Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୋଟ ଦେଲେ

Ramesh Parida by Ramesh Parida
Feb 5, 2025, 04:27 pm GMT+0530
FacebookTwitterWhatsAppTelegram

2022 ମସିହାରେ ଦେଶର 15ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ବିଧାନସଭା ପାଇଁ ଭୋଟ ଦେଇଛନ୍ତି ରାଷ୍ଟ୍ରପତି ।  ନିର୍ବାଚନ କମିଶନଙ୍କ ଦ୍ବାରା ତାଙ୍କ ଭୋଟ ପରିଚୟପତ୍ର ଅପଡେଟ୍‌ କରାଯିବା ପରେ ସେ ଭୋଟ ଦେଇଛନ୍ତି।

2023 ନଭେମ୍ବର 28 ତାରିଖରେ ସେ ଦିଲ୍ଲୀର ଭୋଟର ଭାବେ ପଞ୍ଜିକୃତ ହୋଇଥିଲେ । ଗତ ସାଧାରଣ ନିର୍ବାଚନରେ ସେ ପ୍ରଥମ ଥର ଦିଲ୍ଲୀରେ ଭୋଟ ଦେଇଥିଲେ । 2024 ମସିହା ମେ’ 25 ତାରିଖରେ  ଭୋଟ ଦେଇଥିଲେ  ରାଷ୍ଟ୍ରପତି ଆଉ ଆଜି ପୁଣି ବିଧାନସଭା ପାଇଁ ଭୋଟ ଦେଇଛନ୍ତି ।

ଦେଶର ପ୍ରଥମ ନାଗରିକ ତଥା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ନିଜ ସାମ୍ବିଧାନିକ ମତାଧିକାର ସାବ୍ୟସ୍ତ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେଉଛନ୍ତି ଓଡ଼ିଆ ଝିଅ  ଯିଏ କି ଭୋଟ ଦେଇଛନ୍ତି ।

ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଦାୟିତ୍ବ ନେବା ପୂର୍ବରୁ ସେ ଝାଡଖଣ୍ଡର ରାଜ୍ୟପାଳ ଥିଲେ । ଏହା ପୂର୍ବରୁ ସେ ଲମ୍ବା ସମୟ ଧରି ସକ୍ରିୟ ରାଜନୀତିରେ ମଧ୍ୟ ଥିଲେ । ଏକାଧିକ ଥର ବିଧାୟିକା ଓ ବିଜେଡି-ବିଜେପି ମେଣ୍ଟ ସରକାରରେ ସେ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିବାର ଅଭିଜ୍ଞତା ରଖିଛନ୍ତି ।

Tags: INDIAnewsTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

Latest News

ସକାଳର ମୁଖ୍ୟ ଖବ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.