Monday, June 2, 2025
No Result
View All Result
Odisha 365

Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଟ୍ରମ୍ପଙ୍କ ହୁଙ୍କାର: ଗାଜା ଦଖଲ କରିବ ଆମେରିକା

Ramesh Parida by Ramesh Parida
Feb 6, 2025, 10:18 am GMT+0530
FacebookTwitterWhatsAppTelegram

ଆମେରିକା ରାଷ୍ଟ୍ରପତି ଏବେ ଚର୍ଚାରେ । ତାଙ୍କର ନିଷ୍ପତ୍ତିକୁ ନେଇ ବିଶ୍ବନେତାମାନେ ଭୟଭୀତ । ଚାଇନା, କାନାଡା, ମେକ୍ସିକୋ ଉପରେ ଟ୍ୟାକ୍ସ ଲଗାଇବା ପରେ ଏବେ ସେ ବଡ଼ ବୟାନ ଦେଇଛନ୍ତି । ଗାଜାକୁ ଆମେରିକା ଦଖଲ କରିବ ବୋଲି କହିଛନ୍ତି ଡ଼ୋନାଲ୍ଟ ଟ୍ରମ୍ପ । ତେବେ ହମାସ ଏହି ଘୋଷଣାକୁ ନେଇ ଅସନ୍ତୋଷ ପ୍ରକାଶ କରିଛି । ଏହାର ଅର୍ଥକୁ ନେଇ ସାରା ବିଶ୍ବରେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଖିବାକୁ ମିଳୁଛି । ମଧ୍ୟପ୍ରାଚ୍ୟ ଦେଶମାନେ ଏହାକୁ ବିରୋଧ କରୁଥିବା ବେଳେ ଆମେରିକାର ବନ୍ଧୁ ରାଷ୍ଟ୍ରମାନେ ଏହାକୁ ସମର୍ଥନ କରୁଛନ୍ତି । ଭାରତ ପକ୍ଷରୁ କିଛି ମତ ପ୍ରକାଶ ପାଇନାହିଁ ।

ଟ୍ରମ୍ପ କହିଛନ୍ତି ଗାଜାବାସୀଙ୍କୁ ଅନ୍ୟତ୍ର ଥଇଥାନ କରାଯିବା ପରେ ତାଙ୍କ ଦେଶ ଯୁଦ୍ଧଗ୍ରସ୍ତ ପାଲେଷ୍ଟାଇନ ଅଞ୍ଚଳ ଗାଜା ଷ୍ଟି୍ପକୁ ନିଜ ଅକ୍ତିଆରକୁ ନେବ ।  ଏହାର ବିକାଶ କରିବ ଓ ଏହାର ମାଲିବ  ହେବ ।

ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ଓ ନେତାନ୍ୟାହୁଙ୍କ ସହ ଏକ ମିଳିତ ସାମ୍ବାଦିକ ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି  କହିଛନ୍ତି ଗାଜା ଉପରେ ଆମେରିକାର ଅଧିକାର ରହିଛି ।

ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ରିପବ୍ଳିକାନ ନେତାଙ୍କ ଚିନ୍ତାଧାରା ଇତିହାସକୁ ବଦଳାଇ ଦେଇପାରେ ଏବଂ ଟ୍ରମ୍ପ ଗାଜା ପାଇଁ ଏକ ଭିନ୍ନ ଭବିଷ୍ୟତର ପରିକଳ୍ପନା କରିଛନ୍ତି ।

ଇସ୍ରାଏଲ ଓ ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ଉପରେ କଠୋର ହେବାକୁ ଯାଉଛନ୍ତି ଟ୍ରମ୍ପ ।  ଇସ୍ରାଏଲ ବୋମାମାଡ଼ ଯୋଗୁଁ ଏହି ଷ୍ଟ୍ରିପ୍‌ରେ ଥିବା ପ୍ରାୟ ସମସ୍ତ କୋଠା ନଷ୍ଟ ହୋଇଯାଇଛି ।

ଗାଜାରେ ରହୁଥିବା ଲକ୍ଷ ଲକ୍ଷ ଲୋକ ବିସ୍ଥାପିତ ହୋଇଛନ୍ତି। ଗାଜାର  ଜନସଂଖ୍ୟା ପ୍ରାୟ 20 ଲକ୍ଷ ଥିଲା ।  ଟ୍ରମ୍ପ କହିଛନ୍ତି  ଭବିଷ୍ୟତରେ ମଧ୍ୟପ୍ରାଚ୍ୟ ଗସ୍ତ ସମୟରେ ସେ ଗାଜା, ଇସ୍ରାଏଲ ଓ ସାଉଦି ଆରବ ଗସ୍ତ କରିବାକୁ ଯୋଜନା କରିଛନ୍ତି।

Tags: INDIAnewsodishaTOP NEWS
ShareTweetSendShare

RelatedNews

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ
Latest News

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ
Latest News

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ
Latest News

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.