Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ମହାକୁମ୍ଭ ଦଳାଚକଟା ତଦନ୍ତ କମିସନ ଆଜି ପ୍ରୟାଗରାଜରେ ପହଞ୍ଚିବେ

Ramesh Parida by Ramesh Parida
Jan 31, 2025, 11:16 am GMT+0530
FacebookTwitterWhatsAppTelegram

ମହାକୁମ୍ଭ ମେଳାରେ ଘଟିଥିବା ଦଳାଚକଟା ଘଟଣାର ତଦନ୍ତ ପାଇଁ ଉତ୍ତର ପ୍ରଦେଶ ସରକାର ଏକ ତିନି ସଦସ୍ୟ ବିଶିଷ୍ଟ ନ୍ୟାୟିକ ତଦନ୍ତ କମିସନ ଗଠନ କରିଛି। ଆହ୍ଲାବାଦ ହାଇକୋର୍ଟର ପୂର୍ବତନ ବିଚାରପତି ହର୍ଷ କୁମାରଙ୍କ ନେତୃତ୍ୱରେ ଏହି କମିସନର ସଦସ୍ୟ ହିସାବରେ ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଭିକେ ଗୁପ୍ତା ଏବଂ ପୂର୍ବତନ ଆଇଏଏସ୍ ଅଧିକାରୀ ଡିକେ ସିଂହ ରହିଛନ୍ତି। କମିସନ ଆଜି ପ୍ରୟାଗରାଜରେ ପହଞ୍ଚି ତଦନ୍ତ କାର୍ଯ୍ୟ ଆରମ୍ଭ କରିବାକୁ ଆଶା କରାଯାଉଛି।

ଏହି ତଦନ୍ତର ଉଦ୍ଦେଶ୍ୟ ହେଉଛି ଘଟଣାର କାରଣ ଓ ପରିସ୍ଥିତି ବିଷୟରେ ବିସ୍ତୃତ ତଥ୍ୟ ସଂଗ୍ରହ କରି, ପ୍ରତିବେଦନ ପ୍ରସ୍ତୁତ କରିବା, ଯାହା ଆଗାମୀରେ ଏପରି ଅଘଟଣ ନ ଘଟେବାକୁ ସୁନିଶ୍ଚିତ କରିବ।

ନ୍ୟାୟିକ ତଦନ୍ତ କମିସନ ଆଜି ପ୍ରୟାଗରାଜରେ ପହଞ୍ଚିବେ ବୋଲି ସୂଚନା ମିଳିଛି । ଘଟଣାର ତଦନ୍ତ ପାଇଁ ଏକ ତିନି ସଦସ୍ୟ ବିଶିଷ୍ଟ କମିଓନ ଗଠନ କରାଯାଇଛି । ଆହ୍ଳାବାଦ ହାଇକୋର୍ଟର ପୁର୍ବତନ ବିଚାରପତି ହର୍ଷ କୁମାରଙ୍କ ନେତୃତ୍ବରେ ଏହି କମିସନର ସଦସ୍ୟ ତଦନ୍ତ କରିବେ ।

ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଭିକେ ଗୁପ୍ତା ଏବଂ ପୂର୍ବତନ ଆଇଏଏସ୍ ଅଧିକାରୀ ଡିକେ ସିଂହ କମିସନର ସଦସ୍ୟ ରହିଛନ୍ତି। କମିସନର ଗଠନ ତଦନ୍ତର ଗମ୍ଭୀରତାକୁ ଉନ୍ମୋଚନ କରୁଛି। କମିସନ ମହାକୁମ୍ଭ ସମୟରେ ଘଟିଥିବା ଘଟଣାଗୁଡ଼ିକର ତଦନ୍ତ ଆରମ୍ଭ କରିବାକୁ ପ୍ରସ୍ତୁତ, ଯାହା ପୀଡିତଙ୍କୁ ନ୍ୟାୟ ପ୍ରଦାନ କରିବ।

ମୌନୀ ଅମାବାସ୍ୟା ଦିନ ପ୍ରୟାଗରାଜ୍‌ରେ ବଡ଼ ଧରଣର ଦଳାଚକଟା ଘଟିଥିଲା । କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା, ଏହାର ଯାଞ୍ଚ କରିବ ଟିମ । ତେବେ ଏକମାସ ଭିତରେ ରିପୋର୍ଟ ପ୍ରଦାନ କରିବେ ଟିମ । ଅନ୍ୟପଟେ ମହାକୁମ୍ଭ ମେଳାରେ ପୁଣି ଥରେ ଯେପରି କୌଣସି ଅଘଟଣ ନଘଟେ ଏନେଇ ସତର୍କ ହୋଇଛନ୍ତି ଉତ୍ତରପ୍ରଦେଶ ସରକାର ।

ଏପରିକି ଭିଆଇପି ପ୍ରୋଟୋକଲକୁ ହଟାଇବା ସହ ଯାନବାହାନ ଚଳାଚଳ ଉପରେ ମଧ୍ୟ ନିୟମକୁ ଅଧିକ ଶକ୍ତ କରାଯାଇଛି । ରବିବାର ମହାକୁମ୍ଭରେ  ତୃତୀୟ ସାହି ସ୍ନାନ । ଏହାକୁ ଦୃଷ୍ଟିରେ ରଖି ୧,୨ ଓ ୩ ତାରିଖରେ ଯାନବାହାନ ପ୍ରବେଶ କଟକଣା ରହିଛି । ଆଜି ମହାକୁମ୍ଭ ମେଳା ୧୯ଦିନରେ ପହଁଚିଛି । ଏବେ ସୁଦ୍ଧା ୩୦କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ ପକାଇସାରିଲେଣି । ସେପଟେ ମିଳିଥିବା ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରୟାଗରାଜ ଗସ୍ତ ବାତିଲ ହୋଇପାରେ ।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.