Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ନେତାଜୀଙ୍କ ପାଇଁ କଟକ ସାରା ବିଶ୍ବରେ ଗର୍ବିତ

Ramesh Parida by Ramesh Parida
Jan 23, 2025, 07:28 pm GMT+0530
FacebookTwitterWhatsAppTelegram

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ନିଜ ମାତୃଭୂମି ପାଇଁ ଉଚ୍ଚ ପଦପଦବୀକୁ ତ୍ୟାଗ କରି ଜନ୍ମମାଟିର ସେବା ପାଇଁ ନିଜକୁ ଉତ୍ସର୍ଗୀକୃତ କରିଥିଲେ । ଅଦମ୍ୟ ସାହସରେ ସାମରିକ ଉପାୟରେ  ବ୍ରିଟ୍ରିଶ ସାମ୍ରାଜ୍ୟକୁ ନଷ୍ଟ କରିବା ପାଇଁ ସେ ଜାପାନ ସମର୍ଥନରେ ସିଙ୍ଗାପୁରଠାରେ ନିର୍ବାଚିତ ଭାରତୀୟ ଜାତୀୟବାଦୀଙ୍କ ଦ୍ବାରା ଏକ ଅସ୍ଥାୟୀ ଭାରତୀୟ ସରକାର ଗଠନ କରିଥିଲେ । ଏହାର ନାମ ରଖିଥିଲେ  ଆଜାଦ ହିନ୍ଦ ଫୈଜ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  କହିଛନ୍ତି ।

ନେତାଜୀ ଜୟନ୍ତୀ ଅବସରରେ କଟକରେ ଆୟୋଜିତ ‘ପରାକ୍ରମ ଉତ୍ସବ’ରେ ଯୋଗଦେଇ ଗୁରୁବାର ଶ୍ରୀ ମାଝୀ କହିଛନ୍ତି ୧୯୪୩ ମସିହା ଡିସେମ୍ବରରେ ଜାପାନ ସହାୟତାରେ ଆଣ୍ଡାମାନ ଓ ନିକୋବର ଦ୍ବୀପରେ ଆଜାଦ୍ ହିନ୍ଦ ଫୌଜର ପ୍ରଥମ ସରକାର ପ୍ରତିଷ୍ଠା କରିଥିଲେ। ଏହାକୁ ସମ୍ମାନ ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୮ ମସିହା ଡିସେମ୍ବର ୩୦ ତାରିଖ ଦିନ ସେଠାରେ ଥିବା ୩ ଗୋଟି ଦ୍ଵୀପ ଯେପରିକି ରସ୍ ଦ୍ବୀପକୁ ନେତାଜୀ ସୁବାସ ବୋଷ ଦ୍ଵୀପ, ନିଲ୍ ଦ୍ବୀପକୁ ସହିଦ ଦ୍ଵୀପ ଏବଂ ହାଭେଲକ ଦ୍ଵୀପକୁ ସ୍ଵରାଜ ଦ୍ଵୀପ ଭାବେ ନାମକରଣ କରିଛନ୍ତି।

ଭାରତୀୟ ସ୍ଵାଧୀନତା ସଂଗ୍ରାମର ମହାନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉତ୍କଳ ମାଟିର ବରପୁତ୍ରଙ୍କ ଶୌର୍ଯ୍ୟ, ତ୍ୟାଗ ଏବଂ ସାମର୍ଥ୍ୟକୁ ସମ୍ମାନ ଜଣାଇ ତାଙ୍କର ଜନ୍ମ ସହର କଟକରେ ତାଙ୍କର ଜୟନ୍ତୀ ପାଳନ କରିବା ଆମ ପାଇଁ ଏକ ସୌଭାଗ୍ୟର ଅବସର। ଏଥିପାଇଁ ଆମେ ସମସ୍ତେ ଗର୍ବିତ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଦିବସଟି ପ୍ରତ୍ଯେକ ଭାରତୀୟ ବିଶେଷ କରି ଓଡ଼ିଆଙ୍କ ପାଇଁ ଗର୍ବ ଏବଂ ଗୌରବର ଦିନ। ଏହି ଦିନରେ ହିଁ ବିପ୍ଳବୀ ଜନନାୟକ, ମହାନ ଦେଶଭକ୍ତ, ନିର୍ଭୀକ ଯୋଦ୍ଧା ନେତାଜୀ ସୁଭାଷ ଚନ୍ଦ୍ର ବୋଷ କଟକରେ ଜନ୍ମ ଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମ ସହର ଭାବେ କଟକ ସାରା ବିଶ୍ଵରେ ଗର୍ବିତ। ଏଭଳି ଜଣେ ଜନନାୟକଙ୍କ ଜନ୍ମଦିବସକୁ ‘ପରାକ୍ରମ ଦିବସ’ ଭାବେ ପାଳନ କରିବା ପାଇଁ ଜାନୁଆରି ୧୯, ୨୦୨୧ ମସିହାରେ ନିଷ୍ପତ୍ତି ନେଇଥିଲେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ।

Tags: INDIAnewsodisha
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.