Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଉତ୍ତରାଖଣ୍ଡ ,ପ୍ରଥମ ରାଜ୍ୟ ଭାବେ ୟୁସିସି ଲାଗୁ

Ramesh Parida by Ramesh Parida
Jan 27, 2025, 03:49 pm GMT+0530
FacebookTwitterWhatsAppTelegram

ଉତ୍ତରାଖଣ୍ଡରେ ପ୍ରଥମ ରାଜ୍ୟ ଭାବେ ୟୁସିସି ଲାଗୁ । ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହି ଆଇନ ପାଇଁ ଦିନରାତି କଠିନ ପରିଶ୍ରମ କରିଛନ୍ତି । ସମସ୍ତେ ସମନ୍ବୟ ରଖି କାମ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଧାମି ମୁଖ୍ୟ ସେବକ ସଦନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କହିଛନ୍ତି ଯେ ଆଜି କେବଳ ଆମ ରାଜ୍ୟ ପାଇଁ ନୁହେଁ ବରଂ ସମଗ୍ର ଦେଶ ପାଇଁ ଏକ ଐତିହାସିକ ଦିନ ।

ଆମା ସମାନତା ପ୍ରତିଷ୍ଠା ଲକ୍ଷ୍ୟରେ ସୃଷ୍ଟି ହୋଇଥିବା ୟୁସିସି କାର୍ଯ୍ୟକାରୀ କରୁଛୁ । ମୁଖ୍ୟମନ୍ତ୍ରୀ ଧାମି କହିଛନ୍ତି ୟୁସିସି ସଦଭବାନପୂଣ୍ଣ ସମାଜର ମୂଳଦୁଆ ପକାଇବ ।

ଧର୍ମ , ଜାତି , ଲିଙ୍ଗ ଓ ସଂପ୍ରଦାୟକୁ ନେଇ ଭେଦଭାବ ରହିବ ନାହିଁ । ଆଜି ଏହି ମୋ ପାଇଁ ବହୁତ ଭାବପ୍ରବଣ। ଏହି ଆଇନ କାର୍ଯ୍ୟକାରୀ ହେଲେ ବହୁବିବାହ ଏବଂ ତ୍ରିପଲ ତଲାକ ସମ୍ପୂର୍ଣ୍ଣ ଭାବେ ପ୍ରତିବନ୍ଧକ ଲଗାଯିବ।

ୟୁସିସିରେ ଲିଭ-ଇନ ସମ୍ପର୍କରେ ରହିବା ପାଇଁ ପିତାମାତାଙ୍କ ଅନୁମତି ଆବଶ୍ୟକ ହେବ। ଦମ୍ପତିଙ୍କୁ ସେମାନଙ୍କ ସମ୍ପର୍କ ବିଷୟରେ ରେଜିଷ୍ଟ୍ରାରଙ୍କୁ ଜଣାଇବାକୁ ପଡିବ ଏବଂ ଯଦି ସେମାନେ ସମ୍ପର୍କ ଶେଷ କରିବାକୁ ଚାହାଁନ୍ତି, ତେବେ ସେମାନଙ୍କୁ ରେଜିଷ୍ଟ୍ରାରଙ୍କୁ ଜଣାଇବାକୁ ପଡିବ।

ଏକ ମାସରୁ ଅଧିକ ସମୟ ପାଇଁ ପଞ୍ଜୀକରଣ ବିନା ଲିଭ-ଇନ ସମ୍ପର୍କରେ ରହିବା ପାଇଁ ୧୦,୦୦୦ ଟଙ୍କା ଜରିମାନା ଦେବାକୁ ପଡିବ।

ଲିଭ-ଇନରେ ଜନ୍ମିତ ପିଲାକୁ ଆଇନଗତ ଭାବରେ ବିବେଚନା କରାଯିବ। ଯଦି ସମ୍ପର୍କ ଭାଙ୍ଗିଯାଏ, ତେବେ ମହିଳା ଜଣକ ଭରଣପୋଷଣ ମାଗିପାରିବେ। ମୁଖ୍ୟମନ୍ତ୍ରୀ ଧାମି କହିଛନ୍ତି ଯେ ଲିଭ-ଇନ ରିଲେଶନସିପ ସମୟରେ ଜନ୍ମିତ ପିଲାକୁ ସେହି ଦମ୍ପତିଙ୍କ ପିଲା ବୋଲି ବିବେଚନା କରାଯିବ ଏବଂ ତାହାର ସମସ୍ତ ଅଧିକାର ରହିବ।

ଏହି ଆଇନ ମାଧ୍ୟମରେ, ବିବାହ ପରି ଛାଡପତ୍ର ପଞ୍ଜୀକରଣ ମଧ୍ୟ ଜରୁରୀ, ଯାହା ୱେବ ପୋର୍ଟାଲ ମାଧ୍ୟମରେ କରାଯାଇପାରିବ।

ସମ୍ପତ୍ତିରେ ପୁଅ ଝିଅଙ୍କ ସମାନ ଅଧିକାର: ଯିଏ ଯେକୌଣସି ବର୍ଗର ହୋଇଥାଆନ୍ତୁ ନା କାହିଁକି, ୟୁନିଫର୍ମ ସିଭିଲ କୋଡରେ ସମ୍ପତ୍ତି ଉପରେ ଉଭୟ ପୁଅ ଓ ଝିଅଙ୍କର ସମାନ ଅଧିକାର ରହିବ ।

ଏକାଧିକ ବିବାହ ଉପରେ କଟକଣା । ଏହି ଆଇନରେ ଜଣେ ଜଣକୁ ବିବାହ କରିବାର ବ୍ୟବସ୍ଥା ରହିଛି । ମାନସିକ ଭାବେ ସୁସ୍ଥ ଥିବା ୨୧ ବର୍ଷର ଯୁବକ ଓ ୧୮ ବର୍ଷର ଯୁବତୀ ବିବାହ ବନ୍ଧନରେ ବାନ୍ଧି ହୋଇପାରିବେ। ନିଜର ଧାର୍ମିକ ପରମ୍ପରାରେ ବିବାହ ହୋଇପାରେ, କିନ୍ତୁ ବିବାହ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ।

Tags: newsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.