Thursday, May 15, 2025
No Result
View All Result
Odisha 365

Latest News

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ମହାକୁମ୍ଭ ମେଳାରେ ହଜି ଯାଇଥିବା ଲୋକଙ୍କୁ ଖୋଜିବା ପାଇଁ ଓ ଗୁରୁତରଙ୍କ ସୂଚନା ପାଇବା ପାଇଁ ହେଲପ ଲାଇନ ନମ୍ବର ଜାରି

Ramesh Parida by Ramesh Parida
Jan 30, 2025, 03:56 pm GMT+0530
FacebookTwitterWhatsAppTelegram

ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ହୋଇଥିବା ମହାକୁମ୍ଭମେଳାକୁ ଦେଶ ତଥା ଦେଶ ବାହାରୁ ଲକ୍ଷାଧିକ ସଂଖ୍ୟାରେ ଶ୍ରଦ୍ଧାଳୁମାନେ ତ୍ରିବେଣୀ ସଙ୍ଗମକୁ ସ୍ନାନ କରିବାକୁ ଆସୁଛନ୍ତି ।

ତ୍ରିବେଣୀ ସଂଗମରେ ମୌନି ଅମାବାସ୍ୟର ଶାହି ସ୍ନାନ ପାଇଁ ସୃଷ୍ଟି ହୋଇଥିବା ଦଳାକଚଟା ପରିସ୍ଥିତିରେ ଏଯାବତ 30 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 90 ଜଣ ଗୁରୁତରଙ୍କୁ ଘଟଣାସ୍ଥଳକୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲଣେ ଭର୍ତି କରାଯାଇଛି । ସେଠାରେ ଡ଼ାକ୍ତର ଗୁରୁତରଙ୍କ ଚିକିତ୍ସା ଜାରି ରଖିଛନ୍ତି ।

ଦଳାଚକଟା ପରିସ୍ଥିତି ସହିତ ଭିଡ଼ ଭିତରେ ଅନେକ ଲୋକ ନିଜନିଜ ସମ୍ପର୍କୀୟଙ୍କ ଠାରୁ ଅଲଗା ହୋଇ ହଜି ଯାଇଛନ୍ତି। ତେଣୁ ମହାକୁମ୍ଭ ମେଳାରେ ହଜି ଯାଇଥିବା ଲୋକଙ୍କୁ ଖୋଜିବା ପାଇଁ ଓ ଗୁରୁତରଙ୍କ ସୂଚନା ପାଇବା ପାଇଁ ସରକାର ଏକ ହେଲପ ଲାଇନ ନମ୍ବର ଜାରି କରିଛି। ଆସନ୍ତୁ ଜାଣିବା ଏହି ହେଲପ ଲାଇନ ନମ୍ବର ସମ୍ପର୍କରେ….

ମେଳା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ପାଇଁ ହେଲପଲାଇନ ନମ୍ବର 1920 ଜାରି କରାଯାଇଛି । ଏହି ନମ୍ବରରେ ଗୁରୁତରଙ୍କ ସମ୍ପର୍କରେ ସୂଚନା ମିଳି ପାରିବା  । ସେହିପରି ପ୍ରୟାଗରାଜ ମେଳା ପ୍ରାଧିକରଣ 0532-2504011 ଓ 0532 – 2500775 ନମ୍ବର ଜାରି କରାଯାଇଛି ।ଏହା ବ୍ୟତୀତ ମହାକୁମ୍ଭ ହ୍ବାଟସଆପ ମହାକୁମ୍ଭ ଫାୟାର ହେଲପଳାଇନ ଜାରି କରାଯାଇଛି ।

ଏହି ଦୁର୍ଘଟଣା ପରେ ଭିଭିଆଇପି ପାସଗୁଡ଼ିକୁ ବାତିଲ କରାଯାଇଛି ଏବଂ ମେଳାକୁ ଯାଉଥିବା ରାସ୍ତାଗୁଡ଼ିକୁ ଭକ୍ତମାନଙ୍କ ସୁଗମ ଗତି ପାଇଁ ଏକମୁଖୀ କରାଯାଇଛି।ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ସୀମାନ୍ତ ସ୍ଥାନରେ ହୋଲ୍ଡିଂ ଏରିଆ ସ୍ଥାପନ କରିବା ଏବଂ ପ୍ରୟାଗରାଜରୁ ଫେରିବା ରାସ୍ତାଗୁଡ଼ିକୁ ବାଧାମୁକ୍ତ ରଖିବା ସହିତ ଅନେକ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies