ ହେଇଥିଲେ । ଯେଉଁଠି ସେ ଟ୍ରମ୍ପଙ୍କ ସହିତ ଏହି ଫଟୋ ଉଠାଇଛନ୍ତି ।

ତେବେ ଗତବର୍ଷ ଦ୍ବିତୀୟ ଥର ପାଇଁ ନିର୍ବାଚନ ଜିଣି ଟ୍ରମ୍ପ ଅସମ୍ଭବକୁ ସମ୍ଭବ କରିପାରିଛନ୍ତି । କାହିଁକି ନା, ଯେତେବେଳେ ଆମେରିକାର ଏକ ଗୋଷ୍ଠୀ ଟ୍ରମ୍ପଙ୍କୁ ଅପସନ୍ଦ କରୁଥିଲେ ସେତେବେଳେ ଲୋକଙ୍କ ସମର୍ଥନରେ ସେ ପୁଣି ରାଷ୍ଟ୍ରପତି ନିର୍ବାଚିତ ହୋଇଥିଲେ। ଦ୍ୱିତୀୟଥର ଆମେରିକାର ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ନେବେ। ତେବେ ଗତବର୍ଷ ଟ୍ରମ୍ପଙ୍କ ଉପରେ ହୋଇଥିବା ଆକ୍ରମଣକୁ ଦୃଷ୍ଟିରେ ରଖି ୱାଂଟିଶନ ଡିସି ଓ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷାକୁ ବଢାଇଦିଆଯାଇଛି ।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.