Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

କଂଗ୍ରେସ ନିର୍ବାଚନୀ ଇସ୍ତାହାର ଜାରି : ମାଗଣା ଲିଷ୍ଟ ଲମ୍ବା

Ramesh Parida by Ramesh Parida
Jan 29, 2025, 03:46 pm GMT+0530
FacebookTwitterWhatsAppTelegram

କଂଗ୍ରେସ ୫୦୦ ଟଙ୍କାରେ ଏଲପିଜି ସିଲିଣ୍ଡର, ପ୍ରତି ମାସରେ ୫ କେଜି ଚାଉଳ, ୨ କେଜି ଚିନି, ୧ କେଜି ରୋଷେଇ ତେଲ, ୬ କେଜି ଡାଲି, ୨୫୦ ଗ୍ରାମ ଚା’ ପତ୍ର ଓ ମାଗଣା ରାସନ କିଟ୍ ଦିଆଯିବ ବୋଲି  କହିଛି।

ପ୍ରତି ଗରିବ ପରିବାରର ଜଣେ ମହିଳାଙ୍କୁ ମାସିକ ୨୫୦୦ ଟଙ୍କା ଦିଆଯିବ। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । ରାଜଧାନୀ ଦିଳ୍ଲୀ ଉତ୍ତେଜନା ମଧ୍ୟରେ କଂଗ୍ରେସ ନିଜର ଇସ୍ତାହାର ଜାରି କରିଛି ।

କଂଗ୍ରେସ ନିଜ ଇସ୍ତାହାରରେ ମହିଳା ଓ ଯୁବକଙ୍କ ପାଇଁ ଅନେକ ପ୍ରତିଶ୍ରୁତି ଦେଇଛି । ପ୍ରତି ଗରିବ ପରିବାରର ଜଣେ ମହିଳାଙ୍କୁ ମାସିକ 2500 ଟଙ୍କା ଦିଆଯିବ ବୋଲି କଂଗ୍ରେସ କହିଛି । କଂଗ୍ରେସ ଇସ୍ତାହାାରେ ଓ୍ବାକଫ ବୋର୍ଡ଼ ପାଇଁ ସବୁଠାରୁ ବଡ଼ ଘୋଷଣା କରାଯାଇଛି ।

କଂଗ୍ରେସ ଇସ୍ତାହାରରେ କୁହାଯାଇଛି ଯେ ସେମାନେ ଏକ ୱାକଫ୍ ବୋର୍ଡ ଗଠନ କରିବେ ଏବଂ ଇମାମମାନଙ୍କୁ ଠିକ୍ ସମୟରେ ଭତ୍ତା ଦେବେ । ସଂଖ୍ୟାଲଘୁଙ୍କ ଉପରେ ଗୁରୁତ୍ୱ ଦିଆଯିବ ବୋଲି କଂଗ୍ରେସ ନିଜ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଛି । ୧୦୦ ଟି ଇନ୍ଦିରା କ୍ୟାଣ୍ଟିନ ଖୋଲିବା ସହ ୫ ଟଙ୍କାରେ ଖାଦ୍ୟ ଯୋଗାଇବାକୁ କହିଛି କଂଗ୍ରେସ।

ଦିଲ୍ଲୀର ସମସ୍ତ ବାସିନ୍ଦାଙ୍କୁ ୨୫ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ମାଗଣା ଚିକିତ୍ସା ଯୋଗାଇ ଦିଆଯିବ ବୋଲି କଂଗ୍ରେସ ପ୍ରତିଶ୍ରୁତି ଦେଇଛି । ଏଥିରେ ମାଗଣା ଔଷଧ ଓ ପରୀକ୍ଷା ମଧ୍ୟ ରହିବ। ସରକାରୀ ହେଉ କି ବେସରକାରୀ ସମସ୍ତ ବେକାର ଯୁବକଯୁବତୀଙ୍କୁ କଂଗ୍ରେସ ଏକ ବର୍ଷର ଆପ୍ରେଣ୍ଟିସିପ୍ ପ୍ରଦାନ କରିବ ଏବଂ ଏହି ସମୟରେ ସେମାନଙ୍କୁ ମାସିକ ୮,୫୦୦ ଟଙ୍କା ମିଳିବ ।

Tags: INDIAnewsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

Latest News

ସକାଳର ମୁଖ୍ୟ ଖବ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.