Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ମହାକୁମ୍ଭରେ ଦଳାଚକଟା ଉପରେ ଜନଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କଲେ

Ramesh Parida by Ramesh Parida
Feb 4, 2025, 11:07 am GMT+0530
FacebookTwitterWhatsAppTelegram

ମୌନୀ ଅମାବାସ୍ୟା ଦିନ ପ୍ରୟାଗରାଜ ମହାକୁମ୍ଭରେ ଦଳାଚକଟା ଉପରେ ଦାୟର ପିଆଇଏଲର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। କୋର୍ଟ ଆବେଦନର ବିଚାର କରିଥିଲେ ଏବଂ ଏହାକୁ ଦାଖଲ କରିଥିବା ଓକିଲ ବିଶାଳ ତିୱାରୀଙ୍କୁ ଆହ୍ଲାବାଦ ହାଇକୋର୍ଟକୁ ଯିବାକୁ କହିଥିଲେ। ହାଇକୋର୍ଟରେ ପ୍ରଥମେ ମାମଲା କରିବା ପରେ ସୁପ୍ରିମକୋର୍ଟ ଆସିବା ପାଇଁ କହିଛନ୍ତି ସର୍ବୋଚ୍ଚ କୋର୍ଟ।
ଆବେଦନରେ ଓକିଲ ବିଶାଲ ତିୱାରୀ ୟୁପି ସରକାରଙ୍କ ଅଧିକାରୀଙ୍କ ବିରୁଦ୍ଧରେ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲେ। ସୁପ୍ରିମକୋର୍ଟ କହିଛନ୍ତି ଯେ ଏହି ମାମଲାରେ ଏକ ନ୍ୟାୟିକ କମିଶନ ଗଠନ ହୋଇସାରିଛି ଯାହା ତଦନ୍ତ କରୁଛି। କୋର୍ଟ ଆବେଦନ ପ୍ରତ୍ୟାହାର କରିବାକୁ ଏବଂ ଆବେଦନକାରୀଙ୍କୁ ହାଇକୋର୍ଟର ଦ୍ୱାରସ୍ଥ ହେବାକୁ ଅନୁମତି ଦେଇଥିଲେ।
ସୁପ୍ରିମକୋର୍ଟରେ ଶୁଣାଣି ସମୟରେ, ୟୁପି ସରକାର ସୂଚନା ଦେଇଥିଲେ ଯେ ଆହ୍ଲାବାଦ ହାଇକୋର୍ଟରେ ମଧ୍ୟ ସମାନ ଆବେଦନ ଦାଖଲ କରାଯାଇଛି। ସୂଚନାଯୋଗ୍ୟ ଯେ ଜାନୁଆରୀ ୨୯, ୨୦୨୫ରେ ପ୍ରୟାଗରାଜରେ ହୋଇଥିବା ଦଳାଚକଟାରେ ୩୦ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ ଜଣ ଆହତ ହୋଇଥିଲେ।

Tags: INDIAMahakumbhnewsPIL
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

Latest News

ସକାଳର ମୁଖ୍ୟ ଖବ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.