Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

ବିଶ୍ବର ସବୁଠାରୁ ଉଷ୍ମ ଜାନୁଆରୀ

Ramesh Parida by Ramesh Parida
Feb 7, 2025, 09:20 am GMT+0530
FacebookTwitterWhatsAppTelegram

ଜାନୁଆରୀ ମାସରେ ଟାଣ ଖରା । ସାରା ବିଶ୍ବରେ ଏହି ମାସ ରେକର୍ଡ ଖରା ହେଉଛି । ୟୁରୋପୀୟ ସଂଘର ପୃଥିବୀ ପର୍ଯ୍ୟବେକ୍ଷଣ କାର୍ଯ୍ୟକ୍ରମ କୋପରନିକସ ଜଳବାୟୁ ପରିବର୍ତନ ସେବା ଏଭଳି କହିଛି ।

୨୦୨୪ ଫେବ୍ରୁଆରିରୁ ୨୦୨୫ଜାନୁଆରି ଅବଧି ୧୯୯୧-୨୦୨୦ ହାରାହାରିଠାରୁ ୦.୭୩ ଡିଗ୍ରି ଏବଂ ପ୍ରାକ୍-ଶିଳ୍ପ ସ୍ତରଠାରୁ ୧.୬୧ ଡିଗ୍ରି ସେଲସିୟସ ଅଧିକ ଗରମ ଥିଲା।

2025 ଜାନୁଆରୀ ହେଉଛି ଆଉ ଏକ ଆଶ୍ଚର୍ଯ୍ୟଜନକ ମାସ , ଯାହା ଗ୍ରୀଷ୍ମମଣ୍ଡଳୀୟ ପ୍ରଶାନ୍ତ ମହାସାଗରରେ ଲା ନିନା ସ୍ଥିତିର ବିକାଶ ଏବଂ ବିଶ୍ବ ତାପମାତ୍ରା ଉପରେ ଏହାର ସମାୟିକ ଶୀତଳ ପ୍ରଭାବ ସତ୍ତ୍ବେ ଗତ ଦୁଇ ବର୍ଷ ମଧ୍ୟରେ ଦେଖଯାଇଥିବା ରେକର୍ଡ଼ ତାପମାତ୍ରା ଜାରି ରଖିଛି ।

କୋପରନିକସ 2025 ସମୁନ୍ଦ୍ରର ତାପମାତ୍ରା ଓ ଜଳବାୟୁ ପ୍ରଭାବ ଉପରେ ତୀକ୍ଷ୍ମ ନଜର ରଖିବା ବୋଲି ୟୁରୋପୀୟ ମଧ୍ୟମ ଦୂରତା ପାଣିପାଗ ପୁର୍ବାନୁମାନ କେନ୍ଦ୍ର ଷ୍ଟ୍ରାଟେଜିକ ଜଳବାୟୁ ମୁଖ୍ୟ ସାମନ୍ଥା ବର୍ଗେସ କହିଛନ୍ତି ।

ଭାରତରେ ଏଲ୍ ନିନୋ ଏକ ଦାରୁଣ ଗ୍ରୀଷ୍ମ ଓ ଦୁର୍ବଳ ମୌସୁମୀ ସହିତ ଜଡ଼ିତ ଏବଂ ଲା ନିନା ଏକ ଶକ୍ତିଶାଳୀ ମୌସୁମୀ, ହାରାହାରିଠାରୁ ଅଧିକ ବର୍ଷା ଓ ଥଣ୍ଡା ପବନ ସହ ଜଡିତ।

୨୦୨୫ ଜାନୁଆରିରେ ୟୁରୋପର ହାରାହାରି ତାପମାତ୍ରା ୧.୮୦ ଡିଗ୍ରି ସେଲସିୟସ ଅଧିକ ଥିଲା, ଯାହାକି ୧୯୯୧-୨୦୨୦ ମଧ୍ୟରେ ଜାନୁଆରି ମାସର ହାରାହାରି ତାପମାତ୍ରାଠାରୁ ୨.୫୧ ଡିଗ୍ରି ସେଲସିୟସ ଅଧିକ।

Tags: INDIAnewsodishaTOP NEWS
ShareTweetSendShare

RelatedNews

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?
Latest News

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି
Latest News

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ପାକିସ୍ତାନରେ ଭୂକମ୍ପର ଝଟକା
Latest News

ପାକିସ୍ତାନରେ ଭୂକମ୍ପର ଝଟକା

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.