Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ବଜେଟ 2025-26 – ବିଦେଶୀ ପୁଞ୍ଜିନିବେଶର ସୀମା ୭୪%ରୁ ୧୦୦%କୁ ବୃଦ୍ଧି

Ramesh Parida by Ramesh Parida
Feb 1, 2025, 02:50 pm GMT+0530
FacebookTwitterWhatsAppTelegram

କେନ୍ଦ୍ର ଅର୍ଥ ଓ କର୍ପୋରଟ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ସଂସଦରେ 2025-26 ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରି କହିଛନ୍ତି ଯେ ବଜେଟ 2025 – 26 ଳକ୍ଷ୍ୟରେ ହେଉଛି ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ସମସ୍ତ 6 ଟି କ୍ଷେତ୍ରରେ ପରିବର୍ତନମୂଳକ  ସଂସ୍କାର ଆରମ୍ଭ କରିବା ଯାହା ଆମର ଅଭିବୃଦ୍ଧି ସମ୍ଭାବନା ଏବଂ ବିଶ୍ବସ୍ତରୀୟ ପ୍ରତିନ୍ଦ୍ବନ୍ଦ୍ବିତାକୁ ବଢାଇବା ସେଥିମଧ୍ୟରୁ ଗୋଟିଏ ହେଉଛି ଆର୍ଥିକ କ୍ଷେତ୍ର , ଯେଉଁଥିରେ ବୀମା , ପେନସନ , ଦ୍ବିପାକ୍ଷିକ ନିବେଶ ଚୁକ୍ତି ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ କ୍ଷେତ୍ର ଅନ୍ତର୍ଭୁକ୍ତ । ଏହା ମଧ୍ୟାରୁ ସବୁଠାରୁ ବଡ଼ ଘୋଷଣା ବୀମା କ୍ଷେତ୍ରକୁ ନେଇ ହୋଇଛି । ବୀମା କ୍ଷେତ୍ରରେ 100 ବିଦେଶୀ ପୁଞ୍ଜିନିବେଶ ପାଇଁ ଖୋଲିଦିଆଯାଇଛି ।

ବଜେଟରେ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି ଯେ ବୀମା କ୍ଷେତ୍ରରେ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶର ସୀମା ୭୪%ରୁ ୧୦୦%କୁ ବୃଦ୍ଧି କରାଯିବ। ଏହି ବର୍ଦ୍ଧିତ ସୀମା ସେହି କମ୍ପାନୀଗୁଡ଼ିକ ପାଇଁ ଉପଲବ୍ଧ ହେବ ଯେଉଁମାନେ ସମ୍ପୂର୍ଣ୍ଣ ପ୍ରିମିୟମ୍ ଭାରତରେ ନିବେଶ କରିବେ। ବିଦେଶୀ ପୁଞ୍ଜି ନିବେଶ ସମ୍ବନ୍ଧୀୟ ସାମ୍ପ୍ରତିକ ସୀମା ଏବଂ କଟକଣାର ସମୀକ୍ଷା ଏବଂ ସରଳୀକରଣ କରାଯିବ । ନିୟାମକ ସମନ୍ୱୟ ଏବଂ ପେନସନ ଉତ୍ପାଦର ବିକାଶ ପାଇଁ ଏକ ଫୋରମ୍ ପ୍ରତିଷ୍ଠା କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।

କେୱାଇସି ସରଳୀକରଣ

ଶ୍ରୀମତୀ ନିର୍ମଳା ସୀତାରମଣ କହିଛନ୍ତି ଯେ କେୱାଇସି ପ୍ରକ୍ରିୟାର ସରଳୀକରଣ ସମ୍ପର୍କରେ ପୂର୍ବ ଘୋଷଣାକୁ କାର୍ଯ୍ୟକାରୀ କରିବା ପାଇଁ ୨୦୨୫ ରେ ନବୀକୃତ କେନ୍ଦ୍ରୀୟ କେୱାଇସି ରେଜିଷ୍ଟ୍ରିକୁ କାର୍ଯ୍ୟକ୍ଷମ କରାଯିବ । ନିୟମିତ ଅପଡେଟ୍ ପାଇଁ ଏକ ସୁବ୍ୟବସ୍ଥିତ ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବ।

Tags: newsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.