Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି, ଆଜି ସନ୍ଧ୍ୟାରେ 5 ଟାରେ ସରିବ ପ୍ରଚାର

Ramesh Parida by Ramesh Parida
Feb 3, 2025, 08:37 am GMT+0530
FacebookTwitterWhatsAppTelegram

ଦିଲ୍ଲୀ ବିଧାନସଭା ନିର୍ବାଚନ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଆଜି ସନ୍ଧ୍ୟାରେ 5 ଟାରେ ସରିଯିବ ନିର୍ବାଚନ ପ୍ରଚାର । ଏହାପରେ ଫେବ୍ରୁଆରି 5 ତାରିଖରେ ଦେଢକୋଟିରୁ ଅଧିକ ଭୋଟର ଦେଇ ବାଛିବେ  ନେତା ଓ ସରକାର । ପ୍ରଚାରରେ ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିଓ୍ବେଟ ନେତାଙ୍କୁ ମୈଦାନକୁ ଓହ୍ଳାଇ ଜୋରସୋରରେ ପ୍ରଚାର କରିବେ ।

ସକାଳୁ ସନ୍ଧ୍ୟା ଯାଏଁ ଜଦସଭା , ରେଲି ରୋଡ଼ ସୋ ପଦଯାତ୍ରା ଜନସଂପର୍କ ଯାତ୍ରାରେ ପ୍ରଚାର ରାଜନୀତି ସରଗରମ ରହିବ । ଜନତାଙ୍କ ମନ ଜିଣିବାକୁ ବିଜେପି କଂଗ୍ରେସ ଆମ ଆଦମୀ ପାର୍ଟି ସମେତ ସବୁ ରାଜନୈତିକ ଦଳ ନିଜର ସମସ୍ତ ଶକ୍ତି ଖଟାଇଦେବେ ।

ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ଦଳର ଷ୍ଟାର ପ୍ରଚାରକ ଓ ହେଭିୱେଟ ନେତା । ଦିଲ୍ଲୀର ୭୦ ବିଧାନସଭା ଆସନରେ ଏଥର ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ୬୯୯ ଜଣ ପ୍ରାର୍ଥୀ ।

୫ ତାରିଖରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଆରମ୍ଭ ହୋଇଯାଇଛି ପୋଷ୍ଟାଲ ଭୋଟ୍ । ସେପଟେ ଭୋଟ ପାଇଁ ଦିଲ୍ଲୀରେ ମୋଟ ୧୩ ହଜାର ୭୬୬ ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ସେଥିମଧ୍ୟରୁ ୭୦ଟି ପୋଲିଂ ସେଣ୍ଟର କେବଳ ମହିଳାଙ୍କ ପାଇଁ, ୭୦ଟି ମତଦାନ କେନ୍ଦ୍ର ଦିବ୍ୟାଙ୍ଗଙ୍କ ପାଇଁ ରହିବ ।

ଏହାଛଡ଼ା ମତଦାନରେ ଯୁବ ଭୋଟରଙ୍କ ସହଭାଗିତା ବଢାଇବା ପାଇଁ ୭୦ଟି ସ୍ୱତନ୍ତ୍ର ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି ।  ନିର୍ବାଚନ ପ୍ରକ୍ରିୟା ସୁଚାରୁ ରୁପେ ସଂପନ୍ନ କରାଇବା ପାଇଁ ୧ ଲକ୍ଷରୁ ଅଧିକ କର୍ମଚାରୀ ନିୟୋଜିତ ହେବେ । ସେହିପରି ଆଇନଶୃଙ୍ଖଳା ସମ୍ଭାଳିବାକୁ ନିୟୋଜିତ ହେବେ ୩୫ ହଜାର ଯବାନ, ୧୯ ହଜାର ହୋମଗାର୍ଡ ଓ ୨୨୦ କେନ୍ଦ୍ରୀୟ ସୁରକ୍ଷା ବଳ କମ୍ପାନୀ ।  ପହଞ୍ଚିଛି । ଏହାପରେ ଫେବ୍ରୁଆରି 5 ତାରିଖରେ ଦେଢକୋଟିରୁ ଅଧିକ ଭୋଟର ଦେଇ ବାଛିବେ  ନେତା ଓ ସରକାର । ପ୍ରଚାରରେ ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିଓ୍ବେଟ ନେତାଙ୍କୁ ମୈଦାନକୁ ଓହ୍ଳାଇ ଜୋରସୋରରେ ପ୍ରଚାର କରିବେ ।

ସକାଳୁ ସନ୍ଧ୍ୟା ଯାଏଁ ଜଦସଭା , ରେଲି ରୋଡ଼ ସୋ ପଦଯାତ୍ରା ଜନସଂପର୍କ ଯାତ୍ରାରେ ପ୍ରଚାର ରାଜନୀତି ସରଗରମ ରହିବ । ଜନତାଙ୍କ ମନ ଜିଣିବାକୁ ବିଜେପି କଂଗ୍ରେସ ଆମ ଆଦମୀ ପାର୍ଟି ସମେତ ସବୁ ରାଜନୈତିକ ଦଳ ନିଜର ସମସ୍ତ ଶକ୍ତି ଖଟାଇଦେବେ ।

ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ଦଳର ଷ୍ଟାର ପ୍ରଚାରକ ଓ ହେଭିୱେଟ ନେତା । ଦିଲ୍ଲୀର ୭୦ ବିଧାନସଭା ଆସନରେ ଏଥର ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ୬୯୯ ଜଣ ପ୍ରାର୍ଥୀ ।

୫ ତାରିଖରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଆରମ୍ଭ ହୋଇଯାଇଛି ପୋଷ୍ଟାଲ ଭୋଟ୍ । ସେପଟେ ଭୋଟ ପାଇଁ ଦିଲ୍ଲୀରେ ମୋଟ ୧୩ ହଜାର ୭୬୬ ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ସେଥିମଧ୍ୟରୁ ୭୦ଟି ପୋଲିଂ ସେଣ୍ଟର କେବଳ ମହିଳାଙ୍କ ପାଇଁ, ୭୦ଟି ମତଦାନ କେନ୍ଦ୍ର ଦିବ୍ୟାଙ୍ଗଙ୍କ ପାଇଁ ରହିବ ।

ଏହାଛଡ଼ା ମତଦାନରେ ଯୁବ ଭୋଟରଙ୍କ ସହଭାଗିତା ବଢାଇବା ପାଇଁ ୭୦ଟି ସ୍ୱତନ୍ତ୍ର ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି ।  ନିର୍ବାଚନ ପ୍ରକ୍ରିୟା ସୁଚାରୁ ରୁପେ ସଂପନ୍ନ କରାଇବା ପାଇଁ ୧ ଲକ୍ଷରୁ ଅଧିକ କର୍ମଚାରୀ ନିୟୋଜିତ ହେବେ । ସେହିପରି ଆଇନଶୃଙ୍ଖଳା ସମ୍ଭାଳିବାକୁ ନିୟୋଜିତ ହେବେ ୩୫ ହଜାର ଯବାନ, ୧୯ ହଜାର ହୋମଗାର୍ଡ ଓ ୨୨୦ କେନ୍ଦ୍ରୀୟ ସୁରକ୍ଷା ବଳ କମ୍ପାନୀ ।

Tags: INDIAnewsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies