Sunday, May 18, 2025
No Result
View All Result
Odisha 365

Latest News

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ପଛରେ ପଡ଼ିଲେ କେଜ୍ରିୱାଲ

Ramesh Parida by Ramesh Parida
Feb 8, 2025, 12:45 pm GMT+0530
FacebookTwitterWhatsAppTelegram

ଅରବିନ୍ଦ କେଜ୍ରିୱାଲ ନୂଆଦିଲ୍ଲୀ ଆସନରେ ପରାସ୍ତ ହୋଇଛନ୍ତି। ୨୦୧୩ରୁ ଏଠାରେ କେଜ୍ରିୱାଲ ଜିତି ଆସୁଥିବା ବେଳେ ତାଙ୍କୁ ପ୍ରଥମଥର ପରାଜୟର ସ୍ୱାଦ ଚାଖିବାକୁ ପଡ଼ିଛି।

ବିଜେପିର ପୂର୍ବତନ ସାଂସଦ ତଥା ବରିଷ୍ଠ ନେତା ପ୍ରଭେଶ ବର୍ମା ଏଠାରେ ବିଜୟ ହୋଇଛନ୍ତି। ସେ କେଜ୍ରିୱାଲଙ୍କୁ ୧୯୦୦ରୁ ଅଧିକ ଭୋଟରେ ହରାଇ ଐତିହାସିକ ବିଜୟ ହାସଲ କରିଛନ୍ତି।

ଅନ୍ୟପକ୍ଷରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଆତିଶୀ ଏବେ ବି କାଲକାଜି ଆସନରେ ପଛରେ ରହିଛନ୍ତି। ପୂର୍ବରୁ ୫୦୦/୬୦୦ ଭୋଟ ପଛରେ ରହିଥିବା ଆତିଶୀଙ୍କ ପାଇଁ ଆଉ ଏକ ନିରାଶାଜନକ ଖବର ଆସିଛି।

ସେ ବିଜେପିର ରମେଶ ବିଧୁରୀଙ୍କ ଠାରୁ ୩ ହଜାର ଭୋଟ ପଛରେ ରହିଛନ୍ତି। ୨୦୨୦ର ଡେବ୍ୟୁ କରିଥିବା ଆତିଶୀ ଏଠାରେ ୧୧,୩୯୩ ଖଣ୍ଡ ଭୋଟରେ ବିଜୟୀ ହୋଇଥିଲେ। କିନ୍ତୁ ଏବେ ତାଙ୍କୁ ଝଟକା ଲାଗିବାର ଆଶଙ୍କା ପ୍ରକାଶ ପାଇଛି।

ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ପ୍ରଭେଶ ବର୍ମା ନୂଆଦିଲ୍ଲୀ ଆସନରେ ଲିଡ କରୁଥିବା ଟ୍ରେଣ୍ଡ ସାମ୍ନାକୁ ଆସିଛି। ୨୦୧୩ରୁ କେଜ୍ରିୱାଲ ଏଠାରେ ଏକତରଫା ଭାବେ ବିଜୟୀ ହୋଇ ଆସୁଥିଲେ।

ଏଥର ତାଙ୍କୁ କଡ଼ା ଟକ୍କର ଦେଇଛନ୍ତି ପ୍ରଭେଶ ବର୍ମା। ସେହିପରି କଂଗ୍ରେସ ଏଠାରେ ସନ୍ଦୀପ ଦିକ୍ଷୀତଙ୍କୁ ପ୍ରାର୍ଥୀ କରିଥିଲା। କିନ୍ତୁ ସେ ବହୁ ପଛରେ ପଡ଼ି ଯାଇଛନ୍ତି। ଏପରି କି ସେ ପରୋକ୍ଷରେ ନିଜର ପରାଜୟକୁ ମଧ୍ୟ ସ୍ୱୀକାର କରି ନେଇଛନ୍ତି।

ବର୍ତ୍ତମାନ ସୁଦ୍ଧା ହୋଇଥିବା ଭୋଟ ଗଣତି ଅନୁଯାୟୀ, ଆପ୍‌ର କେଜ୍ରିୱାଲ ବିଜେପିର ପ୍ରଭେଶ ବର୍ମାଙ୍କ ଠାରୁ ପଛରେ ରହିଛନ୍ତି। ଆହୁରି ଅନେକ ରାଉଣ୍ଡ ଭୋଟ ଗଣତି ବାକି ରହିଥିବାରୁ ଏଠାରେ ରେଜଲ୍ଟର ମୋଡ ବଦଳି ଯିବାର ସମ୍ଭାବନା ରହିଛି। ତଥାପି କେଜ୍ରିୱାଲଙ୍କ ଭଳି ଜଣେ ହେଭିୱେଟ ନେତା ପଛରେ ରହିବା ନିଶ୍ଚିତ ଆପ୍‌ର ମୁଣ୍ଡବିନ୍ଧାର କାରଣ ପାଲଟିଛି।

Tags: BJPINDIAModiTOP NEWS
ShareTweetSendShare

RelatedNews

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍
Opinion

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ
Latest News

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ
ଜାତୀୟ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ
Latest News

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

Latest News

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ସାରା ବିଶ୍ବ ଭ୍ରମଣ କରି ପାକିସ୍ତାନର ଅସଲ ଚେହେରା ଓ ତାର ଆତଙ୍କୀ କାର୍ଯ୍ଯକଳାପ କଥା କହିବେ ସାଂସଦ

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies